Biblia Todo Logo
Bib sou entènèt

- Piblisite -




୧ କରିନ୍ଥୀୟ 8:8 - ପବିତ୍ର ବାଇବଲ

8 ଖାଦ୍ୟ ଆମକୁ ପରମେଶ୍ୱରଙ୍କ ନିକଟବର୍ତ୍ତୀ କରାଏ ନାହିଁ। ଖାଦ୍ୟ ନ ଖାଇବା ଦ୍ୱାରା ପରମେଶ୍ୱରଙ୍କ ସହ ଆମର ସମ୍ପର୍କରେ କ୍ଷତି ହୁଏ ନାହିଁ, ଓ ଖାଇବା ଦ୍ୱାରା ଆମ୍ଭର କିଛି ଲାଭ ମଧ୍ୟ ହୁଏ ନାହିଁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

8 କିନ୍ତୁ ଖାଦ୍ୟଦ୍ରବ୍ୟ ଆମ୍ଭମାନଙ୍କୁ ଈଶ୍ଵରଙ୍କ ନିକଟରେ ଗ୍ରାହ୍ୟ କି ଅଗ୍ରାହ୍ୟ କରାଏ ନାହିଁ; ଭୋଜନ ନ କଲେ ଆମ୍ଭମାନଙ୍କର କ୍ଷତି ହୁଏ ନାହିଁ, କିମ୍ଵା ଭୋଜନ କଲେ ଆମ୍ଭମାନଙ୍କର ଲାଭ ହୁଏ ନାହିଁ।

Gade chapit la Kopi

ଓଡିଆ ବାଇବେଲ

8 କିନ୍ତୁ ଖାଦ୍ୟଦ୍ରବ୍ୟ ଆମ୍ଭମାନଙ୍କୁ ଈଶ୍ୱରଙ୍କ ନିକଟରେ ଗ୍ରାହ୍ୟ କି ଅଗ୍ରାହ୍ୟ କରାଏ ନାହିଁ; ଭୋଜନ ନ କଲେ ଆମ୍ଭମାନଙ୍କର କ୍ଷତି ହୁଏ ନାହିଁ, କିମ୍ବା ଭୋଜନ କଲେ ଆମ୍ଭମାନଙ୍କର ଲାଭ ହୁଏ ନାହିଁ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

8 ଖାଦ୍ୟ ପଦାର୍ଥ ଦ୍ୱାରା ଈଶ୍ୱରଙ୍କ ସହିତ ଆମ ସମ୍ପର୍କରେ କିଛି ପରିବର୍ତ୍ତନ ଘଟେ ନାହିଁ। କୌଣସି ଖାଦ୍ୟ ପଦାର୍ଥ ଗ୍ରହଣ ନ କରିବା ଦ୍ୱାରା ଆମର କିଛି କ୍ଷତି ହୁଏ ନାହିଁ, କିମ୍ବା କୌଣସି ଖାଦ୍ୟ ପଦାର୍ଥ ଗ୍ରହଣ କରିବା ଦ୍ୱାରା ଆମର କିଛି ଲାଭ ହୁଏ ନାହିଁ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

8 କିନ୍ତୁ ଖାଦ୍ୟଦ୍ରବ୍ୟ ଆମ୍ଭମାନଙ୍କୁ ଈଶ୍ବରଙ୍କ ନିକଟରେ ଗ୍ରାହ୍ୟ କି ଅଗ୍ରାହ୍ୟ କରାଏ ନାହିଁ; ଭୋଜନ ନ କଲେ ଆମ୍ଭମାନଙ୍କର କ୍ଷତି ହୁଏ ନାହିଁ, କିମ୍ବା ଭୋଜନ କଲେ ଆମ୍ଭମାନଙ୍କର ଲାଭ ହୁଏ ନାହିଁ।

Gade chapit la Kopi




୧ କରିନ୍ଥୀୟ 8:8
5 Referans Kwoze  

ପ୍ରଭୁଙ୍କ ରାଜ୍ୟରେ ଖାଇବା ପିଇବା ଅଧିକ ଗୁରୁତ୍ୱ ନୁହେଁ। ସେଠାରେ ମହତ୍ତ୍ୱପୂର୍ଣ୍ଣ କଥା ହେଲା, ପରମେଶ୍ୱରଙ୍କ ସହିତ ଧାର୍ମିକ ଜୀବନ କାଟିବା, ଶାନ୍ତି ଓ ପବିତ୍ରଆତ୍ମାରେ ଆନନ୍ଦ କରିବା।


ନାନା ପ୍ରକାରର ଅଜଣା ଶିକ୍ଷା ଦ୍ୱାରା ଭୁଲ୍ ବାଟରେ ପରିଗ୍ଭଳିତ ହୁଅ ନାହିଁ। ତୁମ୍ଭମାନଙ୍କର ହୃଦୟ ଖାଦ୍ୟର ନିୟମ ଗୁଡ଼ିକ ଦ୍ୱାରା ନୁହେଁ, ବରଂ ପରମେଶ୍ୱରଙ୍କ ଅନୁଗ୍ରହ ଦ୍ୱାରା ଶକ୍ତିଶାଳୀ ହେବା ଉଚିତ୍। ଏହିଭଳି ନିୟମଗୁଡ଼ିକ ମାନିବା ଦ୍ୱାରା କିଛି ସାହାଯ୍ୟ ମିଳେ ନାହିଁ।


“ଖାଦ୍ୟ ପେଟ ପାଇଁ ଓ ପେଟ ଖାଦ୍ୟ ପାଇଁ ଅଟେ।” ଏ କଥା ଠିକ୍, କିନ୍ତୁ ପରମେଶ୍ୱର ଏ ଦୁହିଁକୁ ନାଶ କରିବେ। ଶରୀର ଯୌନଗତ ପାପ ପାଇଁ ନୁହେଁ, ଏବଂ ପ୍ରଭୁଙ୍କ ପାଇଁ ଉଦ୍ଧିଷ୍ଟ, ଓ ପ୍ରଭୁ ଶରୀର ପାଇଁ ଅଟନ୍ତି।


କେଉଁ ଗ୍ଭକର କେତେ ଦାୟିତ୍ୱ ନେଇ ପାରିବ, ସେ କଥା ସେ ସ୍ଥିର କଲେ। ସେ ଜଣକୁ ପାଞ୍ଚ ତୋଡ଼ା ରୂପାଟଙ୍କା ଦେଲେ। ଆଉ ଜଣକୁ ଦୁଇ ତୋଡ଼ା, ଓ ତୃତୀୟଙ୍କୁ ଗୋଟିଏ ତୋଡ଼ା ରୂପାଟଙ୍କା ଦେଲେ। ଗ୍ଭକରମାନଙ୍କର ସାମର୍ଥ୍ୟ ଅନୁସାରେ ସେମାନଙ୍କୁ କାମ ବାଣ୍ଟିଦେଇ ସେ ବୁଲିବାକୁ ଗ୍ଭଲିଗଲେ।


Swiv nou:

Piblisite


Piblisite