୧ ଯୋହନ 2:6 - ପବିତ୍ର ବାଇବଲ6 ପରମେଶ୍ୱରଙ୍କ ସହ ଜୀବନଯାପନ କରୁଛୁ ବୋଲି ଦାବି କରୁଥିବା ବ୍ୟକ୍ତି ଯୀଶୁଙ୍କ ଭଳି ଜୀବନଯାପନ କରିବା ଉଚିତ୍। Gade chapit laପବିତ୍ର ବାଇବଲ (Re-edited) - (BSI)6 ଯେ ତାହାଙ୍କଠାରେ ରହେ ବୋଲି କହେ, ତାହାର ତାହାଙ୍କ ପରି ଆଚରଣ କରିବା ମଧ୍ୟ କର୍ତ୍ତବ୍ୟ। Gade chapit laଓଡିଆ ବାଇବେଲ6 ଯେ ତାହାଙ୍କଠାରେ ରହେ ବୋଲି କହେ, ସେ ତାହାଙ୍କ ପରି ଆଚରଣ କରିବା ମଧ୍ୟ କର୍ତ୍ତବ୍ୟ । Gade chapit laପବିତ୍ର ବାଇବଲ (CL) NT (BSI)6 ଯେ ଈଶ୍ୱରଙ୍କ ସତ୍ତା ଅନୁଭବ କରୁଛି ବୋଲି କହେ, ସେ ଅବିକଳ ଖ୍ରୀଷ୍ଟ ଯୀଶୁଙ୍କ ପରି ଜୀବନ ଯାପନ କରିବା ଉଚିତ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT6 ଯେ ତାହାଙ୍କଠାରେ ରହେ ବୋଲି କହେ, ସେ ତାହାଙ୍କ ପରି ଆଚରଣ କରିବା ମଧ୍ୟ କର୍ତ୍ତବ୍ୟ। Gade chapit la |