Biblia Todo Logo
Bib sou entènèt

- Piblisite -




୧ କରିନ୍ଥୀୟ 7:6 - ପବିତ୍ର ବାଇବଲ

6 ମୋର ଏହା ଆଦେଶ ନୁହେଁ, ବରଂ କିଛି ସମୟ ପାଇଁ ପୃଥକ ରହିବାକୁ ଅନୁମତି ଦେଉଛି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

6 କିନ୍ତୁ ମୁଁ ଆଜ୍ଞା ଦେଲା ପରି ନ କହି ପରାମର୍ଶ ଦେଲା ପରି ଏହା କହେ।

Gade chapit la Kopi

ଓଡିଆ ବାଇବେଲ

6 କିନ୍ତୁ ମୁଁ ଆଜ୍ଞା ଦେଲା ପରି ନ କହି ପରାମର୍ଶ ଦେଲା ପରି ଏହା କହେ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

6 ଏ ବିଷୟରେ ମୁଁ ଯାହା ସବୁ କହୁଛି, ତାହା ମୋର ଆଦେଶ ନୁହେଁ; କେବଳ ତୁମ୍ଭମାନଙ୍କର ସୁବିଧା ପାଇଁ ଏହା ମୋର ପରାମର୍ଶ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

6 କିନ୍ତୁ ମୁଁ ଆଜ୍ଞା ଦେଲା ପରି ନ କହି ପରାମର୍ଶ ଦେଲା ପରି ଏହା କହେ।

Gade chapit la Kopi




୧ କରିନ୍ଥୀୟ 7:6
6 Referans Kwoze  

ମୁଁ ତୁମ୍ଭମାନଙ୍କୁ ଦାନ ଦେବା ପାଇଁ ଆଦେଶ ଦେଉ ନାହିଁ। କିନ୍ତୁ ମୁଁ ଦେଖିବାକୁ ଇଚ୍ଛା କରେ ଯେ, ପ୍ରକୃତରେ ତୁମ୍ଭମାନଙ୍କ ପ୍ରେମ ସତ୍ୟ ଅଟେ। ଅନ୍ୟ ଲୋକମାନେ ସାହାଯ୍ୟ କରିବା ପାଇଁ ଦେଖାଉଥିବା ଉତ୍ସାହ ବିଷୟରେ କହି ଏହା ମୁଁ ଦେଖାଇ ଦେବାକୁ ଗ୍ଭହେଁ।


ଏବେ ମୁଁ ଅବିବାହିତ ଲୋକମାନଙ୍କ ବିଷୟରେ କହୁଛି। ଏ ବିଷୟରେ ପ୍ରଭୁଙ୍କଠାରୁ ମୋତେ କୌଣସି ଆଦେଶ ମିଳି ନାହିଁ। କିନ୍ତୁ ପ୍ରଭୁ ମୋ’ ପ୍ରତି ଦୟା ଦେଖାଇ ଥିବାରୁ ଓ ମୁଁ ବିଶ୍ୱାସଭାଜନ ହୋଇ ଥିବାରୁ, ମୁଁ ମୋର ମତାମତ ଦେଉଛି।


ମୁଁ ଅନ୍ୟ ସମସ୍ତ ଲୋକଙ୍କୁ ଏହା କହେ (ଏହା ମୋର କଥା, ପ୍ରଭୁଙ୍କର ନୁହେଁ): ଯଦି କୌଣସି ଖ୍ରୀଷ୍ଟିୟ ଭାଇଙ୍କର ଏପରି ପତ୍ନୀ ଅଛି ଓ ସେ ଖ୍ରୀଷ୍ଟ ବିଶ୍ୱାସିନୀ ନୁହେଁ ମାତ୍ର ପତି ସହିତ ରହିବାକୁ ଇଚ୍ଛୁକ, ତା'ହେଲେ ପତି ତାକୁ ତ୍ୟାଗ କରିବା ଉଚିତ୍ ନୁହେଁ।


ତା'ହେଲେ ମୁଁ ମଧ୍ୟ ସାମାନ୍ୟ ଗର୍ବ କରି ପାରିବି। ଯେପରି ପ୍ରଭୁ କହିଥା’ନ୍ତେ, ସେପରି ମୁଁ କହୁ ନାହିଁ। ମୁଁ ଜଣେ ମୂର୍ଖ ଭଳି ଗର୍ବ କରେ।


ଯେଉଁମାନେ ବିବାହିତ ସେମାନଙ୍କୁ ମୁଁ ଏହି ଆଦେଶ ଦେଉଛି-ଏହି ଆଦେଶ ମୋ'ଠାରୁ ନୁହେଁ ବରଂ, ପ୍ରଭୁ ନିଜେ ଏହି ଆଦେଶ ଦିଅନ୍ତି।


ଏକ ସ୍ତ୍ରୀ ଯଦି ପୁନଃ ବିବାହ ନ କରେ, ତା'ହେଲେ ସେ ଅଧିକ ସୁଖୀ ରହିବ। ଏହା ହେଉଛି ମୋର ମତ। ମୁଁ ବିଶ୍ୱାସ କରେ ଯେ ମୋ’ ପାଖରେ ମଧ୍ୟ ପରମେଶ୍ୱରଙ୍କ ଆତ୍ମା ଅଛି।


Swiv nou:

Piblisite


Piblisite