୧ କରିନ୍ଥୀୟ 3:3 - ପବିତ୍ର ବାଇବଲ3 ତୁମ୍ଭେମାନେ ଆତ୍ମିକ ଜୀବନରେ ଏବେ ମଧ୍ୟ ଶିଶୁ ଭଳି ଅଛ। ତୁମ୍ଭେମାନେ ପରସ୍ପରକୁ ଈର୍ଷା କରୁଛ ଓ ପରସ୍ପର ମଧ୍ୟରେ କଳହ କରୁଛ। ଏଥିରୁ ଜଣାପଡ଼େ ତୁମ୍ଭେମାନେ ଏବେ ମଧ୍ୟ ଆତ୍ମିକ ନୁହଁ। ତୁମ୍ଭେ ଜାଗତିକ ଲୋକମାନଙ୍କ ଭଳି ଆଚରଣ କରୁଛ। Gade chapit laପବିତ୍ର ବାଇବଲ (Re-edited) - (BSI)3 ଯେଣୁ, ଏପର୍ଯ୍ୟନ୍ତ ତୁମ୍ଭେମାନେ ଶାରୀରିକ ଅଟ। କାରଣ ଯେତେବେଳେ ତୁମ୍ଭମାନଙ୍କ ମଧ୍ୟରେ ଈର୍ଷା ଓ ବିବାଦ ରହିଅଛି, ତୁମ୍ଭେମାନେ କି ଶାରୀରିକ ନୁହଁ ଓ ମନୁଷ୍ୟର ସ୍ଵଭାବ ଅନୁସାରେ କି ଆଚରଣ କରୁନାହଁ? Gade chapit laଓଡିଆ ବାଇବେଲ3 ଯେଣୁ, ଏପର୍ଯ୍ୟନ୍ତ ତୁମ୍ଭେମାନେ ଶାରୀରିକ ଅଟ। କାରଣ ଯେତେବେଳେ ତୁମ୍ଭମାନଙ୍କ ମଧ୍ୟରେ ଈର୍ଷା ଓ ବିବାଦ ରହିଅଛି, ତୁମ୍ଭେମାନେ କି ଶାରୀରିକ ନୁହଁ ଓ ମନୁଷ୍ୟର ସ୍ୱଭାବ ଅନୁସାରେ କି ଆଚରଣ କରୁ ନାହଁ ? Gade chapit laପବିତ୍ର ବାଇବଲ (CL) NT (BSI)3 ଏବେ ମଧ୍ୟ ତୁମ୍ଭେମାନେ ଜାଗତିକ ଲୋକମାନଙ୍କ ପରି ଜୀବନ ଯାପନ କରୁଛ। ତୁମ୍ଭମାନଙ୍କ ମଧ୍ୟରେ ଈର୍ଷା ଏବଂ ପରସ୍ପର ମଧ୍ୟରେ କଳହ ଲାଗି ରହିଛି; ଏଥିରୁ କ’ଣ ତୁମ୍ଭେମାନେ ଶାରୀରିକ ଓ ଜାଗତିକ ବୋଲି ପ୍ରମାଣିତ ହେଉ ନାହଁ? Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 ଯେଣୁ, ଏପର୍ଯ୍ୟନ୍ତ ତୁମ୍ଭେମାନେ ଶାରୀରିକ ଅଟ। କାରଣ ଯେତେବେଳେ ତୁମ୍ଭମାନଙ୍କ ମଧ୍ୟରେ ଈର୍ଷା ଓ ବିବାଦ ରହିଅଛି, ତୁମ୍ଭେମାନେ କି ଶାରୀରିକ ନୁହଁ ଓ ମନୁଷ୍ୟର ସ୍ୱଭାବ ଅନୁସାରେ କି ଆଚରଣ କରୁ ନାହଁ? Gade chapit la |
ଏଭଳି କହିବାର ଉଦ୍ଦେଶ୍ୟ ଯେ, ମୋର ଭୟ ହେଉଛି: ଯେତେବେଳେ ମୁଁ ତୁମ୍ଭମାନଙ୍କ ପାଖକୁ ଯିବି ସେତେବେଳେ ମୁଁ ତୁମ୍ଭମାନଙ୍କୁ ଯାହା ଭାବିଛି, ଠିକ୍ ସେହି ରୂପରେ ନ ପାଇ ପାରେ ଓ ତୁମ୍ଭେମାନେ ମଧ୍ୟ ମୋତେ ଯାହା ଭାବିଛ ଠିକ୍ ସେହି ରୂପରେ ପାଇ ନ ପାର। ମୋର ଭୟ ଯେ, କାଳେ ତୁମ୍ଭମାନଙ୍କ ମଧ୍ୟରେ କଳହ, ଈର୍ଷା, କ୍ରୋଧ, ସ୍ୱାର୍ଥପରତା, ପରଚର୍ଚ୍ଚା, କାନକୁହାକୋହି, ଗର୍ବ ଓ ଦ୍ୱନ୍ଦ ଦେଖିବାକୁ ମିଳିବ।