୧ କରିନ୍ଥୀୟ 6:2 - ପବିତ୍ର ବାଇବଲ2 ତୁମ୍ଭେମାନେ ଅବଶ୍ୟ ଜାଣିଛ ଯେ ପରମେଶ୍ୱରଙ୍କର ଲୋକମାନେ ଜଗତର ବିଗ୍ଭର କରିବେ। ଅତଏବ, ଯଦି ତୁମ୍ଭେମାନେ ଜଗତର ବିଗ୍ଭର କରିବ, ତା'ହେଲେ ଏହିଭଳି ଛୋଟ ଛୋଟ କଥାଗୁଡ଼ିକର ବିଗ୍ଭର କ’ଣ ତୁମ୍ଭେମାନେ କରି ପାରିବ ନାହିଁ? Gade chapit laପବିତ୍ର ବାଇବଲ (Re-edited) - (BSI)2 ଅବା ସାଧୁମାନେ ଯେ ଜଗତର ବିଚାର କରିବେ, ଏ କଥା କି ତୁମ୍ଭେମାନେ ଜାଣ ନାହିଁ? ଆଉ ଯଦି ଜଗତ ତୁମ୍ଭମାନଙ୍କ ଦ୍ଵାରା ବିଚାରିତ ହୁଏ, ତେବେ ତୁମ୍ଭେମାନେ କି ସାମାନ୍ୟ ସାମାନ୍ୟ ବିଷୟ ବିଚାର କରିବାକୁ ଅଯୋଗ୍ୟ? Gade chapit laଓଡିଆ ବାଇବେଲ2 ଅବା ସାଧୁମାନେ ଯେ ଜଗତର ବିଚାର କରିବେ, ଏକଥା କି ତୁମ୍ଭେମାନେ ଜାଣ ନାହିଁ ? ଆଉ ଯଦି ଜଗତ ତୁମ୍ଭମାନଙ୍କ ଦ୍ୱାରା ବିଚାରିତ ହୁଏ, ତେବେ ତୁମ୍ଭେମାନେ କି ସାମାନ୍ୟ ସାମାନ୍ୟ ବିଷୟ ବିଚାର କରିବାକୁ ଅଯୋଗ୍ୟ ? Gade chapit laପବିତ୍ର ବାଇବଲ (CL) NT (BSI)2 ଈଶ୍ୱରଙ୍କ ଲୋକମାନେ ଜଗତର ବିଚାର କରିବେ ବୋଲି କ’ଣ ଜାଣ ନାହିଁ? ତୁମେ ଯଦି ଜଗତର ବିଚାର କରିପାର, ତେବେ ଏହି ସାମାନ୍ୟ ବିଷୟଗୁଡ଼ିକର କ’ଣ ମୀମାଂସା କରି ପାରିବ ନାହିଁ? Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT2 ଅବା ସାଧୁମାନେ ଯେ ଜଗତର ବିଚାର କରିବେ, ଏ କଥା କି ତୁମ୍ଭେମାନେ ଜାଣ ନାହିଁ? ଆଉ ଯଦି ଜଗତ ତୁମ୍ଭମାନଙ୍କ ଦ୍ୱାରା ବିଚାରିତ ହୁଏ, ତେବେ ତୁମ୍ଭେମାନେ କି ସାମାନ୍ୟ ସାମାନ୍ୟ ବିଷୟ ବିଚାର କରିବାକୁ ଅଯୋଗ୍ୟ? Gade chapit la |
ତା'ପରେ ମୁଁ କେତୋଟି ସିଂହାସନ ଓ ତା'ଉପରେ ଲୋକମାନଙ୍କୁ ବସିଥିବାର ଦେଖିଲି। ସେହି ଲୋକମାନଙ୍କୁ ବିଗ୍ଭର କରିବାର ଶକ୍ତି ଦିଆଯାଇଥିଲା। ଯୀଶୁଙ୍କ ପାଇଁ ସାକ୍ଷୀ ହେବା ଓ ପରମେଶ୍ୱରଙ୍କର ବାକ୍ୟ ପ୍ରଗ୍ଭର କରିବା ହେତୁ ଯେଉଁମାନଙ୍କୁ ମାରି ଦିଆଯାଇଥିଲା, ମୁଁ ସେହି ଲୋକମାନଙ୍କର ଆତ୍ମାକୁ ଦେଖିଲି। ସେହି ଲୋକମାନେ ପଶୁକୁ କିମ୍ବା ତାହାର ପ୍ରତିମାକୁ ପୂଜା କରି ନ ଥିଲେ। ସେମାନେ ତାହାଙ୍କ କପାଳରେ ବା ହାତରେ ସେହି ପଶୁର ଚିହ୍ନ ଧାରଣ କରି ନ ଥିଲେ। ସେମାନେ ପୁନର୍ବାର ଜୀବିତ ହେଲେ ଓ ଖ୍ରୀଷ୍ଟଙ୍କ ସହିତ ଏକହଜାର ବର୍ଷ ପର୍ଯ୍ୟନ୍ତ ଶାସନ କଲେ।
ଏହା ନିଶ୍ଚିତ ଭାବରେ ତୁମ୍ଭେମାନେ ଜାଣ ଯେ ଯେତେବେଳେ ତୁମ୍ଭେମାନେ ଦାସ ଭଳି ନିଜକୁ ସମର୍ପଣ କର, ସେତେବେଳେ ତୁମ୍ଭେମାନେ ପ୍ରକୃତରେ ସେହି ଲୋକର ଦାସ ଅଟ। ଯେଉଁ ଲୋକକୁ ତୁମ୍ଭେମାନେ ମାନିବ ସେ ହେଉଛି ତୁମ୍ଭର ମାଲିକ। ତୁମ୍ଭେମାନେ ପାପର ଗ୍ଭକର ହୋଇ ପାରିବ ବା ପରମେଶ୍ୱରଙ୍କୁ ମାନିବ। ପାପ ଆଧ୍ୟାତ୍ମିକ ମୃତ୍ୟୁ ଆଣି ଦିଏ। କିନ୍ତୁ ପରମେଶ୍ୱରଙ୍କୁ ମାନିଲେ, ପରମେଶ୍ୱରଙ୍କଠାରେ ତୁମ୍ଭେମାନେ ଧାର୍ମିକ ବୋଲି ଗଣିତ ହୁଅ।