Biblia Todo Logo
Bib sou entènèt

- Piblisite -




1 ରାଜାବଳୀ 1:11 - ପବିତ୍ର ବାଇବଲ

11 ଏଥିରେ ନାଥନ ଶଲୋମନଙ୍କର ମାତା ବ‌ତ୍‌ଶେବାଙ୍କୁ କହିଲେ, “ଆମ୍ଭମାନଙ୍କର ପ୍ରଭୁ ଦାଉଦଙ୍କ ଅଜ୍ଞାତସାରରେ ହଗୀତଙ୍କର ପୁତ୍ର ଅଦୋନିୟ ନିଜକୁ ରାଜା କରିଅଛନ୍ତି। ଏହା କ’ଣ ତୁମ୍ଭେ ଶୁଣି ନାହଁ?

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

11 ଏଥିରେ ନାଥନ ଶଲୋମନଙ୍କର ମାତା ବତ୍ଶେବାକୁ କହିଲେ, ଆମ୍ଭମାନଙ୍କ ପ୍ରଭୁ ଦାଉଦଙ୍କ ଅଜ୍ଞାତସାରରେ ହଗୀତର ପୁତ୍ର ଅଦୋନୀୟ ରାଜ୍ୟ କରୁଅଛି, ଏହା କʼଣ ତୁମ୍ଭେ ଶୁଣି ନାହଁ?

Gade chapit la Kopi

ଓଡିଆ ବାଇବେଲ

11 ଏଥିରେ ନାଥନ ଶଲୋମନଙ୍କର ମାତା ବତ୍‍ଶେବାକୁ କହିଲେ, “ଆମ୍ଭମାନଙ୍କ ପ୍ରଭୁ ଦାଉଦଙ୍କ ଅଜ୍ଞାତସାରରେ ହଗୀତର ପୁତ୍ର ଅଦୋନୀୟ ରାଜା ହୋଇଅଛି, ଏହା କ’ଣ ତୁମ୍ଭେ ଶୁଣି ନାହଁ ?

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

11 ଏଥିରେ ନାଥନ ଶଲୋମନଙ୍କର ମାତା ବତ୍‍ଶେବାକୁ କହିଲେ, “ଆମ୍ଭମାନଙ୍କ ପ୍ରଭୁ ଦାଉଦଙ୍କ ଅଜ୍ଞାତସାରରେ ହଗୀତର ପୁତ୍ର ଅଦୋନୀୟ ରାଜା ହୋଇଅଛି, ଏହା କʼଣ ତୁମ୍ଭେ ଶୁଣି ନାହଁ?

Gade chapit la Kopi




1 ରାଜାବଳୀ 1:11
9 Referans Kwoze  

ଚତୁର୍ଥ ପୁତ୍ର ଜନ୍ମ ହେଲେ, ତାଙ୍କର ନାମ ଅଦୋନୀୟ, ଅଦୋନୀୟର ମାତା ହେଲେ, ହଗୀତ୍ ଏବଂ ପଞ୍ଚମ ପୁତ୍ର ହେଲେ ଶଫଟୀୟ ସେ ଅବିଟଲର ପୁତ୍ର।


ଏକତ୍ରିତ ହୋଇଥିବା ଇସ୍ରାଏଲର ସମସ୍ତ ଲୋକଙ୍କୁ ରାଜା ଦାଉଦ କହିଲେ, “ପରମେଶ୍ୱର ମୋର ପୁତ୍ର ଶଲୋମନକୁ ମନୋନୀତ କରିଅଛନ୍ତି। ଶଲୋମନ ଅଳ୍ପବୟସ୍କ ଅଟେ ଓ ଏହି କାର୍ଯ୍ୟ ନିମନ୍ତେ ଯେଉଁ ସମସ୍ତ ବିଷୟ ଆବଶ୍ୟକ, ସେ ତାହା ଜାଣେ ନାହିଁ? କିନ୍ତୁ ଏହି କାର୍ଯ୍ୟ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ଅଟେ। ଏହି ମନ୍ଦିର ଲୋକମାନଙ୍କ ନିମନ୍ତେ ନୁହେଁ, ଏହି ମନ୍ଦିର ସଦାପ୍ରଭୁ ପରମେଶ୍ୱରଙ୍କ ନିମନ୍ତେ ଅଟେ।


ଅବଶାଲୋମ ଇସ୍ରାଏଲର ଗ୍ଭରିଆଡ଼େ ଲୋକ ପଠାଇ ଥିଲେ, “ତୁମ୍ଭେମାନେ ତୂରୀଧ୍ୱନି ଶୁଣିବା ମାତ୍ରେ ତୁମ୍ଭେମାନେ ଘୋଷଣା କର ଅବଶାଲୋମ ହିବ୍ରୋଣର ରାଜା ହୋଇଛନ୍ତି।’”


ମାତ୍ର ସେ ନାଥନ ଭବିଷ୍ୟ‌ଦ୍‌ବକ୍ତାଙ୍କୁ, ବନାୟଙ୍କୁ, ପିତାଙ୍କର ସ୍ୱତନ୍ତ୍ର ବୀରମାନଙ୍କୁ ଓ ନିଜର ଭାଇ ଶଲୋମନଙ୍କୁ ନିମନ୍ତ୍ରଣ କଲେ ନାହିଁ।


ତା'ପରେ ହଗୀତର ପୁତ୍ର ଅଦୋନିୟ ଶଲୋମନଙ୍କର ମାତା ବ‌ତ୍‌ଶେବା ନିକଟକୁ ଆସିଲେ। ବ‌ତ୍‌ଶେବା ତାଙ୍କୁ ପଗ୍ଭରିଲେ, “ଶାନ୍ତିରେ ଆସିଲ ତ?” ଅଦୋନିୟ ଉତ୍ତର ଦେଲେ, “ହଁ, ଶାନ୍ତିରେ ଆସିଲି।


Swiv nou:

Piblisite


Piblisite