Biblia Todo Logo
Bib sou entènèt

- Piblisite -




୧ କରିନ୍ଥୀୟ 9:11 - ପବିତ୍ର ବାଇବଲ

11 ତୁମ୍ଭମାନଙ୍କ ମଧ୍ୟରେ ଆମ୍ଭେ ଆତ୍ମିକ ବୀଜ ବୁଣିଅଛୁ, ତେଣୁ ଜୀବିକା ନିର୍ବାହ ପାଇଁ ତୁମ୍ଭ ପାର୍ଥିବ ଧନରୁ କିଛି ପାଇବାକୁ କ’ଣ ଆମ୍ଭର ଅଧିକାର ନାହିଁ? ଏହା ଆମ୍ଭର ପ୍ରାପ୍ୟ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

11 ଯଦି ଆମ୍ଭେମାନେ ତୁମ୍ଭମାନଙ୍କ ନିମନ୍ତେ ପାରମାର୍ଥିକ ବୀଜ ବପନ କରିଅଛୁ, ତେବେ ତୁମ୍ଭମାନଙ୍କର ଐହିକ ଶସ୍ୟ ଛେଦନ କଲେ କଅଣ ଗୁରୁତର ବିଷୟ?

Gade chapit la Kopi

ଓଡିଆ ବାଇବେଲ

11 ଯଦି ଆମ୍ଭେମାନେ ତୁମ୍ଭମାନଙ୍କ ନିମନ୍ତେ ପାରମାର୍ଥିକ ବୀଜ ବୁଣିଅଛୁ, ତେବେ ତୁମ୍ଭମାନଙ୍କର ଐହିକ ଶସ୍ୟ ଛେଦନ କଲେ କ'ଣ ଗୁରୁତର ବିଷୟ ?

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

11 ଆମେ ତୁମ୍ଭମାନଙ୍କ ମଧ୍ୟରେ ଆଧ୍ୟାତ୍ମିକ ବୀଜ ବୁଣିଛୁ। ତେଣୁ ତୁମ୍ଭମାନଙ୍କଠାରୁ କିଛି ପାର୍ଥିବ ଫସଲ ପାଇବାକୁ ଇଚ୍ଛା କରିବା କଅଣ ଏକ ଦୁରାଶା?

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

11 ଯଦି ଆମ୍ଭେମାନେ ତୁମ୍ଭମାନଙ୍କ ନିମନ୍ତେ ପାରମାର୍ଥିକ ବୀଜ ବୁଣିଅଛୁ, ତେବେ ତୁମ୍ଭମାନଙ୍କର ଐହିକ ଶସ୍ୟ ଛେଦନ କଲେ କଅଣ ଗୁରୁତର ବିଷୟ?

Gade chapit la Kopi




୧ କରିନ୍ଥୀୟ 9:11
8 Referans Kwoze  

ସେମାନେ ଖୁସୀରେ ଏହା କରିଛନ୍ତି। ଏହା ସେମାନଙ୍କର କର୍ତ୍ତବ୍ୟ ମଧ୍ୟ ଅଟେ। କାରଣ ଯିହୂଦୀମାନଙ୍କର ଆତ୍ମିକ ଆଶୀର୍ବାଦର ଅଂଶ ଅଣଯିହୂଦୀମାନେ ପାଇଛନ୍ତି। ଅତଏବ ଯିହୂଦୀମାନଙ୍କର ଉନ୍ନତି ପାଇଁ ଅଣଯିହୂଦୀମାନେ ସେମାନଙ୍କର ଜାଗତିକ ଆଶୀର୍ବାଦକୁ ବ୍ୟବହାର କରିବା ଉଚିତ୍।


ଯେଉଁ ଲୋକ ପରମେଶ୍ୱରଙ୍କ ବାକ୍ୟର ଶିକ୍ଷା କରୁଛି, ସେ ନିଜର ଶିକ୍ଷକଙ୍କୁ ତା’ ନିକଟରେ ଥିବା ସମସ୍ତ ଭଲ ବିଷୟ ଗୁଡ଼ିକର ସହଭାଗୀ କରାଉ।


ଅତଏବ, ତା'ର ସେବକମାନେ ଯଦି ଧାର୍ମିକତାର ସେବକରୂପ ଧାରଣ କରନ୍ତି, ଏହା କ’ଣ ଆଶ୍ଚର୍ଯ୍ୟର କଥା? କିନ୍ତୁ ଶେଷରେ ସେମାନେ ତାଙ୍କ କର୍ମ ପାଇଁ ଅବଶ୍ୟ ଦଣ୍ଡ ପାଇବେ।


ଯାତ୍ରା ବେଳେ ଝୁଲା ନିଅ ନାହିଁ। ପିନ୍ଧିଥିବା ପୋଷାକ ଓ ଜୋତା ଛଡ଼ା ଅଧିକା ପୋଷାକ ବା ଜୋତା କି ବାଡ଼ି ନିଅ ନାହିଁ। ଜଣେ ସେବକ କେବଳ ନିହାତି ଆବଶ୍ୟକୀୟ ପଦାର୍ଥ ନେବା ଉଚିତ୍।


କିନ୍ତୁ ନାମା‌ନ୍‌ର ଦାସମାନେ ତାଙ୍କ ନିକଟକୁ ଆସି କହିଲେ, “ହେ ପିତା, ଯଦି ଭବିଷ୍ୟ‌ଦ୍‌ବକ୍ତା କିଛି ବଡ଼ କରିବାକୁ ତୁମ୍ଭକୁ କହିଲେ, ତୁମ୍ଭେ କ’ଣ ତାହା କରି ନ ଥା’ନ୍ତ? ତେଣୁ ଦୟାକରି ତାଙ୍କ କଥାମାନ ଯଦିଓ ସେ ତୁମ୍ଭକୁ ଏକ ସହଜ ଜିନିଷ କରିବାକୁ କହୁଛି। ତାଙ୍କର ଉପଦେଶ ଅନୁସାରେ ‘ସ୍ନାନ କର ଏବଂ ଶୁଚି ହୁଅ।’”


ସେହି ପ୍ରକାର ପ୍ରଭୁ ଆଜ୍ଞା ଦେଇଛନ୍ତି। ଯେ ସୁସମାଗ୍ଭର ଗ୍ରହଣ କରୁଥିବା ଲୋକମାନେ ସୁସମାଗ୍ଭର ପ୍ରଗ୍ଭରକମାନଙ୍କର ପ୍ରତି ପୋଷଣର ଦାୟିତ୍ୱ ନେବେ।


ମୁଁ ତୁମ୍ଭ ଉପହାର ପାଇଁ ଲାଳାୟିତ ନୁହେଁ କିନ୍ତୁ ମୁଁ ଗ୍ଭହେଁ ଯେ, ଦେବା ଦ୍ୱାରା ଯେଉଁ ଲାଭ ମିଳେ, ତାହା ତୁମ୍ଭେ ପାଅ।


Swiv nou:

Piblisite


Piblisite