୧ ଯୋହନ 5:17 - ପବିତ୍ର ବାଇବଲ17 ସମସ୍ତ ମନ୍ଦ କାମ ପାପ ଅଟେ। କିନ୍ତୁ ଏପରି ପାପ କାମ ମଧ୍ୟ ଅଛି ଯାହା ଅନନ୍ତ ମୃତ୍ୟୁ ଆଡ଼କୁ ନେଇଯାଏ ନାହିଁ। Gade chapit laପବିତ୍ର ବାଇବଲ (Re-edited) - (BSI)17 ସମସ୍ତ ଅଧର୍ମ ହିଁ ପାପ, କିନ୍ତୁ ଯାହା ମୃତ୍ୟୁଜନକ ନୁହେଁ, ଏପରି ପାପ ଅଛି। Gade chapit laଓଡିଆ ବାଇବେଲ17 ସମସ୍ତ ଅଧର୍ମ ହିଁ ପାପ, କିନ୍ତୁ ଏପରି ପାପ ଅଛି, ଯାହା ମୃତ୍ୟୁଜନକ ନୁହେଁ । Gade chapit laପବିତ୍ର ବାଇବଲ (CL) NT (BSI)17 ଅବଶ୍ୟ ସମସ୍ତ ଦୁଷ୍କର୍ମ ପାପ, କିନ୍ତୁ କେତେକ ପାପ ମରଣାନ୍ତକ ନୁହେଁ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT17 ସମସ୍ତ ଅଧର୍ମ ହିଁ ପାପ, କିନ୍ତୁ ଏପରି ପାପ ଅଛି, ଯାହା ମୃତ୍ୟୁଜନକ ନୁହେଁ। Gade chapit la |
ଯଦି କେହି ନିଜ ଭାଇକୁ କିମ୍ବା ଭଉଣୀକୁ ଏଭଳି ପାପ କରୁଥିବାର ଦେଖେ ଆଉ ସେହି ପାପ ମୃତ୍ୟୁଜନକ, ତେବେ ସେ ପାପ କରୁଥିବା ନିଜ ଭାଇ ଓ ଭଉଣୀମାନଙ୍କ ପାଇଁ ପ୍ରାର୍ଥନା କରିବା ଉଚିତ୍। ତହିଁରେ ପରମେଶ୍ୱର ସେମାନଙ୍କୁ ଜୀବନ ପ୍ରଦାନ କରିବେ। ମୁଁ ଏପରି ଲୋକମାନଙ୍କ ବିଷୟରେ କହୁଛି, ଯେଉଁମାନେ ଏପରି ପାପରେ ଲିପ୍ତ ଅଛନ୍ତି ଯାହା ସେମାନଙ୍କୁ ଅନନ୍ତ ମୃତ୍ୟୁ ପାଖକୁ ନେଇ ଯାଇପାରିବ ନାହିଁ। ଏପରି ପାପ ମଧ୍ୟ ଅଛି, ଯାହାର ପରିଣାମ ମୃତ୍ୟୁ ଅଟେ। ମୁଁ ତୁମ୍ଭମାନଙ୍କୁ ସେହିପରି ପାପ ବିଷୟରେ ପ୍ରାର୍ଥନା କରିବା ପାଇଁ କହୁ ନାହିଁ।