୧ କରିନ୍ଥୀୟ 8:9 - ପବିତ୍ର ବାଇବଲ9 କିନ୍ତୁ ନିଜର ସ୍ୱାଧୀନତା ବିଷୟରେ ସାବଧାନ ରୁହ। ତୁମ୍ଭମାନଙ୍କର ଏହି ସ୍ୱାଧୀନତା, ଦୁର୍ବଳ ବିଶ୍ୱାସୀମାନଙ୍କୁ ପାପରେ ନ ପକାଉ। Gade chapit laପବିତ୍ର ବାଇବଲ (Re-edited) - (BSI)9 କିନ୍ତୁ ସାବଧାନ, କାଳେ ତୁମ୍ଭମାନଙ୍କର ଏହି ଅଧିକାର ଦୁର୍ବଳମାନଙ୍କର ଝୁଣ୍ଟିବାର କାରଣ ହୁଏ। Gade chapit laଓଡିଆ ବାଇବେଲ9 କିନ୍ତୁ ସାବଧାନ, କାଳେ ତୁମ୍ଭମାନଙ୍କର ଏହି ଅଧିକାର ଦୁର୍ବଳମାନଙ୍କର ଝୁଣ୍ଟିବାର କାରଣ ହୁଏ । Gade chapit laପବିତ୍ର ବାଇବଲ (CL) NT (BSI)9 କିନ୍ତୁ ସାବଧାନ, ତୁମ୍ଭମାନଙ୍କର ଏହି ସ୍ୱାଧୀନତା ଯେପରି ଦୁର୍ବଳ ବିଶ୍ୱାସୀମାନଙ୍କର ବିଘ୍ନ ସ୍ୱରୂପ ନ ହୁଏ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT9 କିନ୍ତୁ ସାବଧାନ, କାଳେ ତୁମ୍ଭମାନଙ୍କର ଏହି ଅଧିକାର ଦୁର୍ବଳମାନଙ୍କର ଝୁଣ୍ଟିବାର କାରଣ ହୁଏ। Gade chapit la |
ଏହା ଭଲ କି ମନ୍ଦ କୌଣସି ପ୍ରଶ୍ନ ନ କରି ଖାଦ୍ୟ ଭୋଜନ କର। କିନ୍ତୁ ଯଦି ତୁମ୍ଭମାନଙ୍କୁ ଜଣେ କୁହେ: “ଏହି ଖାଦ୍ୟ ମୂର୍ତ୍ତି ଉଦ୍ଦେଶ୍ୟରେ ଉତ୍ସର୍ଗୀକୃତ ହୋଇଛି।” ତାହାହେଲେ ସେ ଖାଦ୍ୟ ଖାଅ ନାହିଁ। ପ୍ରଥମ କାରଣ ହେଲା, ଯିଏ ଏହା କହିଛି ତା'ର ବିଶ୍ୱାସକୁ ତୁମ୍ଭେମାନେ ଆଘାତ ନ ଦେବା ପାଇଁ ଖାଅ ନାହିଁ ଓ ଦ୍ୱିତୀୟ କାରଣ ହେଲା ଏହି ମାଂସ ବା ପ୍ରସାଦ ଖାଇବା ଅନୁଚିତ୍ ବୋଲି କେତେକ ମତ ଦିଅନ୍ତି।