୧ କରିନ୍ଥୀୟ 6:7 - ପବିତ୍ର ବାଇବଲ7 ତୁମ୍ଭମାନଙ୍କ ଭିତରେ ଥିବା ଆଇନଗତ ବିବାଦଗୁଡ଼ିକ ଦର୍ଶାଇ ଦିଏ ଯେ, ତୁମ୍ଭେମାନେ ପରାଜିତ ହୋଇ ସାରିଛ। ତା’ ଅପେକ୍ଷା ଅନ୍ୟ କେହି ତୁମ୍ଭମାନଙ୍କୁ ଠକିଥିଲେ ବା ତୁମ୍ଭମାନଙ୍କ ପ୍ରତି ଅନ୍ୟାୟ କରିଥିଲେ ଭଲ ହୋଇଥା’ନ୍ତା। Gade chapit laପବିତ୍ର ବାଇବଲ (Re-edited) - (BSI)7 ତୁମ୍ଭେମାନେ ଯେ ପରସ୍ପର ବିରୁଦ୍ଧରେ ବିଚାରାଳୟରେ ଅଭିଯୋଗ କରୁଅଛ, ସେଥିରେ ତୁମ୍ଭେମାନେ ନିତା; ଦୋଷୀ। ବରଂ କାହିଁକି ଅନ୍ୟାୟ ସହୁ ନାହଁ? ବରଂ କାହିଁକି କ୍ଷତି ଅଙ୍ଗୀକାର କରୁ ନାହଁ? Gade chapit laଓଡିଆ ବାଇବେଲ7 ତୁମ୍ଭେମାନେ ଯେ ପରସ୍ପର ବିରୁଦ୍ଧରେ ବିଚାରାଳୟରେ ଅଭିଯୋଗ କରୁଅଛ, ସେଥିରେ ତୁମ୍ଭେମାନେ ନିତାନ୍ତ ଦୋଷୀ । ବରଂ କାହିଁକି ଅନ୍ୟାୟ ସହୁ ନାହଁ? ବରଂ କାହିଁକି କ୍ଷତି ଅଙ୍ଗୀକାର କରୁ ନାହଁ ? Gade chapit laପବିତ୍ର ବାଇବଲ (CL) NT (BSI)7 ତୁମ୍ଭମାନଙ୍କ ମଧ୍ୟରେ ଚାଲିଥିବା ମାଲିମକଦ୍ଦମା ପ୍ରମାଣିତ କରୁଛି ଯେ ତୁମ୍ଭେମାନେ ସମ୍ପୂର୍ଣ୍ଣ ପରାଜିତ। ମାଲିମକଦ୍ଦମା କରିବା ଅପେକ୍ଷା ବରଂ ଅନ୍ୟାୟ ସହ୍ୟ କରି କ୍ଷତିଗ୍ରସ୍ତ ହେବା, ତୁମ ପକ୍ଷରେ ଶ୍ରେୟଃ ନୁହେଁ କି? Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT7 ତୁମ୍ଭେମାନେ ଯେ ପରସ୍ପର ବିରୁଦ୍ଧରେ ବିଚାରାଳୟରେ ଅଭିଯୋଗ କରୁଅଛ, ସେଥିରେ ତୁମ୍ଭେମାନେ ନିତାନ୍ତ ଦୋଷୀ। ବରଂ କାହିଁକି ଅନ୍ୟାୟ ସହୁ ନାହଁ? ବରଂ କାହିଁକି କ୍ଷତି ଅଙ୍ଗୀକାର କରୁ ନାହଁ? Gade chapit la |
ତୁମ୍ଭ ପ୍ରତି ମନ୍ଦ କାମ କରିଥିବା ଲୋକକୁ ଆକ୍ରମଣ କରିବା ଉଦ୍ଦେଶ୍ୟରେ କୌଣସି ଲୋକ ପ୍ରତି ମନ୍ଦ କାମ କର ନାହିଁ। ବା ତୁମ୍ଭକୁ ଖରାପ କଥା କହିଥିବା ଯୋଗୁଁ କୌଣସି ଲୋକକୁ ତା’ ବଦଳରେ ମନ୍ଦ କଥା କୁହ ନାହିଁ। ତା’ ବଦଳରେ ପରମେଶ୍ୱରଙ୍କଠାରେ ପ୍ରାର୍ଥନା କର ଯେ, ସେ ତାକୁ ଆଶୀର୍ବାଦ କରିବେ। ତୁମ୍ଭେ ନିଜେ ଆଶୀର୍ବାଦ ଗ୍ରହଣ କରିବା ପାଇଁ ଆହ୍ୱାନ ପାଇଥିବାରୁ ଏପରି କର।