୧ ଯୋହନ 3:15 - ପବିତ୍ର ବାଇବଲ15 ନିଜ ଭାଇକୁ ଘୃଣା କରୁଥିବା ପ୍ରତ୍ୟେକ ଲୋକ ନିଜେ ହତ୍ୟାକାରୀ ଅଟେ। ତୁମ୍ଭେ ତ ଜାଣିଛ ଯେ, କୌଣସି ହତ୍ୟାକାରୀଠାରେ ଅନନ୍ତ ଜୀବନ ନାହିଁ। Gade chapit laପବିତ୍ର ବାଇବଲ (Re-edited) - (BSI)15 ଯେକେହି ଆପଣା ଭାଇକୁ ଘୃଣା କରେ, ସେ ନରଘାତକ; ଆଉ ନରଘାତକଠାରେ ଯେ ଅନ; ଜୀବନ ନ ଥାଏ , ଏହା ତୁମ୍ଭେମାନେ ଜାଣ। Gade chapit laଓଡିଆ ବାଇବେଲ15 ଯେ କେହି ଆପଣା ଭାଇକୁ ଘୃଣା କରେ, ସେ ନରଘାତକ; ଆଉ ନରଘାତକଠାରେ ଯେ ଅନନ୍ତ ଜୀବନ ନ ଥାଏ, ଏହା ତୁମ୍ଭେମାନେ ଜାଣ । Gade chapit laପବିତ୍ର ବାଇବଲ (CL) NT (BSI)15 ଯେ ତା’ ଭାଇକୁ ଘୃଣା କରେ, ସେ ଜଣେ ନରହନ୍ତା। ନରହନ୍ତାର ଅନନ୍ତ ଜୀବନରେ ଅଧିକାର ନାହିଁ ବୋଲି ତୁମେ ଜାଣିଛ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT15 ଯେ କେହି ଆପଣା ଭାଇକୁ ଘୃଣା କରେ, ସେ ନରଘାତକ; ଆଉ ନରଘାତକଠାରେ ଯେ ଅନନ୍ତ ଜୀବନ ନ ଥାଏ, ଏହା ତୁମ୍ଭେମାନେ ଜାଣ। Gade chapit la |