୧ କରିନ୍ଥୀୟ 9:9 - ପବିତ୍ର ବାଇବଲ9 ମୋଶାଙ୍କ ବ୍ୟବସ୍ଥାରେ ଲେଖା ଅଛି: “ଖଳାରେ ବେଙ୍ଗଳା ବୁଲାଇଲା ବେଳେ ବଦଳର ମୁହଁ ବାନ୍ଧ ନାହିଁ।” ପରମେଶ୍ୱର ଏହା କ’ଣ କେବଳ ବଳଦଙ୍କ ବିଷୟରେ କହିଲେ? ନା। Gade chapit laପବିତ୍ର ବାଇବଲ (Re-edited) - (BSI)9 କାରଣ ମୋଶାଙ୍କ ବ୍ୟବସ୍ଥାରେ ଏହା ଲେଖା ଅଛି, “ବେଙ୍ଗଳାରେ ବୁଲୁଥିବା ବଳଦର ମୁହଁରେ ତୁଣ୍ତି ଦିଅ ନାହିଁ।” ଈଶ୍ଵର କଅଣ ବଳଦ ବିଷୟରେ ଚିନ୍ତା କରନ୍ତି? Gade chapit laଓଡିଆ ବାଇବେଲ9 କାରଣ ମୋଶାଙ୍କ ବ୍ୟବସ୍ଥାରେ ଏହା ଲେଖା ଅଛି, "ବେଙ୍ଗଳାରେ ବୁଲୁଥିବା ବଳଦର ମୁହଁରେ ତୁଣ୍ଡି ଦିଅ ନାହିଁ"। ଈଶ୍ୱର କ'ଣ ବଳଦ ବିଷୟରେ ଚିନ୍ତା କରନ୍ତି ? Gade chapit laପବିତ୍ର ବାଇବଲ (CL) NT (BSI)9 ମୋଶାଙ୍କ ବ୍ୟବସ୍ଥାରେ ଉଲ୍ଲେଖ ଅଛି, “ବେଙ୍ଗଳା ପକାଉ ଥିବା ବଳଦର ମୁହଁରେ ତୁଣ୍ଡି ବାନ୍ଧ ନାହିଁ।” ଈଶ୍ୱର କ’ଣ କେବଳ ବଳଦର କଥା ଚିନ୍ତା କରୁଛନ୍ତି? Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT9 କାରଣ ମୋଶାଙ୍କ ବ୍ୟବସ୍ଥାରେ ଏହା ଲେଖାଅଛି, “ବେଙ୍ଗଳାରେ ବୁଲୁଥିବା ବଳଦର ମୁହଁରେ ତୁଣ୍ଡି ଦିଅ ନାହିଁ।” ଈଶ୍ବର କଅଣ ବଳଦ ବିଷୟରେ ଚିନ୍ତା କରନ୍ତି? Gade chapit la |
କିନ୍ତୁ ସପ୍ତମ ଦିନଟି ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କର ବିଶ୍ରାମ ଦିନ ଅଟେ, ତହିଁରେ ତୁମ୍ଭେ, କି ତୁମ୍ଭର ପୁତ୍ର, କି ତୁମ୍ଭର କନ୍ୟା, କି ତୁମ୍ଭର ଦାସ, କି ତୁମ୍ଭର ଦାସୀ, କି ତୁମ୍ଭର ଗୋରୁ, କି ତୁମ୍ଭର ଗଧ, କି ତୁମ୍ଭର କୌଣସି ପଶୁ, କି ତୁମ୍ଭର ନଗର ଦ୍ୱାରବର୍ତ୍ତୀ ବିଦେଶୀ କେହି କୌଣସି କାର୍ଯ୍ୟ କରିବେ ନାହିଁ। ତହିଁରେ ତୁମ୍ଭର ଦାସ ଓ ଦାସୀ ତୁମ୍ଭପରି ବିଶ୍ରାମ କରିବେ।