୧ କରିନ୍ଥୀୟ 4:18 - ପବିତ୍ର ବାଇବଲ18 ତୁମ୍ଭମାନଙ୍କ ଭିତରୁ ଅନେକ ଅହଂକାରୀ ହୋଇ ଯାଇଛ। ଏହାଭାବି ତୁମ୍ଭେମାନେ ଗର୍ବ କର ଯେ ମୁଁ ତୁମ୍ଭମାନଙ୍କ ପାଖକୁ ଆଉ କେବେ ଯିବି ନାହିଁ। Gade chapit laପବିତ୍ର ବାଇବଲ (Re-edited) - (BSI)18 ମୁଁ ତୁମ୍ଭମାନଙ୍କ ନିକଟକୁ ଯିବି ନାହିଁ ବୋଲି ମନେ କରି କେହି କେହି ଗର୍ବରେ ପୂର୍ଣ୍ଣ ହୋଇଅଛନ୍ତି। Gade chapit laଓଡିଆ ବାଇବେଲ18 ମୁଁ ତୁମ୍ଭମାନଙ୍କ ନିକଟକୁ ଯିବି ନାହିଁ ବୋଲି ମନେ କରି କେହି କେହି ଗର୍ବରେ ପୂର୍ଣ୍ଣ ହୋଇଅଛନ୍ତି । Gade chapit laପବିତ୍ର ବାଇବଲ (CL) NT (BSI)18 ମୁଁ ତୁମ୍ଭମାନଙ୍କ ନିକଟକୁ ଯିବି ନାହିଁ ବୋଲି ଭାବି କେହି କେହି ଉଦ୍ଧତ ହେଉଛ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT18 ମୁଁ ତୁମ୍ଭମାନଙ୍କ ନିକଟକୁ ଯିବି ନାହିଁ ବୋଲି ମନେ କରି କେହି କେହି ଗର୍ବରେ ପୂର୍ଣ୍ଣ ହୋଇଅଛନ୍ତି। Gade chapit la |
ଏଭଳି କହିବାର ଉଦ୍ଦେଶ୍ୟ ଯେ, ମୋର ଭୟ ହେଉଛି: ଯେତେବେଳେ ମୁଁ ତୁମ୍ଭମାନଙ୍କ ପାଖକୁ ଯିବି ସେତେବେଳେ ମୁଁ ତୁମ୍ଭମାନଙ୍କୁ ଯାହା ଭାବିଛି, ଠିକ୍ ସେହି ରୂପରେ ନ ପାଇ ପାରେ ଓ ତୁମ୍ଭେମାନେ ମଧ୍ୟ ମୋତେ ଯାହା ଭାବିଛ ଠିକ୍ ସେହି ରୂପରେ ପାଇ ନ ପାର। ମୋର ଭୟ ଯେ, କାଳେ ତୁମ୍ଭମାନଙ୍କ ମଧ୍ୟରେ କଳହ, ଈର୍ଷା, କ୍ରୋଧ, ସ୍ୱାର୍ଥପରତା, ପରଚର୍ଚ୍ଚା, କାନକୁହାକୋହି, ଗର୍ବ ଓ ଦ୍ୱନ୍ଦ ଦେଖିବାକୁ ମିଳିବ।