୧ ଯୋହନ 2:23 - ପବିତ୍ର ବାଇବଲ23 ଯେଉଁ ବ୍ୟକ୍ତି ପୁତ୍ରକୁ ବିଶ୍ୱାସ କରେ ନାହିଁ, ପିତା ତାହାଙ୍କଠାରେ ବାସ କରନ୍ତି ନାହିଁ। ଯେଉଁ ବ୍ୟକ୍ତି ପୁତ୍ରକୁ ଗ୍ରହଣ କରେ, ତାହାଙ୍କଠାରେ ପିତା ମଧ୍ୟ ଅଛନ୍ତି। Gade chapit laପବିତ୍ର ବାଇବଲ (Re-edited) - (BSI)23 ଯେ ପୁତ୍ରଙ୍କୁ ନାସ୍ତି କରେ, ସେ ପିତାଙ୍କୁ ପ୍ରାପ୍ତ ହୋଇ ନାହିଁ; ଯେ ପୁତ୍ରଙ୍କୁ ସ୍ଵୀକାର କରେ, ସେ ପିତାଙ୍କୁ ମଧ୍ୟ ପ୍ରାପ୍ତ ହୋଇଅଛି। Gade chapit laଓଡିଆ ବାଇବେଲ23 ଯେ ପୁତ୍ରଙ୍କୁ ନାସ୍ତି କରେ, ସେ ପିତାଙ୍କୁ ପ୍ରାପ୍ତ କରି ନାହିଁ; ଯେ ପୁତ୍ରଙ୍କୁ ସ୍ୱୀକାର କରେ, ସେ ପିତାଙ୍କୁ ମଧ୍ୟ ପ୍ରାପ୍ତ କରିଅଛି । Gade chapit laପବିତ୍ର ବାଇବଲ (CL) NT (BSI)23 କାରଣ ଯେ ପୁତ୍ରଙ୍କୁ ପ୍ରତ୍ୟାଖ୍ୟାନ କରେ, ସେ ପିତାଙ୍କୁ ମଧ୍ୟ ପ୍ରତ୍ୟାଖ୍ୟାନ କରେ; ଯେ ପୁତ୍ରଙ୍କୁ ଗ୍ରହଣ କରେ, ସେ ତା’ ଜୀବନରେ ପିତାଙ୍କ ସତ୍ତା ମଧ୍ୟ ଅନୁଭବ କରିବ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT23 ଯେ ପୁତ୍ରଙ୍କୁ ନାସ୍ତି କରେ, ସେ ପିତାଙ୍କୁ ପ୍ରାପ୍ତ କରି ନାହିଁ; ଯେ ପୁତ୍ରଙ୍କୁ ସ୍ୱୀକାର କରେ, ସେ ପିତାଙ୍କୁ ମଧ୍ୟ ପ୍ରାପ୍ତ କରିଅଛି। Gade chapit la |