୧ ଯୋହନ 2:20 - ପବିତ୍ର ବାଇବଲ20 ଆଉ ତୁମ୍ଭେମାନେ ସେହି ପବିତ୍ର ବ୍ୟକ୍ତିଙ୍କଠାରୁ ଦାନ ପାଇଥିବାରୁ, ତୁମ୍ଭେ ସମସ୍ତେ ସତ୍ୟକୁ ଜାଣିଛ। Gade chapit laପବିତ୍ର ବାଇବଲ (Re-edited) - (BSI)20 ଆଉ ତୁମ୍ଭେମାନେ ସେହି ପବିତ୍ର ବ୍ୟକ୍ତିଙ୍କଠାରୁ ଅଭିଷେକ ପାଇଥିବାରୁ ତୁମ୍ଭେ ସମସ୍ତେ ଜ୍ଞାନ ପ୍ରାପ୍ତ ହୋଇଅଛ। Gade chapit laଓଡିଆ ବାଇବେଲ20 ଆଉ ତୁମ୍ଭେମାନେ ସେହି ପବିତ୍ର ବ୍ୟକ୍ତିଙ୍କଠାରୁ ଅଭିଷେକ ପାଇଥିବାରୁ ତୁମ୍ଭେ ସମସ୍ତେ ଜ୍ଞାନ ପ୍ରାପ୍ତ ହୋଇଅଛ । Gade chapit laପବିତ୍ର ବାଇବଲ (CL) NT (BSI)20 କିନ୍ତୁ ତୁମ୍ଭେମାନେ ଖ୍ରୀଷ୍ଟଙ୍କ ଅନୁଗ୍ରହରୁ ପବିତ୍ରଆତ୍ମାଙ୍କ ଦ୍ୱାରା ଅଭିଷିକ୍ତ ହୋଇଅଛ; ସୁତରାଂ ତୁମେ ସମସ୍ତେ ସତ୍ୟ କଅଣ ଜାଣିଛ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT20 ଆଉ ତୁମ୍ଭେମାନେ ସେହି ପବିତ୍ର ବ୍ୟକ୍ତିଙ୍କଠାରୁ ଅଭିଷେକ ପାଇଥିବାରୁ ତୁମ୍ଭେ ସମସ୍ତେ ଜ୍ଞାନ ପ୍ରାପ୍ତ ହୋଇଅଛ। Gade chapit la |
ଖ୍ରୀଷ୍ଟ ତୁମ୍ଭମାନଙ୍କୁ ଏକ ବିଶେଷ ଦାନ ଦେଇଛନ୍ତି, ତାହା ତୁମ୍ଭଠାରେ ଏପର୍ଯ୍ୟନ୍ତ ଅଛି। ଏଥିପାଇଁ ତୁମ୍ଭର କାହାଠାରୁ ଶିକ୍ଷା ନେବା ଆବଶ୍ୟକ ନାହିଁ। ମାତ୍ର ତାହାଙ୍କଠାରୁ ପ୍ରାପ୍ତ ସେହି ଦାନ ତୁମ୍ଭକୁ ସମସ୍ତ ବିଷୟରେ ଶିକ୍ଷା ଦେଉଛି। ସେ ତୁମ୍ଭକୁ ଦେଇଥିବା ସେହି ଦାନ ସତ୍ୟ ଅଟେ, ମିଥ୍ୟା ନୁହେଁ। ତେଣୁ ତାହାଙ୍କର ସେହି ଦାନର ଶିକ୍ଷାନୁସାରେ ତୁମ୍ଭେମାନେ ଖ୍ରୀଷ୍ଟଙ୍କଠାରେ ଆଉ ଜୀବନଯାପନ କର।
ସଦାପ୍ରଭୁଙ୍କର ସେବକ କୁହନ୍ତି, “ପ୍ରଭୁ ସଦାପ୍ରଭୁଙ୍କର ଆତ୍ମା ମୋ'ଠାରେ ଅଧିଷ୍ଠାନ କରନ୍ତି, କାରଣ ନମ୍ର ଲୋକମାନଙ୍କ ନିକଟରେ ସୁସମାଗ୍ଭର ପ୍ରଗ୍ଭର କରିବା ପାଇଁ ସଦାପ୍ରଭୁ ମୋତେ ଅଭିଷିକ୍ତ କରିଅଛନ୍ତି। ସେ ଭଗ୍ନାନ୍ତଃକରଣ ଲୋକମାନଙ୍କର କ୍ଷତ ବାନ୍ଧିବାକୁ ବନ୍ଦୀ ଲୋକମାନଙ୍କୁ ମୁକ୍ତି ଦେବାକୁ ଓ ନିର୍ବାସିତ ଲୋକମାନଙ୍କୁ କାରାମୁକ୍ତ କରିବାକୁ ପ୍ରଗ୍ଭର କରିବା ନିମନ୍ତେ ମୋତେ ପ୍ରେରଣ କରିଛନ୍ତି।