1 ରାଜାବଳୀ 1:5 - ପବିତ୍ର ବାଇବଲ5-6 ରାଜା ଦାଉଦ ଓ ପତ୍ନୀ ହଗୀତଙ୍କର ପୁତ୍ର ଅଦୋନିୟ ଅତି ସୁନ୍ଦର ଥିଲେ। ସେ ତାଙ୍କର ଭାଇ ଅବଶାଲୋମଙ୍କ ପରେ ଜନ୍ମ ଗ୍ରହଣ କରିଥିଲେ। ମାତ୍ର ସେ ଅତ୍ୟନ୍ତ ଗର୍ବୀ ଥିଲେ ଓ ନିଜେ ପରବର୍ତ୍ତୀ ରାଜା ହେବାକୁ ସ୍ଥିର କଲେ। ସେ ଗୋଟିଏ ରଥ, ଅଶ୍ୱାରୋହୀଗଣ ଓ ସମ୍ମୁଖରେ ଦୌଡ଼ିବା ପାଇଁ ପଗ୍ଭଶ୍ ଜଣ ଲୋକ ପାଇଲେ। ମାତ୍ର ରାଜା ଦାଉଦ କେବେ ଅଦୋନିୟଙ୍କୁ ଠିକ୍ କରିବାକୁ ଚେଷ୍ଟା କରି ନ ଥିଲେ। “ଏପରିକି ସେ ତାଙ୍କୁ ପଗ୍ଭରିଲେ ନାହିଁ ଯେ କାହିଁକି ସେ ଏହିସବୁ କରୁଥିଲେ?” Gade chapit laପବିତ୍ର ବାଇବଲ (Re-edited) - (BSI)5 ଏହି ସମୟରେ ହାଗୀତର ପୁତ୍ର ଅଦୋନୀୟ ଆପଣାକୁ ବଡ଼ କରି କହିଲା, ମୁଁ ରାଜା ହେବି; ଏଣୁ ସେ ଆପଣା ପାଇଁ ରଥ ଓ ଅଶ୍ଵାରୋହୀଗଣ ଓ ଆପଣା ଆଗେ ଆଗେ ଦୌଡ଼ିବା ପାଇଁ ପାଞ୍ଚଶହ ଜଣ ପ୍ରସ୍ତୁତ କଲା। Gade chapit laଓଡିଆ ବାଇବେଲ5 ଏହି ସମୟରେ ହଗୀତର ପୁତ୍ର ଅଦୋନୀୟ ଆପଣାକୁ ବଡ଼ କରି କହିଲା, “ମୁଁ ରାଜା ହେବି,” ଏଣୁ ସେ ଆପଣା ପାଇଁ ରଥ ଓ ଅଶ୍ୱାରୋହୀଗଣ ଓ ଆପଣା ଆଗେ ଆଗେ ଦୌଡ଼ିବା ପାଇଁ ପଚାଶ ଜଣ ଦେହରକ୍ଷୀକୁ ପ୍ରସ୍ତୁତ କଲେ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT5 ଏହି ସମୟରେ ହଗୀତର ପୁତ୍ର ଅଦୋନୀୟ ଆପଣାକୁ ବଡ଼ କରି କହିଲା, “ମୁଁ ରାଜା ହେବି,” ଏଣୁ ସେ ଆପଣା ପାଇଁ ରଥ ଓ ଅଶ୍ୱାରୋହୀଗଣ ଓ ଆପଣା ଆଗେ ଆଗେ ଦୌଡ଼ିବା ପାଇଁ ପଚାଶ ଜଣ ଦେହରକ୍ଷୀକୁ ପ୍ରସ୍ତୁତ କଲେ। Gade chapit la |
ମୁଁ ତୁମ୍ଭମାନଙ୍କୁ କହୁଛି, ‘ଏହି ଲୋକଟି ଯେତେବେଳେ ତା'ର ପ୍ରାର୍ଥନା ଶେଷ କରି ତା’ ଘରକୁ ଫେରିଗଲା, ସେ ପରମେଶ୍ୱରଙ୍କ ଦୃଷ୍ଟିରେ ଧାର୍ମିକ ପରିଗଣତ ହେଲା। କିନ୍ତୁ ଯେଉଁ ଫାରୂଶୀ ଅନୁଭବ କଲା ଯେ ସେ ଅନ୍ୟ ଲୋକମାନଙ୍କ ଅପେକ୍ଷା ଭଲ ଲୋକ, ସେ ପରମେଶ୍ୱରଙ୍କ ପ୍ରତି ବିଶ୍ୱସ୍ତ ନ ଥିଲା। ଯେଉଁ ଲୋକ ନିଜକୁ ନିଜେ ମହାନ୍ ବୋଲି ଭାବେ, ତାକୁ ହୀନ କରି ଦିଆଯିବ, କିନ୍ତୁ ଯେଉଁ ଲୋକ ନିଜକୁ ହୀନ କରି ଦିଏ ତାକୁ ମହାନ୍ କରାଯିବ।”
ଏକତ୍ରିତ ହୋଇଥିବା ଇସ୍ରାଏଲର ସମସ୍ତ ଲୋକଙ୍କୁ ରାଜା ଦାଉଦ କହିଲେ, “ପରମେଶ୍ୱର ମୋର ପୁତ୍ର ଶଲୋମନକୁ ମନୋନୀତ କରିଅଛନ୍ତି। ଶଲୋମନ ଅଳ୍ପବୟସ୍କ ଅଟେ ଓ ଏହି କାର୍ଯ୍ୟ ନିମନ୍ତେ ଯେଉଁ ସମସ୍ତ ବିଷୟ ଆବଶ୍ୟକ, ସେ ତାହା ଜାଣେ ନାହିଁ? କିନ୍ତୁ ଏହି କାର୍ଯ୍ୟ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ଅଟେ। ଏହି ମନ୍ଦିର ଲୋକମାନଙ୍କ ନିମନ୍ତେ ନୁହେଁ, ଏହି ମନ୍ଦିର ସଦାପ୍ରଭୁ ପରମେଶ୍ୱରଙ୍କ ନିମନ୍ତେ ଅଟେ।