1 ରାଜାବଳୀ 1:2 - ପବିତ୍ର ବାଇବଲ2 ତେଣୁ ତାଙ୍କର ଦାସମାନେ ତାଙ୍କୁ କହିଲ, “ଆମ୍ଭେମାନେ ଆପଣଙ୍କ ସେବା ନିମନ୍ତେ ଏକ ଯୁବତୀ କନ୍ୟା ଖୋଜି ଆଣିବୁ। ସେ ଆପଣଙ୍କୁ ଉଷ୍ଣତା ଦେବାକୁ ଆପଣଙ୍କ କୋଳରେ ଶୟନ କରିବ।” Gade chapit laପବିତ୍ର ବାଇବଲ (Re-edited) - (BSI)2 ଏଣୁ ତାଙ୍କ ଦାସମାନେ ତାଙ୍କୁ କହିଲେ, ଆମ୍ଭମାନଙ୍କ ପ୍ରଭୁ ମହାରାଜଙ୍କ ନିମନ୍ତେ ଗୋଟିଏ ଯୁବତୀ କନ୍ୟା ଅନ୍ଵେଷଣ କରାଯାଉ ଓ ସେ ମହାରାଜଙ୍କ ଛାମୁରେ ଠିଆ ହୋଇ ସେବା କରୁ; ଆଉ ଆମ୍ଭମାନଙ୍କ ପ୍ରଭୁ ମହାରାଜ ଯେପରି ଉଷ୍ଣତା ପାଇବେ, ଏଥିପାଇଁ ସେ ଆପଣଙ୍କ କୋଳରେ ଶୟନ କରୁ। Gade chapit laଓଡିଆ ବାଇବେଲ2 ଏଥିପାଇଁ, ତାଙ୍କ ଦାସମାନେ ତାଙ୍କୁ କହିଲେ, ଆମ୍ଭମାନଙ୍କ ପ୍ରଭୁ ମହାରାଜଙ୍କ ନିମନ୍ତେ ଗୋଟିଏ ଯୁବତୀ କନ୍ୟା ଅନ୍ୱେଷଣ କରାଯାଉ ଓ ସେ ମହାରାଜଙ୍କ ଛାମୁରେ ଠିଆ ହୋଇ ସେବା କରୁ; ଆଉ ଆମ୍ଭମାନଙ୍କ ପ୍ରଭୁ ମହାରାଜ ଯେପରି ଉଷ୍ଣତା ପାଇବେ, ଏଥିପାଇଁ ସେ ଆପଣଙ୍କ କୋଳରେ ଶୟନ କରୁ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT2 ଏଥିପାଇଁ, ତାଙ୍କ ଦାସମାନେ ତାଙ୍କୁ କହିଲେ, ଆମ୍ଭମାନଙ୍କ ପ୍ରଭୁ ମହାରାଜଙ୍କ ନିମନ୍ତେ ଗୋଟିଏ ଯୁବତୀ କନ୍ୟା ଅନ୍ୱେଷଣ କରାଯାଉ ଓ ସେ ମହାରାଜଙ୍କ ଛାମୁରେ ଠିଆ ହୋଇ ସେବା କରୁ; ଆଉ ଆମ୍ଭମାନଙ୍କ ପ୍ରଭୁ ମହାରାଜ ଯେପରି ଉଷ୍ଣତା ପାଇବେ, ଏଥିପାଇଁ ସେ ଆପଣଙ୍କ କୋଳରେ ଶୟନ କରୁ। Gade chapit la |