Biblia Todo Logo
Bib sou entènèt

- Piblisite -




୧ କରିନ୍ଥୀୟ 4:13 - ପବିତ୍ର ବାଇବଲ

13 ଲୋକମାନଙ୍କଠାରୁ ଅଭିଶାପ ପାଇ ମଧ୍ୟ ଆମ୍ଭେ ସେମାନଙ୍କୁ ଆଶୀର୍ବାଦ କରୁଛୁ। ଲୋକେ ଆମ୍ଭକୁ ତାଡ଼ନା କରୁଛନ୍ତି, ଆମ୍ଭେ ସହୁଛୁ। ଏପରିକି ଯେଉଁମାନେ ଆମ୍ଭର ମିଥ୍ୟାପବାଦ କରନ୍ତି, ଆମ୍ଭେ ସେମାନଙ୍କୁ ନମ୍ରଭାବେ କଥା କହୁ। ଆଜି ପର୍ଯ୍ୟନ୍ତ ଲୋକେ ଆମ୍ଭକୁ ସମଗ୍ର ସଂସାରର ମଇଳା ଧୂଳି ସଦୃଶ ବ୍ୟବହାର କରୁଛନ୍ତି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

13 ଅପବାଦିତ ହୋଇ ମିଳନର କଥା କହୁଅଛୁ; ଏପର୍ଯ୍ୟନ୍ତ ସୁଦ୍ଧା ଆମ୍ଭେମାନେ ଜଗତର ଆବର୍ଜନା, ସମସ୍ତଙ୍କର କଳଙ୍କ ସ୍ଵରୂପ ହୋଇଅଛୁ।

Gade chapit la Kopi

ଓଡିଆ ବାଇବେଲ

13 ଅପବାଦିତ ହୋଇ ମିଳନର କଥା କହୁଅଛୁ; ଏପର୍ଯ୍ୟନ୍ତ ସୁଦ୍ଧା ଆମ୍ଭେମାନେ ଜଗତର ଆବର୍ଜନା, ସମସ୍ତଙ୍କର କଳଙ୍କ ସ୍ୱରୂପ ହୋଇଅଛୁ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

13 ଅପମାନିତ ହେଲେ, ମୃଦୁ କଥାରେ ଉତ୍ତର ଦେଇଥାଉ। ଏପର୍ଯ୍ୟନ୍ତ ଆମେ ଜଗତର ଆବର୍ଜନା ସ୍ୱରୂପ ହୋଇ ରହିଛୁ - ସମସ୍ତଙ୍କ ଦ୍ୱାରା ପରିତ୍ୟକ୍ତ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

13 ଅପବାଦିତ ହୋଇ ମିଳନର କଥା କହୁଅଛୁ; ଏପର୍ଯ୍ୟନ୍ତ ସୁଦ୍ଧା ଆମ୍ଭେମାନେ ଜଗତର ଆବର୍ଜନା, ସମସ୍ତଙ୍କର କଳଙ୍କ ସ୍ୱରୂପ ହୋଇଅଛୁ।

Gade chapit la Kopi




୧ କରିନ୍ଥୀୟ 4:13
4 Referans Kwoze  

ତୁମ୍ଭେ ଗୋଷ୍ଠୀଗଣ ମଧ୍ୟରେ ଆମ୍ଭମାନଙ୍କୁ ଝଟା ଅଳିଆ ଓ ଅଗ୍ରାହ୍ୟ ବସ୍ତୁତୁଲ୍ୟ କରିଅଛ।


ପାଉଲ ଏ କଥା କହିବା ପର୍ଯ୍ୟନ୍ତ ଯିହୂଦୀମାନେ ଶୁଣୁଥିଲେ। ତା'ପରେ ସେମାନେ ସମସ୍ତେ ମିଶି ଖୁବ୍ ଜୋ‌ର୍‌‌ରେ ପାଟି କରି କହିଲେ, “ଏ ଲୋକକୁ ପୃଥିବୀରୁ ଦୂର କର। କାରଣ ସେ ବଞ୍ଚିରହିବା ପାଇଁ ଯୋଗ୍ୟ ନୁହଁ।”


କେତେକ ଲୋକ ଆମ୍ଭକୁ ସମ୍ମାନ ଦିଅନ୍ତି, କିନ୍ତୁ କେତେ ଲୋକ ଆମ୍ଭକୁ ଲଜ୍ଜା ଦିଅନ୍ତି। କେତେ ଲୋକ ଆମ୍ଭ ବିଷୟରେ ମନ୍ଦ କୁହନ୍ତି, କେତେ ଭଲ କଥା କୁହନ୍ତି। କେତେ ଲୋକ କୁହନ୍ତି ଯେ, ଆମ୍ଭେ ମିଥ୍ୟାବାଦୀ ଓ ତଥାପି ଆମ୍ଭେ ସତ୍ୟ କହୁ।


ସେହି ଜଳ ବାପ୍ତିସ୍ମ ସଦୃଶ ତୁମ୍ଭକୁ ଏବେ ରକ୍ଷା କରୁଛି। ଶରୀରର ମଇଳା ସଫା କରିବା ବାପ୍ତିସ୍ମ ନୁହେଁ। ମାତ୍ର ବାପ୍ତିସ୍ମ ହେଉଛି, ପରମେଶ୍ୱରଙ୍କୁ ଏକ ହୃଦୟ ମାଗିବା। ଯୀଶୁ ମୃତ୍ୟୁରୁ ଜୀବିତ ହୋଇଥିବାରୁ ଏହା ତୁମ୍ଭକୁ ରକ୍ଷା କରୁଛି।


Swiv nou:

Piblisite


Piblisite