Biblia Todo Logo
Bib sou entènèt

- Piblisite -




1 ରାଜାବଳୀ 1:10 - ପବିତ୍ର ବାଇବଲ

10 ମାତ୍ର ସେ ନାଥନ ଭବିଷ୍ୟ‌ଦ୍‌ବକ୍ତାଙ୍କୁ, ବନାୟଙ୍କୁ, ପିତାଙ୍କର ସ୍ୱତନ୍ତ୍ର ବୀରମାନଙ୍କୁ ଓ ନିଜର ଭାଇ ଶଲୋମନଙ୍କୁ ନିମନ୍ତ୍ରଣ କଲେ ନାହିଁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

10 ମାତ୍ର ନାଥନ ଭବିଷ୍ୟଦ୍ବକ୍ତାଙ୍କୁ ଓ ବନାୟକୁ ଓ ବୀରମାନଙ୍କୁ ଓ ଆପଣା ଭାଇ ଶଲୋମନକୁ ସେ ନିମନ୍ତ୍ରଣ କଲା ନାହିଁ।

Gade chapit la Kopi

ଓଡିଆ ବାଇବେଲ

10 ମାତ୍ର, ନାଥନ ଭବିଷ୍ୟଦ୍‍ବକ୍ତାଙ୍କୁ ଓ ବନାୟକୁ ଓ ବୀରମାନଙ୍କୁ ଓ ଆପଣା ଭାଇ ଶଲୋମନକୁ ସେ ନିମନ୍ତ୍ରଣ କଲେ ନାହିଁ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

10 ମାତ୍ର, ନାଥନ ଭବିଷ୍ୟଦ୍‍ବକ୍ତାଙ୍କୁ ଓ ବନାୟକୁ ଓ ବୀରମାନଙ୍କୁ ଓ ଆପଣା ଭାଇ ଶଲୋମନକୁ ସେ ନିମନ୍ତ୍ରଣ କଲେ ନାହିଁ।

Gade chapit la Kopi




1 ରାଜାବଳୀ 1:10
8 Referans Kwoze  

ତା'ପରେ ଦାଉଦ ବ‌‌ତ୍‌‌ଶେବାକୁ ସାନ୍ତ୍ୱନା ଦେଲେ ଓ ତାଙ୍କ ସହିତ ଯୌନ ସମ୍ପର୍କ ରଖିଲେ ଓ ସେ ଗର୍ଭବତୀ ହେଲେ ଓ ସେ ଆଉ ଏକ ପୁତ୍ରକୁ ଜନ୍ମ ଦେଲେ। ଦାଉଦ ସେ ପିଲାଟିର ନାମ ଶଲୋମନ ରଖିଲେ। ସଦାପ୍ରଭୁ ଶଲୋମନଙ୍କୁ ପ୍ରେମ କଲେ।


ଆଉ ସେ ଅନେକ ମେଷ, ବୃଷ ଓ ପୁଷ୍ଟ ପଶୁ ମାରି ମହାରାଜାଙ୍କ ସମସ୍ତ ପୁତ୍ରମାନଙ୍କୁ, ଅବିୟାଥର ଯାଜକଙ୍କୁ ଓ ଯୋୟାବ ସେନାପତିଙ୍କୁ ନିମନ୍ତ୍ରଣ କରିଅଛି, ମାତ୍ର ଆପଣଙ୍କ ବିଶ୍ୱସ୍ତ ପୁତ୍ର ଶଲୋମନଙ୍କୁ ଡାକି ନାହିଁ।


ମାତ୍ର ସାଦୋକ ଯାଜକ, ଯିହୋୟାଦାର ପୁତ୍ର ବନାୟ, ନାଥନ ଭବିଷ୍ୟ‌ଦ୍‌ବକ୍ତା, ଶିମିୟି, ରେୟି ଓ ଦାଉଦଙ୍କର ସ୍ୱତନ୍ତ୍ର ପ୍ରହରୀଗଣ ଅଦୋନିୟଙ୍କୁ ସମର୍ଥନ କରି ନ ଥିଲେ। ସେମାନେ ଦାଉଦଙ୍କର ବିଶ୍ୱସ୍ତ ଥିଲେ।


କିନ୍ତୁ ସେ ମୋତେ, ସାଦୋକ ଯାଜକଙ୍କୁ, ଯିହୋୟାଦାର ପୁତ୍ର ବନାୟକୁ ଓ ଆପଣଙ୍କ ପୁତ୍ର ଶଲୋମନକୁ ନିମନ୍ତ୍ରଣ କରି ନାହାନ୍ତି।


ଏଥିରେ ନାଥନ ଶଲୋମନଙ୍କର ମାତା ବ‌ତ୍‌ଶେବାଙ୍କୁ କହିଲେ, “ଆମ୍ଭମାନଙ୍କର ପ୍ରଭୁ ଦାଉଦଙ୍କ ଅଜ୍ଞାତସାରରେ ହଗୀତଙ୍କର ପୁତ୍ର ଅଦୋନିୟ ନିଜକୁ ରାଜା କରିଅଛନ୍ତି। ଏହା କ’ଣ ତୁମ୍ଭେ ଶୁଣି ନାହଁ?


ତା'ପରେ ହଗୀତର ପୁତ୍ର ଅଦୋନିୟ ଶଲୋମନଙ୍କର ମାତା ବ‌ତ୍‌ଶେବା ନିକଟକୁ ଆସିଲେ। ବ‌ତ୍‌ଶେବା ତାଙ୍କୁ ପଗ୍ଭରିଲେ, “ଶାନ୍ତିରେ ଆସିଲ ତ?” ଅଦୋନିୟ ଉତ୍ତର ଦେଲେ, “ହଁ, ଶାନ୍ତିରେ ଆସିଲି।


ନାଥନର ପୁତ୍ର ଅସରିୟ ଜିଲ୍ଲାର ପ୍ରଧାନମାନଙ୍କ ମୂଖ୍ୟ ଥିଲା ଓ ନାଥନର ପୁତ୍ର ସାବୁଦ୍ ଯାଜକ ଓ ରାଜା ଶଲୋମନଙ୍କର ଜଣେ ଉପଦେଶକ ଥିଲେ।


Swiv nou:

Piblisite


Piblisite