୧ ଯୋହନ 5:21 - ପବିତ୍ର ବାଇବଲ21 ତେଣୁ ପ୍ରିୟ ପିଲାମାନେ, ତୁମ୍ଭେମାନେ ସବୁ ନିଜ ନିଜକୁ ଭଣ୍ଡ ଦେବତାମାନଙ୍କଠାରୁ ଦୂରରେ ରଖ। Gade chapit laପବିତ୍ର ବାଇବଲ (Re-edited) - (BSI)21 ହେ ବତ୍ସଗଣ, ପ୍ରତିମାମାନଙ୍କଠାରୁ ଆପଣା ଆପଣାକୁ ରକ୍ଷା କର। Gade chapit laଓଡିଆ ବାଇବେଲ21 ହେ ବତ୍ସଗଣ, ପ୍ରତିମାମାନଙ୍କଠାରୁ ଆପଣା ଆପଣାକୁ ରକ୍ଷା କର । ଆମେନ୍ । Gade chapit laପବିତ୍ର ବାଇବଲ (CL) NT (BSI)21 ପିଲାମାନେ, ଅସତ୍ୟ ଦେବାଦେବୀଙ୍କଠାରୁ ଦୂରେଇ ରୁହ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT21 ହେ ବତ୍ସଗଣ, ପ୍ରତିମାମାନଙ୍କଠାରୁ ଆପଣା ଆପଣାକୁ ରକ୍ଷା କର। ଆମେନ୍। Gade chapit la |
ପୃଥିବୀର ଯେଉଁ ଅବଶିଷ୍ଟ ଲୋକମାନେ ଏହି ମହାମାରୀ ଦ୍ୱାରା ପ୍ରାଣ ହରାଇ ନ ଥିଲେ, ସେମାନେ ତଥାପି ସେମାନଙ୍କର ମନ ଓ ଜୀବନ ପରିବର୍ତ୍ତନ କଲେ ନାହିଁ। ସେମାନେ ତହାଙ୍କ ହାତ ତିଆରି କର୍ମଗୁଡ଼ିକଠାରୁ ମଧ୍ୟ ନିଜକୁ ଦୂରେଇ ଦେଲେ ନାହିଁ। ସେମାନେ ଦୃଷ୍ଟାତ୍ମାଗୁଡ଼ିକର ପୂଜା କଲେ ଓ ସୁନା, ରୂପା, ପିତ୍ତଳ, ପଥର, କାଠରେ ତିଆରି, ଦେଖି ପାରୁ ନ ଥିବା, ଶୁଣି ପାରୁ ନ ଥିବା ବା ଗ୍ଭଲି ପାରୁ ନ ଥିବା ପ୍ରତିମାଗୁଡ଼ିକର ପୂଜା କରିବା ବନ୍ଦ କଲେ ନାହିଁ।