୧ କରିନ୍ଥୀୟ 9:16 - ପବିତ୍ର ବାଇବଲ16 ସୁସମାଗ୍ଭର ପ୍ରଗ୍ଭର କରିବା ପାଇଁ ମୋର ଗର୍ବ କରିବା କିଛି ନାହିଁ। ଏହା ମୋହର କର୍ତ୍ତବ୍ୟ। ମୁଁ ଯଦି ସୁସମାଗ୍ଭର ପ୍ରଗ୍ଭର ନ କରିବି, ତେବେ ମୋ’ ଜୀବନ ଧିକ୍। Gade chapit laପବିତ୍ର ବାଇବଲ (Re-edited) - (BSI)16 କାରଣ ମୁଁ ଯଦି ସୁସମାଚାର ପ୍ରଚାର କରେ, ସେଥିରେ ମୋହର ଦର୍ପ କରିବାର କିଛି ନାହିଁ, ଯେଣୁ ତାହା କରିବା ନିମନ୍ତେ ମୁଁ ବାଧ୍ୟ; ଆଉ ଯଦି ମୁଁ ସୁସମାଚାର ପ୍ରଚାର ନ କରେ, ତେବେ ହାୟ, ମୁଁ ଦଣ୍ତର ପାତ୍ର। Gade chapit laଓଡିଆ ବାଇବେଲ16 କାରଣ ମୁଁ ଯଦି ସୁସମାଚାର ପ୍ରଚାର କରେ, ସେଥିରେ ମୋହର ଦର୍ପ କରିବାର କିଛି ନାହିଁ, ଯେଣୁ ତାହା କରିବା ନିମନ୍ତେ ମୁଁ ବାଧ୍ୟ; ଆଉ ଯଦି ମୁଁ ସୁସମାଚାର ପ୍ରଚାର ନ କରେ, ତେବେ ହାୟ, ମୁଁ ଦଣ୍ଡର ପାତ୍ର । Gade chapit laପବିତ୍ର ବାଇବଲ (CL) NT (BSI)16 ସୁସମାଚାର ପ୍ରଚାର କରୁଛି ବୋଲି ମୋର ଦର୍ପ କରିବାର କିଛି କାରଣ ନାହିଁ। ଏହି ଦାୟିତ୍ୱ ପାଳନ ନିମନ୍ତେ ମୁଁ ଆଦେଶ ପାଇଛି। ତେଣୁ ସୁସମାଚାର ପ୍ରଚାର ନ କଲେ ମୋତେ ଧିକ୍। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT16 କାରଣ ମୁଁ ଯଦି ସୁସମାଚାର ପ୍ରଚାର କରେ, ସେଥିରେ ମୋହର ଦର୍ପ କରିବାର କିଛି ନାହିଁ, ଯେଣୁ ତାହା କରିବା ନିମନ୍ତେ ମୁଁ ବାଧ୍ୟ; ଆଉ ଯଦି ମୁଁ ସୁସମାଚାର ପ୍ରଚାର ନ କରେ, ତେବେ ହାୟ, ମୁଁ ଦଣ୍ଡର ପାତ୍ର। Gade chapit la |
ସମୟେ ସମୟେ ମୁଁ ନିଜେ ନିଜକୁ କହେ, “ମୁଁ ଆଉ ସଦାପ୍ରଭୁଙ୍କ ବିଷୟ କହିବି ନାହିଁ କି ତାଙ୍କ ପାଇଁ ପ୍ରଗ୍ଭର କରିବି ନାହିଁ।” ମାତ୍ର ଏହା କହିଲା ବେଳେ ମୋ’ ଅସ୍ଥି ମଜ୍ଜା ମଧ୍ୟରେ ଯେପରି ପ୍ରଭୁଙ୍କର ବାଣୀ ଅଗ୍ନିତୁଲ୍ୟ ଜଳି ଉଠେ। ମୁଁ ହୃଦୟ ମଧ୍ୟରେ ତାକୁ ସମ୍ଭାଳି ରଖିପାରେ ନାହିଁ। ସେଗୁଡ଼ିକୁ ଭିତରେ ଧରି ରଖିବା ପାଇଁ ଚେଷ୍ଟା କଲି କିନ୍ତୁ ମୁଁ ତାହା କରିବା ପାଇଁ ଅସମର୍ଥ ହେଲି।