୧ ଯୋହନ 2:29 - ପବିତ୍ର ବାଇବଲ29 ସେ ଧାର୍ମିକ ବୋଲି ତୁମ୍ଭେ ଜାଣିଛ। ତେଣୁ ତୁମ୍ଭେ ଏହା ମଧ୍ୟ ଜାଣିରଖ ଯେ, ଧର୍ମାଚରଣ କରୁଥିବା ସମସ୍ତ ବ୍ୟକ୍ତି ପରମେଶ୍ୱରଙ୍କର ସନ୍ତାନ ଅଟନ୍ତି। Gade chapit laପବିତ୍ର ବାଇବଲ (Re-edited) - (BSI)29 ସେ ଧାର୍ମିକ ଅଟନ୍ତି, ଏହା ଯଦି ଜାଣ, ତେବେ ଯେକେହି ଧର୍ମାଚରଣ କରେ, ସେ ଯେ ତାହାଙ୍କଠାରୁ ଜାତ,, ଏହା ମଧ୍ୟ ଜାଣ। Gade chapit laଓଡିଆ ବାଇବେଲ29 ସେ ଧାର୍ମିକ ଅଟନ୍ତି, ଏହା ଯଦି ଜାଣ, ତେବେ ଯେ କେହି ଧର୍ମାଚରଣ କରେ, ସେ ଯେ ତାହାଙ୍କଠାରୁ ଜାତ, ଏହା ମଧ୍ୟ ଜାଣ | Gade chapit laପବିତ୍ର ବାଇବଲ (CL) NT (BSI)29 ତୁମ୍ଭେମାନେ ଜାଣ, ଖ୍ରୀଷ୍ଟ ସମ୍ପୂର୍ଣ୍ଣ ନ୍ୟାୟବାନ। ତେଣୁ ଏହି ମଧ୍ୟ ଜାଣି ରଖିବା ଉଚିତ ଯେ, ଯେଉଁମାନେ ସତ୍କର୍ମ କରନ୍ତୁ, ସେମାନେ ହିଁ ଈଶ୍ୱରଙ୍କ ସନ୍ତାନ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT29 ସେ ଧାର୍ମିକ ଅଟନ୍ତି, ଏହା ଯଦି ଜାଣ, ତେବେ ଯେ କେହି ଧର୍ମାଚରଣ କରେ, ସେ ଯେ ତାହାଙ୍କଠାରୁ ଜାତ, ଏହା ମଧ୍ୟ ଜାଣ। Gade chapit la |