୧ ଯୋହନ 4:16 - ପବିତ୍ର ବାଇବଲ16 ତେଣୁ ଆମ୍ଭେ ପରମେଶ୍ୱରଙ୍କ ପ୍ରେମକୁ ଜାଣିଛୁ ଓ ତହିଁରେ ଭରସା ରଖିଛୁ। ପରମେଶ୍ୱର ତ ପ୍ରେମ। ଯେଉଁ ଲୋକ ପ୍ରେମରେ ସ୍ଥିର ରହେ, ସେ ପରମେଶ୍ୱରଙ୍କଠାରେ ସ୍ଥିର ରହେ ଓ ପରମେଶ୍ୱର ତାହାଠାରେ ବାସ କରନ୍ତି। Gade chapit laପବିତ୍ର ବାଇବଲ (Re-edited) - (BSI)16 ପୁଣି ଆମ୍ଭମାନଙ୍କ ପ୍ରତି ଈଶ୍ଵରଙ୍କର ଯେଉଁ ପ୍ରେମ ଅଛି, ତାହା ଆମ୍ଭେମାନେ ଜାଣିଅଛୁ ଓ ବିଶ୍ଵାସ କରିଅଛୁ। ଈଶ୍ଵର ତ ପ୍ରେମ; ଯେ ପ୍ରେମରେ ରହେ, ସେ ଈଶ୍ଵରଙ୍କ-ଠାରେ ରହେ ଓ ଈଶ୍ଵର ତାହାଠାରେ ରହନ୍ତି। Gade chapit laଓଡିଆ ବାଇବେଲ16 ପୁଣି, ଆମ୍ଭମାନଙ୍କ ପ୍ରତି ଈଶ୍ୱରଙ୍କର ଯେଉଁ ପ୍ରେମ ଅଛି, ତାହା ଆମ୍ଭେମାନେ ଜାଣିଅଛୁ ଓ ବିଶ୍ୱାସ କରିଅଛୁ । ଈଶ୍ୱର ତ ପ୍ରେମ; ଯେ ପ୍ରେମରେ ରହେ, ସେ ଈଶ୍ୱରଙ୍କଠାରେ ରହେ ଓ ଈଶ୍ୱର ତାହାଠାରେ ରହନ୍ତି । Gade chapit laପବିତ୍ର ବାଇବଲ (CL) NT (BSI)16 ଆମ ପ୍ରତି ଈଶ୍ୱରଙ୍କ ପ୍ରେମର ବାସ୍ତବତା ଆମେ ଜାଣିଛୁ, ଏଥିରେ ଆମର ପୂର୍ଣ୍ଣ ବିଶ୍ୱାସ ଅଛି। ଈଶ୍ବର ପ୍ରେମମୟ। ଯାହାର ଜୀବନରେ ପ୍ରେମ ପୂର୍ଣ୍ଣ ହୋଇ ରହିଛି, ସେ ଈଶ୍ୱରଙ୍କ ସହିତ ସଂଯୁକ୍ତ ଏବଂ ତା’ଅନ୍ତରରେ ଈଶ୍ୱର ବାସ କରନ୍ତି। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT16 ପୁଣି, ଆମ୍ଭମାନଙ୍କ ପ୍ରତି ଈଶ୍ବରଙ୍କର ଯେଉଁ ପ୍ରେମ ଅଛି, ତାହା ଆମ୍ଭେମାନେ ଜାଣିଅଛୁ ଓ ବିଶ୍ୱାସ କରିଅଛୁ। ଈଶ୍ବର ତ ପ୍ରେମ; ଯେ ପ୍ରେମରେ ରହେ, ସେ ଈଶ୍ବରଙ୍କଠାରେ ରହେ ଓ ଈଶ୍ବର ତାହାଠାରେ ରହନ୍ତି। Gade chapit la |