Biblia Todo Logo
Bib sou entènèt

- Piblisite -




1 ରାଜାବଳୀ 1:3 - ପବିତ୍ର ବାଇବଲ

3 ଏଣୁ ରାଜାଙ୍କର ଦାସମାନେ ଇସ୍ରାଏଲର ସମସ୍ତ ଅଞ୍ଚଳରେ ସୁନ୍ଦରୀ କନ୍ୟାର ଅନ୍ୱେଷଣ କରିବା ଆରମ୍ଭ କରିଦେଲେ। ଶେଷରେ ସେ ଶୁନେମୀୟା ନଗରରୁ ଅବୀଶଗ ନାମକ ଏକ ସୁନ୍ଦରୀ ଯୁବତୀ ପାଇଲେ ଓ ତାକୁ ରାଜାଙ୍କ ନିକଟକୁ ଘେନି ଆସିଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

3 ତହିଁରେ ଲୋକମାନେ ଇସ୍ରାଏଲର ସମସ୍ତ ଅଞ୍ଚଳରେ ସୁନ୍ଦରୀ କନ୍ୟାର ଅନ୍ଵେଷଣ କରି ଶୁନେମୀୟା ଅବୀଶଗକୁ ପାଇ ରାଜାଙ୍କ ନିକଟକୁ ତାହାକୁ ଆଣିଲେ।

Gade chapit la Kopi

ଓଡିଆ ବାଇବେଲ

3 ତହିଁରେ ଲୋକମାନେ ଇସ୍ରାଏଲର ସମସ୍ତ ଅଞ୍ଚଳରେ ସୁନ୍ଦରୀ କନ୍ୟାର ଅନ୍ୱେଷଣ କରି ଶୁନେମୀୟା ଅବୀଶଗ ନାମକ ଏକ କନ୍ୟାକୁ ପାଇ ରାଜାଙ୍କ ନିକଟକୁ ଆଣିଲେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

3 ତହିଁରେ ଲୋକମାନେ ଇସ୍ରାଏଲର ସମସ୍ତ ଅଞ୍ଚଳରେ ସୁନ୍ଦରୀ କନ୍ୟାର ଅନ୍ୱେଷଣ କରି ଶୁନେମୀୟା ଅବୀଶଗ ନାମକ ଏକ କନ୍ୟାକୁ ପାଇ ରାଜାଙ୍କ ନିକଟକୁ ଆଣିଲେ।

Gade chapit la Kopi




1 ରାଜାବଳୀ 1:3
9 Referans Kwoze  

ନିମ୍ନରେ ଦିଆଯାଇଥିବା ଭୂମିଗୁଡ଼ିକ ଉକ୍ତ ପରିବାରବର୍ଗଙ୍କୁ ଦିଆଗଲା। ସେମାନେ ହେଲେ ଯିଷ୍ରିୟେଲ, କସୁଲ୍ଲୋତ ଓ ସୁନେମ୍।


ଏହା ପରେ ଯେଉଁ କନ୍ୟା ମହାରାଜାଙ୍କର ତୁଷ୍ଟୀକାରୀଣୀ ହେବ, ସେ ବଷ୍ଟୀ ବଦଳେ ରାଣୀ ହେବ।” ଏହି କଥାରେ ରାଜା ସନ୍ତୋଷ ହେବାରୁ ସେ ଏପରି କଲା।


ତେଣୁ ରାଜାର ସେବାକାରୀ ଭୃତ୍ୟମାନେ ତାହାକୁ କହିଲେ, “ମହାରାଜାଙ୍କ ପାଇଁ ସୁନ୍ଦରୀ ଯୁବତୀ କନ୍ୟାଗଣର ଅନ୍ୱେଷଣ କରାଯାଉ।


ଏକଦା ଇଲୀଶାୟ ଶୁନେମକୁ ଗଲେ। ସେଠାରେ ଏକ ମହତ୍ତ୍ୱପୂର୍ଣ୍ଣ ଧନୀ ସ୍ତ୍ରୀଲୋକ ତାଙ୍କୁ ଅନ୍ନ ଭୋଜନ ଦେବାକୁ ବଳାଇଲା। ଏହା ପରେ ଇଲୀଶାୟ ଯେତେଥର ସେହି ବାଟ ଦେଇ ଗଲେ ସେତେଥର ସେଠାରେ ଅନ୍ନ ଭୋଜନ କଲେ।


ପଲେଷ୍ଟୀୟମାନେ ଯୁଦ୍ଧ ପାଇଁ ପ୍ରସ୍ତୁତ ହେଉଥିଲେ। ସେମାନେ ଶୂନେମରେ ତାଙ୍କର ସେନା ଛାଉଣି ପ୍ରସ୍ତୁତ କରୁଥିଲେ। ଶାଉଲ ସମସ୍ତ ଇସ୍ରାଏଲୀୟବାସୀଙ୍କୁ ଏକତ୍ରିତ କରି ଗି‌ଲ୍‌ବୋୟରେ ସେନା ଛାଉଣି ସ୍ଥାପନ କଲେ।


ଏହିରୂପେ ସେ କର୍ମିଲ ପର୍ବତରେ ପହଞ୍ଚି ପରମେଶ୍ୱରଙ୍କ ଲୋକ ଇଲୀଶାୟଙ୍କୁ ଦେଖିଲେ। ଇଲୀଶାୟ ମଧ୍ୟ ଦୂରରୁ ତାଙ୍କୁ ଆସୁଥିବାର ଦେଖି ନିଜର ଦାସ ଗିହେଜୀକି କହିଲେ, “ଦେଖ, ଏହି ଶୁନେମୀୟା ସ୍ତ୍ରୀ ଏଠାକୁ ଆସୁଛି।


ତେଣୁ ତାଙ୍କର ଦାସମାନେ ତାଙ୍କୁ କହିଲ, “ଆମ୍ଭେମାନେ ଆପଣଙ୍କ ସେବା ନିମନ୍ତେ ଏକ ଯୁବତୀ କନ୍ୟା ଖୋଜି ଆଣିବୁ। ସେ ଆପଣଙ୍କୁ ଉଷ୍ଣତା ଦେବାକୁ ଆପଣଙ୍କ କୋଳରେ ଶୟନ କରିବ।”


ସେହି ଯୁବତୀ ଅତି ସୁନ୍ଦରୀ ଥିଲା। ସେ ରାଜାଙ୍କର ସେବା ଓ ପରିଚର୍ଯ୍ୟା କଲା। ମାତ୍ର ରାଜା ଦାଉଦ ତା’ ସହିତ ଯୌନ ସମ୍ପର୍କ ରଖିଲେ ନାହିଁ।


Swiv nou:

Piblisite


Piblisite