୧ ଯୋହନ 3:8 - ପବିତ୍ର ବାଇବଲ8 ଶୟତାନ ଆରମ୍ଭରୁ ପାପ କରି ଆସୁଅଛି। ଯେଉଁ ଲୋକ ପାପ କରେ, ସେ ଶୟତାନର ଅଟେ। ତେଣୁ ଶୟତାନର ପାପ କାମକୁ ଧ୍ୱଂସ କରିବା ପାଇଁ ପରମେଶ୍ୱରଙ୍କର ପୁତ୍ର ଏହି ସଂସାରକୁ ଆସିଛନ୍ତି। Gade chapit laପବିତ୍ର ବାଇବଲ (Re-edited) - (BSI)8 ଯେ ପାପ କରେ, ସେ ଶୟତାନରୁ ଜାତ, କାରଣ ଶୟତାନ ଆରମ୍ଭରୁ ପାପ କରିଆସୁଅଛି। ଶୟତାନର କାର୍ଯ୍ୟ ବିନାଶ କରିବା ଉଦ୍ଦେଶ୍ୟରେ ହିଁ ଈଶ୍ଵରଙ୍କ ପୁତ୍ର ପ୍ରକାଶିତ ହେଲେ। Gade chapit laଓଡିଆ ବାଇବେଲ8 ଯେ ପାପ କରେ, ସେ ଶୟତାନରୁ ଜାତ, କାରଣ ଶୟତାନ ଆରମ୍ଭରୁ ପାପ କରିଆସୁଅଛି। ଶୟତାନର କାର୍ଯ୍ୟ ବିନାଶ କରିବା ଉଦ୍ଦେଶ୍ୟରେ ହିଁ ଈଶ୍ୱରଙ୍କ ପୁତ୍ର ପ୍ରକାଶିତ ହେଲେ । Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT8 ଯେ ପାପ କରେ, ସେ ଶୟତାନରୁ ଜାତ, କାରଣ ଶୟତାନ ଆରମ୍ଭରୁ ପାପ କରିଆସୁଅଛି। ଶୟତାନର କାର୍ଯ୍ୟ ବିନାଶ କରିବା ଉଦ୍ଦେଶ୍ୟରେ ହିଁ ଈଶ୍ବରଙ୍କ ପୁତ୍ର ପ୍ରକାଶିତ ହେଲେ। Gade chapit la |
ଏଥିରେ ସନ୍ଦେହ ନାହିଁ ଯେ ଆମ୍ଭ ଧର୍ମର ମହାନ ଗୁପ୍ତ ସତ୍ୟ ଏହା ଯେ, ଖ୍ରୀଷ୍ଟ ମଣିଷ ଶରୀରରେ ଆମ୍ଭକୁ ଦେଖା ଦେଲେ; ପବିତ୍ରଆତ୍ମା ତାହାଙ୍କୁ ଧାର୍ମିକ ବୋଲି ପ୍ରମାଣିତ କଲେ ସ୍ୱର୍ଗଦୂତମାନଙ୍କ ଦ୍ୱାରା ସେ ଦେଖାଗଲେ; ତାହାଙ୍କ ବିଷୟରେ ଅଣଯିହୂଦୀମାନଙ୍କୁ ସୁସମାଗ୍ଭର ପ୍ରଗ୍ଭରିତ ହେଲା; ସଂସାରରେ ଲୋକେ ତାହାଙ୍କୁ ବିଶ୍ୱାସ କଲେ; ସେ ସ୍ୱର୍ଗକୁ ମହିମାମୟ ହୋଇ ନିଆଗଲେ।