୧ ଯୋହନ 5:19 - ପବିତ୍ର ବାଇବଲ19 ଆମ୍ଭେ ଜାଣୁ, ଯେ ଆମ୍ଭେ ପରମେଶ୍ୱରଙ୍କର ଅଟୁ ମାତ୍ର ସମଗ୍ର ଜଗତ ଶୟତାନର ନିୟନ୍ତ୍ରଣରେ ଅଛି। Gade chapit laପବିତ୍ର ବାଇବଲ (Re-edited) - (BSI)19 ଆମ୍ଭେମାନେ ଯେ ଈଶ୍ଵରଙ୍କଠାରୁ ଜାତ ଓ ସମସ୍ତ ଜଗତ ଯେ ପାପାତ୍ମାର ଅଧୀନ, ଏହା ଆମ୍ଭେମାନେ ଜାଣୁ। Gade chapit laଓଡିଆ ବାଇବେଲ19 ଆମ୍ଭେମାନେ ଯେ ଈଶ୍ୱରଙ୍କଠାରୁ ଜାତ ଓ ସମସ୍ତ ଜଗତ ଯେ ପାପାତ୍ମାର ଅଧୀନ, ଏହା ଆମ୍ଭେମାନେ ଜାଣୁ । Gade chapit laପବିତ୍ର ବାଇବଲ (CL) NT (BSI)19 ଆମେ ଜାଣୁ, ସମଗ୍ର ଜଗତରେ ଶୟତାନ ତା’ର ଅଧିପତ୍ୟ ବିସ୍ତାର କରିଥିଲେ ସୁଦ୍ଧା, ଆମେ ଈଶ୍ୱରଙ୍କର। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT19 ଆମ୍ଭେମାନେ ଯେ ଈଶ୍ବରଙ୍କଠାରୁ ଜାତ ଓ ସମସ୍ତ ଜଗତ ଯେ ପାପାତ୍ମାର ଅଧୀନ, ଏହା ଆମ୍ଭେମାନେ ଜାଣୁ। Gade chapit la |