୧ ଯୋହନ 5:11 - ପବିତ୍ର ବାଇବଲ11 ପରମେଶ୍ୱର ଏହା କହନ୍ତି: ପରମେଶ୍ୱର ଆମ୍ଭମାନଙ୍କୁ ଅନନ୍ତ ଜୀବନ ଦେଇଛନ୍ତି ଓ ସେ ଜୀବନ ତାହାଙ୍କ ପୁତ୍ରଙ୍କଠାରେ ଅଛି। Gade chapit laପବିତ୍ର ବାଇବଲ (Re-edited) - (BSI)11 ସେହି ସାକ୍ଷ୍ୟ ଏହି ଯେ, ଈଶ୍ଵର ଆମ୍ଭମାନଙ୍କୁ ଅନ; ଜୀବନ ଦେଇଅଛନ୍ତି, ପୁଣି ସେହି ଜୀବନ ତାହାଙ୍କ ପୁତ୍ରଙ୍କଠାରେ ଅଛି। Gade chapit laଓଡିଆ ବାଇବେଲ11 ସେହି ସାକ୍ଷ୍ୟ ଏହି ଯେ, ଈଶ୍ୱର ଆମ୍ଭମାନଙ୍କୁ ଅନନ୍ତ ଜୀବନ ଦେଇଅଛନ୍ତି, ପୁଣି, ସେହି ଜୀବନ ତାହାଙ୍କ ପୁତ୍ରଙ୍କଠାରେ ଅଛି । Gade chapit laପବିତ୍ର ବାଇବଲ (CL) NT (BSI)11 ସେହି ସାକ୍ଷ୍ୟର ସାରମର୍ମ ହେଲା, ଈଶ୍ୱର ଆମ୍ଭମାନଙ୍କୁ ଅନନ୍ତ ଜୀବନ ଦାନ କରିଛନ୍ତି; କିନ୍ତୁ ତାଙ୍କ ପୁତ୍ରଙ୍କଠାରେ ହିଁ ଆମେ ଏହି ଜୀବନର ସନ୍ଧାନ ପାଉଛୁ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT11 ସେହି ସାକ୍ଷ୍ୟ ଏହି ଯେ, ଈଶ୍ବର ଆମ୍ଭମାନଙ୍କୁ ଅନନ୍ତ ଜୀବନ ଦେଇଅଛନ୍ତି, ପୁଣି, ସେହି ଜୀବନ ତାହାଙ୍କ ପୁତ୍ରଙ୍କଠାରେ ଅଛି। Gade chapit la |
କିନ୍ତୁ ମୋତେ ଅନୁଗ୍ରହ ମିଳିଲା। ମୋତେ ଅନୁଗ୍ରହ ଦିଆଗଲା, ଯାହାଦ୍ୱାରା ଖ୍ରୀଷ୍ଟ ଯୀଶୁ ପ୍ରମାଣିତ କଲେ ଯେ ସେ ମୋ’ ପ୍ରତି ଅସୀମ ଧୈର୍ଯ୍ୟ ଦେଖାଇଛନ୍ତି। ମୋ’ ଭଳି ବଡ଼ ପାପୀ ପ୍ରତି ସେ ଧୈର୍ଯ୍ୟଶୀଳତା ଦେଖାଇଲେ। ଯେଉଁମାନେ ତାହାଙ୍କୁ ବିଶ୍ୱାସ କରିବେ, ଅନନ୍ତ ଜୀବନ ଲାଭ କରିବେ। ସେମାନଙ୍କ ପାଇଁ ମୁଁ ଯେପରି ଆଦର୍ଶ ସ୍ୱରୂପ ହୁଏ, ସେଥିପାଇଁ ଖ୍ରୀଷ୍ଟ ଯୀଶୁ ଗ୍ଭହିଁଲେ।