୧ ଯୋହନ 2:26 - ପବିତ୍ର ବାଇବଲ26 ଯେଉଁମାନେ ତୁମ୍ଭମାନଙ୍କୁ ଭୁଲ୍ ପଥରେ କଢ଼ାଇ ନେବାକୁ ଚେଷ୍ଟା କରୁଛନ୍ତି, ସେମାନଙ୍କ ବିଷୟରେ ମୁଁ ତୁମ୍ଭମାନଙ୍କୁ ଏହି କଥା ଲେଖୁଛି। Gade chapit laପବିତ୍ର ବାଇବଲ (Re-edited) - (BSI)26 ଯେଉଁମାନେ ତୁମ୍ଭମାନଙ୍କୁ ଭ୍ରାନ୍ତ କରିବାକୁ ଚେଷ୍ଟା କରନ୍ତି, ସେମାନଙ୍କ ସମ୍ଵନ୍ଧରେ ମୁଁ ତୁମ୍ଭମାନଙ୍କ ନିକଟକୁ ଏହିସମସ୍ତ ଲେଖିଲି। Gade chapit laଓଡିଆ ବାଇବେଲ26 ଯେଉଁମାନେ ତୁମ୍ଭମାନଙ୍କୁ ଭ୍ରାନ୍ତ କରିବାକୁ ଚେଷ୍ଟା କରନ୍ତି, ସେମାନଙ୍କ ସମ୍ବନ୍ଧରେ ମୁଁ ତୁମ୍ଭମାନଙ୍କ ନିକଟକୁ ଏହି ସମସ୍ତ ଲେଖିଲି। Gade chapit laପବିତ୍ର ବାଇବଲ (CL) NT (BSI)26 ଯେଉଁମାନେ ତୁମ୍ଭମାନଙ୍କୁ ପ୍ରତାରଣା କରିବାକୁ ଚେଷ୍ଟା କରୁଛନ୍ତି, ସେମାନଙ୍କ ବିଷୟରେ ତୁମ୍ଭମାନଙ୍କୁ ସତର୍କ କରି ଦେଉଛି। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT26 ଯେଉଁମାନେ ତୁମ୍ଭମାନଙ୍କୁ ଭ୍ରାନ୍ତ କରିବାକୁ ଚେଷ୍ଟା କରନ୍ତି, ସେମାନଙ୍କ ସମ୍ବନ୍ଧରେ ମୁଁ ତୁମ୍ଭମାନଙ୍କ ନିକଟକୁ ଏହି ସମସ୍ତ ଲେଖିଲି। Gade chapit la |
କେତେକ ଲୋକ, ନିଜକୁ ନମ୍ର ବୋଲି ଦେଖାନ୍ତି ଓ ସ୍ୱର୍ଗଦୂତମାନଙ୍କୁ ପୂଜା କରିବାକୁ ଭଲ ପାଆନ୍ତି। ସେମାନେ ସବୁବେଳେ ଦେଖିଥିବା ଦର୍ଶନ ବିଷୟରେ କଥାବାର୍ତ୍ତା କରନ୍ତି। ଏଭଳି ଲୋକଙ୍କୁ କହିବାକୁ ପ୍ରଶ୍ରୟ ଦିଅ ନାହିଁ ଯେ, “ତୁମ୍ଭେମାନେ ଦର୍ଶନ କରୁ ନାହଁ, ସ୍ୱର୍ଗଦୂତମାନଙ୍କ ପୂଜା କରୁ ନାହଁ, ସେଥିପାଇଁ ତୁମ୍ଭେ ଭୁଲ୍।” ଏହି ଲୋକ ପ୍ରକୃତରେ କେବଳ ମନୁଷ୍ୟମାନଙ୍କ ବିଗ୍ଭରରେ ବୁଡ଼ି ରହିଥିବାରୁ ଓ ପରମେଶ୍ୱରଙ୍କ କଥା ବିଗ୍ଭର ନ କରୁଥିବାରୁ ବୃଥାରେ ଗର୍ବ କରନ୍ତି।