1 ରାଜାବଳୀ 1:4 - ପବିତ୍ର ବାଇବଲ4 ସେହି ଯୁବତୀ ଅତି ସୁନ୍ଦରୀ ଥିଲା। ସେ ରାଜାଙ୍କର ସେବା ଓ ପରିଚର୍ଯ୍ୟା କଲା। ମାତ୍ର ରାଜା ଦାଉଦ ତା’ ସହିତ ଯୌନ ସମ୍ପର୍କ ରଖିଲେ ନାହିଁ। Gade chapit laପବିତ୍ର ବାଇବଲ (Re-edited) - (BSI)4 ସେହି ଯୁବତୀ ଅତି ସୁନ୍ଦରୀ ଥିଲା ଓ ସେ ରାଜାଙ୍କର ସେବା ଓ ପରିଚର୍ଯ୍ୟା କଲା; ମାତ୍ର ରାଜା ତାହାର ସହବାସ କଲେ ନାହିଁ। Gade chapit laଓଡିଆ ବାଇବେଲ4 ସେହି ଯୁବତୀ ଅତି ସୁନ୍ଦରୀ ଥିଲା ଓ ସେ ରାଜାଙ୍କର ସେବା ଓ ପରିଚର୍ଯ୍ୟା କଲା; ମାତ୍ର ରାଜା ତାହାର ସହବାସ କଲେ ନାହିଁ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT4 ସେହି ଯୁବତୀ ଅତି ସୁନ୍ଦରୀ ଥିଲା ଓ ସେ ରାଜାଙ୍କର ସେବା ଓ ପରିଚର୍ଯ୍ୟା କଲା; ମାତ୍ର ରାଜା ତାହାର ସହବାସ କଲେ ନାହିଁ। Gade chapit la |
ରାଜା ଦାଉଦ ଓ ପତ୍ନୀ ହଗୀତଙ୍କର ପୁତ୍ର ଅଦୋନିୟ ଅତି ସୁନ୍ଦର ଥିଲେ। ସେ ତାଙ୍କର ଭାଇ ଅବଶାଲୋମଙ୍କ ପରେ ଜନ୍ମ ଗ୍ରହଣ କରିଥିଲେ। ମାତ୍ର ସେ ଅତ୍ୟନ୍ତ ଗର୍ବୀ ଥିଲେ ଓ ନିଜେ ପରବର୍ତ୍ତୀ ରାଜା ହେବାକୁ ସ୍ଥିର କଲେ। ସେ ଗୋଟିଏ ରଥ, ଅଶ୍ୱାରୋହୀଗଣ ଓ ସମ୍ମୁଖରେ ଦୌଡ଼ିବା ପାଇଁ ପଗ୍ଭଶ୍ ଜଣ ଲୋକ ପାଇଲେ। ମାତ୍ର ରାଜା ଦାଉଦ କେବେ ଅଦୋନିୟଙ୍କୁ ଠିକ୍ କରିବାକୁ ଚେଷ୍ଟା କରି ନ ଥିଲେ। “ଏପରିକି ସେ ତାଙ୍କୁ ପଗ୍ଭରିଲେ ନାହିଁ ଯେ କାହିଁକି ସେ ଏହିସବୁ କରୁଥିଲେ?”