Biblia Todo Logo
Bib sou entènèt

- Piblisite -




୧ କରିନ୍ଥୀୟ 6:6 - ପବିତ୍ର ବାଇବଲ

6 କିନ୍ତୁ ଏବେ ଜଣେ ଭାଇ ଅନ୍ୟଭାଇ ବିରୁଦ୍ଧରେ ଅଦାଲତକୁ ଯାଉଛି, ଓ ଅବିଶ୍ୱାସୀ ଲୋକଙ୍କୁ ବିବାଦ ସମାଧାନ ପାଇଁ ସୁଯୋଗ ଦେଉଛି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

6 ମାତ୍ର ଭାଇ ଭାଇ ବିରୁଦ୍ଧରେ ବିଚାରାଳୟରେ ଅଭିଯୋଗ କରେ, ତାହା ପୁଣି ଅବିଶ୍ଵାସୀମାନଙ୍କ ନିକଟରେଣ!

Gade chapit la Kopi

ଓଡିଆ ବାଇବେଲ

6 ମାତ୍ର ଜଣେ ବିଶ୍ବାସୀ ଅନ୍ୟ ବିଶ୍ବାସୀ ବିରୁଦ୍ଧରେ ବିଚାରାଳୟରେ ଅଭିଯୋଗ କରେ, ତାହା ପୁଣି, ଅବିଶ୍ୱାସୀମାନଙ୍କ ନିକଟରେ !

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

6 ତାଙ୍କ ନିକଟକୁ ନ ଯାଇ ଜଣେ ଭାଇ ଅନ୍ୟ ଭାଇ ବିରୁଦ୍ଧରେ ଅଦାଲତରେ ନାଲିସ୍ କରୁଛି, ଅଣବିଶ୍ୱାସୀମାନେ ଏହାର ବିଚାର କରୁଛନ୍ତି।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

6 ମାତ୍ର ଜଣେ ବିଶ୍ୱାସୀ ଭାଇ ଅନ୍ୟ ବିଶ୍ୱାସୀ ଭାଇ ବିରୁଦ୍ଧରେ ବିଚାରାଳୟରେ ଅଭିଯୋଗ କରେ, ତାହା ପୁଣି, ଅବିଶ୍ୱାସୀମାନଙ୍କ ନିକଟରେ!

Gade chapit la Kopi




୧ କରିନ୍ଥୀୟ 6:6
13 Referans Kwoze  

ଯେଉଁମାନେ ବିଶ୍ୱାସ କରନ୍ତି ନାହିଁ, ତୁମ୍ଭେମାନେ ତାହାଙ୍କ ସହିତ ସମାନ ନୁହଁ। ଅତଏବ ସେମାନଙ୍କ ସହିତ ଯୋଗ ଦିଅ ନାହିଁ। ଭଲ ଓ ମନ୍ଦ ଏକାଠି ରୁହନ୍ତି ନାହିଁ। ଆଲୋକ ଓ ଅନ୍ଧକାର ମଧ୍ୟରେ କି ସହଭାଗିତା ଅଛି?


ତୁମ୍ଭମାନଙ୍କ ଭିତରେ ଥିବା ଆଇନଗତ ବିବାଦଗୁଡ଼ିକ ଦର୍ଶାଇ ଦିଏ ଯେ, ତୁମ୍ଭେମାନେ ପରାଜିତ ହୋଇ ସାରିଛ। ତା’ ଅପେକ୍ଷା ଅନ୍ୟ କେହି ତୁମ୍ଭମାନଙ୍କୁ ଠକିଥିଲେ ବା ତୁମ୍ଭମାନଙ୍କ ପ୍ରତି ଅନ୍ୟାୟ କରିଥିଲେ ଭଲ ହୋଇଥା’ନ୍ତା।


ଯେତେବେଳେ ତୁମ୍ଭର ଅନ୍ୟ ଖ୍ରୀଷ୍ଟ ବିଶ୍ୱାସୀ ବିରୁଦ୍ଧରେ ଅଭିଯୋଗ ଥାଏ, ସେତେବେଳେ ତୁମ୍ଭେମାନେ କାହିଁକି ବିଗ୍ଭରାଳୟର ବିଗ୍ଭରପତି ନିକଟକୁ ଯାଅ? ପରମେଶ୍ୱରଙ୍କ ଦୃଷ୍ଟିରେ ସେମାନେ ଧାର୍ମିକ ନୁହନ୍ତି। ତେଣୁ ସୁବିଗ୍ଭର ନିମନ୍ତେ ପରମେଶ୍ୱରଙ୍କ ଲୋକ ନିକଟକୁ ନ ଯାଇ ବିଜାତୀୟ ଲୋକ ପାଖକୁ ଯିବାକୁ ଲଜ୍ଜାବୋଧ ହୁଏ ନାହିଁ କି?


“ତା’ ପରଦିନ ସେ ଦୁଇଜଣ ଯିହୂଦୀ ଲୋକଙ୍କୁ ପରସ୍ପର ମଧ୍ୟରେ କଳି କରୁଥିବାର ଦେଖିଲେ। ସେ ସେମାନଙ୍କ ମଧ୍ୟରେ ଶାନ୍ତି ସ୍ଥାପନ କରିବାକୁ ଚେଷ୍ଟା କଲେ ଓ କହିଲେ, ‘ହେ ଲୋକମାନେ, ତୁମ୍ଭେମାନେ ପରସ୍ପର ଭାଇ ଭାଇ। ତୁମ୍ଭେମାନେ ପରସ୍ପର ଭିତରେ କାହିଁକି କଳି କରୁଛ?’


ଏହା ପରେ ଯୋଷେଫ ତାଙ୍କର ଭାଇମାନଙ୍କୁ କହିଲେ, ସେମାନଙ୍କର ଘର ରାସ୍ତାରେ ଯିବାକୁ ଏବଂ ସେମାନଙ୍କୁ ସାବଧାନ କରାଇ କହିଲେ, “ସିଧା ଘରକୁ ଯାଅ। ବାଟରେ ଝଗଡ଼ା କର ନାହିଁ।”


ଯୀଶୁ ଖ୍ରୀଷ୍ଟ ଓ ବିଲିୟାର୍ ଭିତରେ ଚୁକ୍ତି ହୋଇପାରେ କି? ଜଣେ ବିଶ୍ୱାସୀ ଓ ଜଣେ ଅବିଶ୍ୱାସୀଙ୍କ ଭିତରେ କ’ଣ କିଛି ମେଳ ହୋଇପାରେ?


ନିଜର ଆତ୍ମୀୟ ସମସ୍ତଙ୍କର ଯତ୍ନ ନେବା ଜଣେ ଲୋକର କର୍ତ୍ତବ୍ୟ ଅଟେ। ଏପରିକି ଆଉ ମଧ୍ୟ ସେ ନିଜ ପରିବାରର ଯତ୍ନ ନେବା ଅଧିକ ଗୁରୁତ୍ୱପୂର୍ଣ୍ଣ। ଯଦି ଜଣେ ଲୋକ ସେହିପରି କରୁ ନାହିଁ, ତା'ହେଲେ ସେ ଲୋକ ସତ୍ୟ ବିଶ୍ୱାସକୁ ଅନୁସରଣ କରୁ ନାହିଁ। ସେହି ଲୋକ ଜଣେ ଅବିଶ୍ୱାସୀଠାରୁ ମଧ୍ୟ ଖରାପ।


Swiv nou:

Piblisite


Piblisite