୧ କରିନ୍ଥୀୟ 7:3 - ପବିତ୍ର ବାଇବଲ3 ପତି ଆପଣାର ପତ୍ନୀକୁ ତାହାର ପ୍ରାପ୍ୟ ଦେବା ଉଚିତ୍। Gade chapit laପବିତ୍ର ବାଇବଲ (Re-edited) - (BSI)3 ସ୍ଵାମୀ ସ୍ତ୍ରୀକି ତାʼର ପ୍ରାପ୍ୟ ଦେଉ, ପୁଣି ସେହି-ପ୍ରକାରେ ମଧ୍ୟ ସ୍ତ୍ରୀ ସ୍ଵାମୀକି ତାʼର ପ୍ରାପ୍ୟ ଦେଉ। Gade chapit laଓଡିଆ ବାଇବେଲ3 ସ୍ୱାମୀ ସ୍ତ୍ରୀକୁ ତା'ର ପ୍ରାପ୍ୟ ଦେଉ, ପୁଣି, ସେହି ପ୍ରକାରେ ମଧ୍ୟ ସ୍ତ୍ରୀ ସ୍ୱାମୀକୁ ତା'ର ପ୍ରାପ୍ୟ ଦେଉ । Gade chapit laପବିତ୍ର ବାଇବଲ (CL) NT (BSI)3 ସ୍ୱାମୀ, ସ୍ତ୍ରୀ ପ୍ରତି ନିଜର କର୍ତ୍ତବ୍ୟ ଓ ସ୍ତ୍ରୀ, ସ୍ୱାମୀ ପ୍ରତି ନିଜର କର୍ତ୍ତବ୍ୟ ସମ୍ପାଦନ କରିବା ଉଚିତ୍। ପୁଣି ଉଭୟେ ଉଭୟଙ୍କର ଆବଶ୍ୟକତା ପୂରଣ କରିବା ବିଧେୟ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 ସ୍ୱାମୀ ସ୍ତ୍ରୀକୁ ତାହାର ପ୍ରାପ୍ୟ ଦେଉ, ପୁଣି, ସେହି ପ୍ରକାରେ ମଧ୍ୟ ସ୍ତ୍ରୀ ସ୍ୱାମୀକୁ ତାହାର ପ୍ରାପ୍ୟ ଦେଉ। Gade chapit la |