Biblia Todo Logo
Bib sou entènèt

- Piblisite -




1 ରାଜାବଳୀ 1:1 - ପବିତ୍ର ବାଇବଲ

1 ରାଜା ଦାଉଦ ଅତ୍ୟନ୍ତ ବୃଦ୍ଧ ହେଲେ। ତାଙ୍କର ପରିଗ୍ଭରକଗଣ ତାଙ୍କୁ ଉଷ୍ଣ କରିବା ପାଇଁ ବହୁତ କମ୍ବଳ ଓ ବହୁ ବସ୍ତ୍ରରେ ଆଚ୍ଛାଦାନ କଲେ। କିନ୍ତୁ ସେ କିଛି ଉଷ୍ଣତା ପାଇଲେ ନାହିଁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

1 ଅନନ୍ତର ଦାଉଦ ରାଜା ବୃଦ୍ଧ ଓ ଗତବୟସ୍କ ହେଲେ; ତହିଁରେ ଲୋକମାନେ ତାଙ୍କୁ ଅନେକ ବସ୍ତ୍ର ଘୋଡ଼ାଇଲେ, ମାତ୍ର ସେ କିଛି ଉଷ୍ଣତା ପାଇଲେ ନାହିଁ।

Gade chapit la Kopi

ଓଡିଆ ବାଇବେଲ

1 ଏଥିଉତ୍ତାରେ ଦାଉଦ ରାଜା ବୃଦ୍ଧ ଓ ଗତବୟସ୍କ ହେଲେ; ତହିଁରେ ଲୋକମାନେ ତାଙ୍କୁ ଅନେକ ବସ୍ତ୍ର ଘୋଡ଼ାଇଲେ, ମାତ୍ର ସେ କିଛି ଉଷ୍ଣତା ପାଇଲେ ନାହିଁ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

1 ଏଥିଉତ୍ତାରେ ଦାଉଦ ରାଜା ବୃଦ୍ଧ ଓ ଗତବୟସ୍କ ହେଲେ; ତହିଁରେ ଲୋକମାନେ ତାଙ୍କୁ ଅନେକ ବସ୍ତ୍ର ଘୋଡ଼ାଇଲେ, ମାତ୍ର ସେ କିଛି ଉଷ୍ଣତା ପାଇଲେ ନାହିଁ।

Gade chapit la Kopi




1 ରାଜାବଳୀ 1:1
13 Referans Kwoze  

ଆମ୍ଭେ ହୁଏତ ସତୁରି ବର୍ଷ ବଞ୍ଚିପାରୁ, ଅଥବା ଯଦି ଆମ୍ଭେ ଶକ୍ତିଶାଳୀ ତେବେ ଅଶୀ ବର୍ଷ ବଞ୍ଚିପାରୁ। ଆମ୍ଭମାନଙ୍କର ଜୀବନ କଠିନ ପରିଶ୍ରମ ଓ ଯନ୍ତ୍ରଣାରେ ଭରପୁର ହୋଇଥାଏ। ଏହା ପରେ ହଠାତ୍ ଆମ୍ଭର ଜୀବନ ସମାପ୍ତ ହୁଏ ଓ ଆମ୍ଭେ ଉଡ଼ିଯାଉ।


ଦାଉଦ ବୃଦ୍ଧ ହେଲେ, ତେଣୁ ସେ ତାଙ୍କର ପୁତ୍ର ଶଲୋମନଙ୍କୁ ଇସ୍ରାଏଲର ନୂତନ ରାଜା କଲେ।


ଯେତେବେଳେ ଦାଉଦଙ୍କୁ ତିରିଶ୍ ବର୍ଷ ବୟସ ହୋଇଥିଲା, ସେ ରାଜତ୍ୱ କରିବା ଆରମ୍ଭ କଲେ। ସେ ଗ୍ଭଳିଶ୍ ବର୍ଷ ଧରି ରାଜତ୍ୱ କଲେ।


ଅବ୍ରହାମ ବାର୍ଦ୍ଧକ୍ୟ ଅବସ୍ଥାରେ ବଞ୍ଚିଥିଲେ। ସଦାପ୍ରଭୁ ଅବ୍ରହାମଙ୍କୁ ସମସ୍ତ ଗତିରେ ଆଶାର୍ବାଦ କରିଥିଲେ।


ବର୍ତ୍ତମାନ ଅବ୍ରହାମ ଓ ସାରା ବହୁତ ବୃଦ୍ଧ ହେଲେ। ସାରାର ପିଲା ଜନ୍ମ କରିବା ବୟସ ଅତିକ୍ରମ ହୋଇଥିଲା।


କିନ୍ତୁ ସେମାନଙ୍କର କୌଣସି ସନ୍ତାନସନ୍ତତି ନ ଥିଲେ। ଏଲୀଶାବେଥ ବନ୍ଧ୍ୟା ଥିଲେ। ଉଭୟେ ଜିଖରିୟ ଓ ଏଲୀଶାବେଥ ବୁଢ଼ାବୁଢ଼ୀ ହୋଇ ଯାଇଥିଲେ।


ପୁଣି ଦାଉଦ ସେହି ସ୍ଥାନରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଏକ ଯଜ୍ଞବେଦି ନିର୍ମାଣ କରି ହୋମବଳି ଓ ମଙ୍ଗଳାର୍ଥ ବଳି ଓ ଶାନ୍ତି ନୈବେଦ୍ୟ ଉତ୍ସର୍ଗ କଲେ। ତହିଁରେ ସଦାପ୍ରଭୁ ପ୍ରାର୍ଥନା ଶୁଣି ଦେଶ ପ୍ରତି ପ୍ରସନ୍ନ ହେଲେ। ପୁଣି ଇସ୍ରାଏଲ ମଧ୍ୟରୁ ମହାମାରୀ ନିବୃତ୍ତ ହେଲା।


ତେଣୁ ତାଙ୍କର ଦାସମାନେ ତାଙ୍କୁ କହିଲ, “ଆମ୍ଭେମାନେ ଆପଣଙ୍କ ସେବା ନିମନ୍ତେ ଏକ ଯୁବତୀ କନ୍ୟା ଖୋଜି ଆଣିବୁ। ସେ ଆପଣଙ୍କୁ ଉଷ୍ଣତା ଦେବାକୁ ଆପଣଙ୍କ କୋଳରେ ଶୟନ କରିବ।”


ଏଥିରେ ବ‌ତ୍‌ଶେବା ଶୟନାଗାର ଭିତରକୁ ଯାଇ ରାଜାଙ୍କୁ ଦେଖିଲେ। ସେତେବେଳେ ରାଜା ଅତ୍ୟନ୍ତ ବୃଦ୍ଧ ଥିଲେ। ଶୁନେମୀୟା ଯୁବତୀ ଅବୀଶଗ ରାଜାଙ୍କର ପରିଚର୍ଯ୍ୟା କରୁଥିଲା।


ଆହୁରି ଦୁଇଜଣ ଏକତ୍ର ଶୟନ କଲେ ଉଷ୍ମ ହୁଅନ୍ତି ମାତ୍ର ଜଣେ କିରୂପେ ଉଷ୍ମ ହୋଇ ପାରିବ।


ଯେତେବେଳେ ଯିହୋଶୂୟ ଅତ୍ୟଧିକ ବୃଦ୍ଧ ହୋଇଗଲେ, ସଦାପ୍ରଭୁ ତାଙ୍କୁ କହିଲେ, “ଯିହୋଶୂୟ ତୁମ୍ଭେ ବୁଢ଼ା ହୋଇଗଲଣି। କିନ୍ତୁ ଆହୁରି ଅନେକ ଦେଶକୁ ଜୟ କରିବା ପାଇଁ ବାକି ଅଛି।


Swiv nou:

Piblisite


Piblisite