୧ ଯୋହନ 3:16 - ପବିତ୍ର ବାଇବଲ16 ଯୀଶୁ ଆମ୍ଭମାନଙ୍କ ପାଇଁ ନିଜ ଜୀବନ ଦେଇଛନ୍ତି। ଏଥିରୁ ପ୍ରକୃତ ପ୍ରେମ କ’ଣ, ତାହା ଆମ୍ଭେ ଜାଣିଛୁ। ଆମ୍ଭେ ମଧ୍ୟ ନିଜ ଭାଇମାନଙ୍କ ପାଇଁ ଜୀବନ ଦାନ କରିବା ଉଚିତ୍। Gade chapit laପବିତ୍ର ବାଇବଲ (Re-edited) - (BSI)16 ସେ ଆମ୍ଭମାନଙ୍କ ନିମନ୍ତେ ଆପଣା ପ୍ରାଣ ଦାନ କରିବା ଦ୍ଵାରା ଆମ୍ଭେମାନେ ପ୍ରେମର ପରିଚୟ ପାଇଅଛୁ; ପୁଣି ଭାଇମାନଙ୍କ ନିମନ୍ତେ ଆମ୍ଭମାନଙ୍କର ମଧ୍ୟ ପ୍ରାଣ ଦାନ କରିବା ଉଚିତ। Gade chapit laଓଡିଆ ବାଇବେଲ16 ସେ ଆମ୍ଭମାନଙ୍କ ନିମନ୍ତେ ଆପଣା ପ୍ରାଣ ଦାନ କରିବା ଦ୍ୱାରା ଆମ୍ଭେମାନେ ପ୍ରେମର ପରିଚୟ ପାଇଅଛୁ; ପୁଣି, ଭାଇମାନଙ୍କ ନିମନ୍ତେ ଆମ୍ଭମାନଙ୍କର ମଧ୍ୟ ପ୍ରାଣ ଦାନ କରିବା ଉଚିତ । Gade chapit laପବିତ୍ର ବାଇବଲ (CL) NT (BSI)16 ଆମ ପାଇଁ ଖ୍ରୀଷ୍ଟଙ୍କର ଆତ୍ମବଳିଦାନରୁ ଆମ୍ଭେମାନେ ପ୍ରେମ ଶିକ୍ଷା କରିଛୁ। ଭାଇମାନଙ୍କ ପାଇଁ ଆତ୍ମବଳିଦା କରିବାକୁ ଆମେ ମଧ୍ୟ ପ୍ରସ୍ଥୁତ ହୋଇ ରହିବା ଉଚିତ୍। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT16 ସେ ଆମ୍ଭମାନଙ୍କ ନିମନ୍ତେ ଆପଣା ପ୍ରାଣ ଦାନ କରିବା ଦ୍ୱାରା ଆମ୍ଭେମାନେ ପ୍ରେମର ପରିଚୟ ପାଇଅଛୁ; ପୁଣି, ଭାଇମାନଙ୍କ ନିମନ୍ତେ ଆମ୍ଭମାନଙ୍କର ମଧ୍ୟ ପ୍ରାଣ ଦାନ କରିବା ଉଚିତ। Gade chapit la |