୧ ଯୋହନ 4:18 - ପବିତ୍ର ବାଇବଲ18 ପ୍ରେମରେ ଭୟ ନ ଥାଏ। ବରଂ ପରମେଶ୍ୱର ଦତ୍ତ ସିଦ୍ଧ ପ୍ରେମ ଭୟକୁ ଦୂର କରିଦିଏ। ଭୟ ସହିତ ଦଣ୍ଡର ସମ୍ପର୍କ ଥାଏ। ତେଣୁ ଯାହାର ଭୟ ଅଛି, ଈଶ୍ୱରଙ୍କ ପ୍ରେମ ତାହାଠାରେ ସିଦ୍ଧ ହୋଇ ନାହିଁ। Gade chapit laପବିତ୍ର ବାଇବଲ (Re-edited) - (BSI)18 ପ୍ରେମରେ ଭୟ ନ ଥାଏ, କିନ୍ତୁ ସିଦ୍ଧ ପ୍ରେମ ଭୟକୁ ଦୂର କରେ, କାରଣ ଭୟ ଦଣ୍ତ ସହିତ ସଂଯୁକ୍ତ, ଆଉ ଯେ ଭୟ କରେ, ସେ ପ୍ରେମରେ ସିଦ୍ଧ ନୁହେଁ। Gade chapit laଓଡିଆ ବାଇବେଲ18 ପ୍ରେମରେ ଭୟ ନ ଥାଏ, କିନ୍ତୁ ସିଦ୍ଧ ପ୍ରେମ ଭୟକୁ ଦୂର କରେ, କାରଣ ଭୟ ଦଣ୍ଡ ସହିତ ସଂଯୁକ୍ତ, ଆଉ ଯେ ଭୟ କରେ, ସେ ପ୍ରେମରେ ସିଦ୍ଧ ନୁହେଁ । Gade chapit laପବିତ୍ର ବାଇବଲ (CL) NT (BSI)18 ଯେଉଁଠି ପ୍ରେମ ସମସ୍ତ ଭୟ ଦୂର କରେ। ଯେ ଭୟ କରେ, ତା’ଠାରେ ପ୍ରେମ ସିଦ୍ଧ ହୋଇ ନାହିଁ; କାରଣ ଦଣ୍ଡ ପାଇବାର ଭୟ ତା’ର ଆହୁରି ରହିଛି। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT18 ପ୍ରେମରେ ଭୟ ନ ଥାଏ, କିନ୍ତୁ ସିଦ୍ଧ ପ୍ରେମ ଭୟକୁ ଦୂର କରେ, କାରଣ ଭୟ ଦଣ୍ଡ ସହିତ ସଂଯୁକ୍ତ, ଆଉ ଯେ ଭୟ କରେ, ସେ ପ୍ରେମରେ ସିଦ୍ଧ ନୁହେଁ। Gade chapit la |