Biblia Todo Logo
Bib sou entènèt

- Piblisite -




୧ କରିନ୍ଥୀୟ 9:6 - ପବିତ୍ର ବାଇବଲ

6 ଆଉ କେବଳ ବର୍ଣ୍ଣ‌ବ୍‌‌‌‌ବା ଓ ମୁଁ ନିଜ ନିଜର ଜୀବିକା ପାଇଁ କାମ କରୁଥିବୁ?

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

6 କିମ୍ଵା ଜୀବିକା ନିର୍ବାହର ପରିଶ୍ରମ ପରିତ୍ୟାଗ କରିବାକୁ କଅଣ କେବଳ ମୋହର ଓ ବର୍ଣ୍ଣବ୍ବାଙ୍କର ଅଧିକାର ନାହିଁ?

Gade chapit la Kopi

ଓଡିଆ ବାଇବେଲ

6 କିମ୍ବା ଜୀବିକା ନିର୍ବାହର ପରିଶ୍ରମ ପରିତ୍ୟାଗ କରିବାକୁ କ'ଣ କେବଳ ମୋହର ଓ ବର୍ଣ୍ଣବ୍ବାଙ୍କର ଅଧିକାର ନାହିଁ ?

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

6 ଜୀବିକା ନିର୍ବାହ ନିମନ୍ତେ କେବଳ ମୋତେ ଓ ବର୍ଣ୍ଣବାଙ୍କୁ କ’ଣ ପରିଶ୍ରମ କରିବାକୁ ହେବ?

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

6 କିମ୍ବା ଜୀବିକା ନିର୍ବାହର ପରିଶ୍ରମ ପରିତ୍ୟାଗ କରିବାକୁ କଅଣ କେବଳ ମୋହର ଓ ବର୍ଣ୍ଣବ୍ବାଙ୍କର ଅଧିକାର ନାହିଁ?

Gade chapit la Kopi




୧ କରିନ୍ଥୀୟ 9:6
15 Referans Kwoze  

ଭାଇ ଓ ଭଉଣୀମାନେ! ତୁମ୍ଭେମାନେ ମନେ ପକାଅ ଯେ, ଆମ୍ଭେ କେତେ କଠିନ ପରିଶ୍ରମ କରିଛୁ। ଆମ୍ଭେ ଦିନରାତି କାମ କରିଛୁ। ଆମ୍ଭେମାନେ ପରମେଶ୍ୱରଙ୍କ ସୁସମାଗ୍ଭର ପ୍ରଗ୍ଭର କଲାବେଳେ, ତୁମ୍ଭେମାନେ ଆମ୍ଭକୁ କିଛି ଦେଇ ଭାରାକ୍ରାନ୍ତ ହୁଅ, ସେ କଥା ଆମ୍ଭେ ଗ୍ଭହିଁଲୁ ନାହିଁ।


ସେମାନେ ତମ୍ବୁ ବ୍ୟବସାୟୀ ଥିଲେ। ପାଉଲ ମଧ୍ୟ ସେହି ବ୍ୟବସାୟୀ ଥିଲେ। ତେଣୁ ସେ ମଧ୍ୟ ସେମାନଙ୍କ ସହିତ ରହି ସେହି କାମ କଲେ।


ଯୋଷେଫ ନାମରେ ଜଣେ ବିଶ୍ୱାସୀ ଥିଲେ। ପ୍ରେରିତମାନେ ତାହାଙ୍କୁ “ବର୍ଣ୍ଣ‌ବ୍‌‌ବା” ନାମରେ ଡାକୁଥିଲେ। ଏହି ନାମର ଅର୍ଥ, “ସାହାଯ୍ୟକାରୀ” ସେ କୁପ୍ରୀୟ ଜାତିର ଜଣେ ଲେବୀୟ ଥିଲେ।


ଲୋକମାନେ ବର୍ଣ୍ଣ‌ବ୍‌‌ବାଙ୍କୁ ବୃହସ୍ପତି ଓ ପାଉଲ ପ୍ରଧାନ ବକ୍ତା ହେବାରୁ ତାହାଙ୍କୁ ବୁଧ ବୋଲି କହିଲେ।


ଆନ୍ତିୟଖିଆର ଏହି ନୂଆ ବିଶ୍ୱାସୀମାନଙ୍କ ବିଷୟରେ ଯିରୁଶାଲମର ବିଶ୍ୱାସୀ ମଣ୍ଡଳୀ ଶୁଣିବାକୁ ପାଇଲେ। ତେଣୁ ସେମାନେ ବର୍ଣ୍ଣ‌ବ୍‌‌ବାଙ୍କୁ ଆନ୍ତିୟଖିଆକୁ ପଠାଇଦେଲେ।


ଯିହୂଦୀୟମାନେ ଯିହୂଦୀଧର୍ମର ଉଚ୍ଚବଂଶୀୟ ସ୍ତ୍ରୀଲୋକଙ୍କୁ ଓ ନଗରର ମୁଖ୍ୟ ବ୍ୟକ୍ତିମାନଙ୍କୁ ଉତ୍ତେଜିତ କରାଇଲେ। ସେମାନେ ପାଉଲ ଓ ବର୍ଣ୍ଣ‌ବ୍‌‌ବା ବିରୁଦ୍ଧରେ ଅନ୍ୟମାନଙ୍କୁ ପ୍ରବର୍ତ୍ତାଇଲେ। ସେମାନେ ସେମାନଙ୍କୁ ତାଡ଼ନା କରିବା ଆରମ୍ଭ କଲେ ଓ ସେମାନଙ୍କୁ ସେହି ଅଞ୍ଚଳରୁ ବାହାର କରିଦେଲେ।


ଯଦି କିଏ ଏହି ବିଷୟରେ ଯୁକ୍ତିତର୍କ କରିବା ପାଇଁ ଇଚ୍ଛା କରେ, ତେବେ ଆମ୍ଭେ କହିବୁ ଯେ, ଲୋକମାନଙ୍କ ଏପ୍ରକାର କାର୍ଯ୍ୟକଳାପଠାରୁ ଆମ୍ଭେ ବା ପରମେଶ୍ୱରଙ୍କ ମଣ୍ଡଳୀ ସ୍ୱୀକୃତ ଦେବ ନାହିଁ।


ମୁଁ ତୁମ୍ଭମାନଙ୍କ ସେବାକାର୍ଯ୍ୟ ପାଇଁ ଅନ୍ୟ ମଣ୍ଡଳୀମାନଙ୍କଠାରୁ ଅର୍ଥ (ବା ସେମାନେ ଦରିଦ୍ର ହେଲେ ମଧ୍ୟ ସେମାନଙ୍କଠାରୁ ଅର୍ଥ ଗ୍ରହଣ କରିବା) ଗ୍ରହଣ କରିଛି।


ଆମ୍ଭେମାନେ ବିନୟ କରି କହୁଅଛୁ, ଆମ୍ଭେମାନେ ଯର୍ଦ୍ଦନ ନଦୀ କୂଳକୁ ଯାଇ ପ୍ରତ୍ୟେକ ଜଣ ଗୋଟିଏ ଗୋଟିଏ କଡ଼ିକାଠ ଆଣି ନିଜ ନିଜ ବସତି ପାଇଁ ଗୋଟିଏ ସ୍ଥାନ ନିର୍ମାଣ କରୁ।” ଇଲୀଶାୟ ଉତ୍ତର ଦେଲେ, “ଏହା ଉତ୍ତମ, ଯାଇ ତାହା କର।”


“ବ୍ୟବସ୍ଥା ପୁସ୍ତକର ଲିଖନ ଅନୁସାରେ ଆମ୍ଭମାନଙ୍କ ସନ୍ତାନଗଣର ଓ ପଶୁଗଣର ପ୍ରଥମଜାତ ଆମ୍ଭମାନଙ୍କ ଗୋପଲର ଓ ମେଷପଲର ପ୍ରଥମଜାତମାନଙ୍କୁ ଆମ୍ଭମାନଙ୍କ ପରମେଶ୍ୱରଙ୍କ ଗୃହକୁ, ଆମ୍ଭମାନଙ୍କ ପରମେଶ୍ୱରଙ୍କ ମନ୍ଦିରରେ ପରିଚର୍ଯ୍ୟାକାରୀ ଯାଜକମାନଙ୍କ ନିକଟକୁ ଆଣିବା ପାଇଁ ମଧ୍ୟ ନିୟମ କରୁଥିଲୁ।


Swiv nou:

Piblisite


Piblisite