୧ ଯୋହନ 3:18 - ପବିତ୍ର ବାଇବଲ18 ପ୍ରିୟ ପିଲାମାନେ, ଆମ୍ଭର ପ୍ରେମ କେବଳ ଶବ୍ଦ ଓ କଥା ମଧ୍ୟରେ ସୀମିତ ରହିବା ଉଚିତ୍ ନୁହେଁ। ମାତ୍ର ଏହା ସତ୍ୟପ୍ରେମ ହେବା ଆବଶ୍ୟକ ଓ ଆଚରଣରେ ଆମ୍ଭେ ଏହା ଦେଖାଇବା ଉଚିତ୍। Gade chapit laପବିତ୍ର ବାଇବଲ (Re-edited) - (BSI)18 ହେ ବତ୍ସଗଣ, ଆସ, ଆମ୍ଭେମାନେ ବାକ୍ୟରେ କି ଜିହ୍ଵାରେ ପ୍ରେମ ନ କରି କାର୍ଯ୍ୟରେ ଓ ସତ୍ୟରେ ପ୍ରେମ କରୁ। Gade chapit laଓଡିଆ ବାଇବେଲ18 ହେ ବତ୍ସଗଣ, ଆସ, ଆମ୍ଭେମାନେ ବାକ୍ୟରେ କି ଜିହ୍ୱାରେ ପ୍ରେମ ନ କରି କାର୍ଯ୍ୟରେ ଓ ସତ୍ୟରେ ପ୍ରେମ କରୁ । Gade chapit laପବିତ୍ର ବାଇବଲ (CL) NT (BSI)18 ପିଲାମାନେ, ଆମର ପ୍ରେମ କେବଳ କଥାରେ ଓ ବାକ୍ୟାଳାପରେ ପ୍ରକାଶ ପାଇଲେ ଯଥେଷ୍ଟ ହେବ ନାହିଁ; ତାହାକୁ କାର୍ଯ୍ୟରେ ଦେଖାଇବାକୁ ହେବ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT18 ହେ ବତ୍ସଗଣ, ଆସ, ଆମ୍ଭେମାନେ ବାକ୍ୟରେ କି ଜିହ୍ୱାରେ ପ୍ରେମ ନ କରି କାର୍ଯ୍ୟରେ ଓ ସତ୍ୟରେ ପ୍ରେମ କରୁ। Gade chapit la |
ଆମ୍ଭମାନଙ୍କର ପରମପିତା ପରମେଶ୍ୱରଙ୍କୁ ଆମ୍ଭ ପ୍ରାର୍ଥନାରେ ନିବେଦନ କଲାବେଳେ ତୁମ୍ଭେମାନେ ତୁମ୍ଭମାନଙ୍କର ବିଶ୍ୱାସ ହେତୁ ଯାହା କରିଛ, ସେଥିପାଇଁ ତାଙ୍କୁ ଧନ୍ୟବାଦ ଦେଉ। ତୁମ୍ଭେମାନେ ତୁମ୍ଭମାନଙ୍କର ପ୍ରେମ ହେତୁ ଯେଉଁ କାର୍ଯ୍ୟ କରିଛ, ସେଥିପାଇଁ ତାହାଙ୍କୁ ଧନ୍ୟବାଦ ଦେଉ। ଏବଂ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କଠାରେ ତୁମ୍ଭମାନଙ୍କ ଭରସା ହେତୁ ତୁମ୍ଭେମାନେ ଦୃଢ଼ ହୋଇ ରହିଛ ବୋଲି ଆମ୍ଭେ ତାଙ୍କୁ ସର୍ବଦା ଧନ୍ୟବାଦ ଅର୍ପଣ କରୁଛୁ।