Biblia Todo Logo
Bib sou entènèt

- Piblisite -




1 ରାଜାବଳୀ 1:7 - ପବିତ୍ର ବାଇବଲ

7 ପୁଣି ସେ ସରୁୟାର ପୁତ୍ର ଯୋୟାବ ଓ ଅବିୟାଥର ଯାଜକ ସହିତ ପରାମର୍ଶ କଲେ। ସେମାନେ ଅଦୋନିୟର ଅନୁଗତ ହୋଇ ତାଙ୍କୁ ରାଜା କରିବାକୁ ସାହାଯ୍ୟ କଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

7 ପୁଣି ସେ ସରୁୟାର ପୁତ୍ର ଯୋୟାବ ଓ ଅବୀୟାଥର ଯାଜକ ସହିତ ପରାମର୍ଶ କଲା; ଆଉ ସେମାନେ ଅଦୋନୀୟର ଅନୁଗତ ହୋଇ ତାହାକୁ ସାହାଯ୍ୟ କଲେ।

Gade chapit la Kopi

ଓଡିଆ ବାଇବେଲ

7 ପୁଣି, ସେ ସରୁୟାର ପୁତ୍ର ଯୋୟାବ ଓ ଅବୀୟାଥର ଯାଜକ ସହିତ ପରାମର୍ଶ କଲା; ଆଉ ସେମାନେ ଅଦୋନୀୟର ଅନୁଗତ ହୋଇ ତାହାକୁ ସାହାଯ୍ୟ କଲେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

7 ପୁଣି, ସେ ସରୁୟାର ପୁତ୍ର ଯୋୟାବ ଓ ଅବୀୟାଥର ଯାଜକ ସହିତ ପରାମର୍ଶ କଲା; ଆଉ ସେମାନେ ଅଦୋନୀୟର ଅନୁଗତ ହୋଇ ତାହାକୁ ସାହାଯ୍ୟ କଲେ।

Gade chapit la Kopi




1 ରାଜାବଳୀ 1:7
12 Referans Kwoze  

ଶିବା ଥିଲା ଲେଖକ, ପୁଣି ସାଦୋକ୍ ଓ ଅବିୟାଥର ଯାଜକ ଥିଲେ।


ରାଜା ଶଲୋମନ ତାଙ୍କ ମାତାଙ୍କୁ ପଗ୍ଭରିଲେ, “ତୁମ୍ଭେ ମୋତେ କାହିଁକି ଅବୀଶଗ ସହିତ ଅଦୋନିୟକୁ ବିବାହ ଦେବା ପାଇଁ କହୁଛ? ତୁମ୍ଭେ ମୋତେ କାହିଁକି ପଗ୍ଭରୁ ନାହଁ ତାକୁ ରାଜା କରିବା ପାଇଁ? କାରଣ ସେ ତ ମୋର ବଡ଼ଭାଇ। ଯାଜକ ଅବିୟାଥର ଓ ସରୁୟାର ପୁତ୍ର ଯୋୟାବ ତାକୁ ସମର୍ଥନ କରନ୍ତି।”


ସେମାନଙ୍କ ରାଜା ଓ ନେତାମାନେ ଏକତ୍ରିତ ହୋଇ, ସଦାପ୍ରଭୁଙ୍କ ବିରୁଦ୍ଧରେ ଓ ତାଙ୍କ ଦ୍ୱାରା ଅଭିଷିକ୍ତ ପ୍ରଜାଙ୍କ ବିରୁଦ୍ଧରେ ଯୁଦ୍ଧ କରନ୍ତି।


ଦାଉଦ କହିଲେ, “ଯେଉଁ ବ୍ୟକ୍ତି ଯିବୂଷୀୟ ଲୋକମାନଙ୍କ ଉପରେ ଆକ୍ରମଣର ନେତୃତ୍ୱ ନେବ, ସେ ମୋର ସମଗ୍ର ସେନାବାହିନୀର ସେନାପତି ହେବ।” ତେଣୁ ଯୋୟାବ୍ ଏହି ଆକ୍ରମଣର ନେତୃତ୍ୱ ନେଲେ। ଯୋୟାବ୍ ସରୁୟାଙ୍କ ପୁତ୍ର ଥିଲେ। ଯୋୟାବ୍ ସୈନ୍ୟଦଳର ସେନାପତି ହେଲେ।


ସେ ସମୟରେ ଯୋୟାବ ସମସ୍ତ ଇସ୍ରାଏଲର ସୈନ୍ୟଦଳର ଦଳପତି ଥିଲେ। ଯିହୋୟାଦାର ପୁତ୍ର ବନାୟ କରେଥୀୟ ଓ ପଲେଥୀୟମାନଙ୍କ ମୁଖ୍ୟ ଥିଲେ।


ସେଠାରେ ତୁମ୍ଭ ସହିତ ଯାଜକ ସାଦୋକ ଓ ଅବିୟାଥର ଅଛନ୍ତି। ଏଣୁ ତୁମ୍ଭେ ରାଜଗୃହରୁ ଯାହାସବୁ ଶୁଣିବ, ତାହା ସାଦୋକ ଓ ଅବିୟାଥର ଯାଜକକୁ ଜଣାଇବ।


ଯେତେବେଳେ ଅବଶାଲୋମ ବଳିଦାନ ଉତ୍ସର୍ଗ କଲେ, ସେ ଦାଉଦଙ୍କର ମନ୍ତ୍ରୀ ଗୀଲୋନୀୟ ଅହୀଥୋଫଲକୁ ତାହାର ନଗର ଗୀଲୋରୁ ଡକାଇଲେ। ତହିଁରେ ଚକ୍ରାନ୍ତ ଦୃଢ଼ ହେଲା, କାରଣ ଅବଶାଲୋମର ସପକ୍ଷର ଲୋକମାନେ ବହୁତ ବୃଦ୍ଧି ପାଇଲେ।


ସରୁୟାର ପୁତ୍ର ଯୋୟାବ ସୈନ୍ୟମାନଙ୍କ ଉପରେ ପ୍ରଧାନ ଥିଲା, ଅହୀଟୂବର ପୁତ୍ର ଯିହୋଶାଫଟ୍ ମଧ୍ୟ ଇତିହାସ ଲେଖକ ଥିଲେ।


ଯିହୋୟାଦା ଓ ଅବିୟାଥର୍ ପରେ ଅହୀଥୋଫଲଙ୍କ ସ୍ଥାନରେ ରାଜାଙ୍କର ପରାମର୍ଶଦାତା ହେଲେ। ଯିହୋୟାଦା ବନାୟଙ୍କ ପୁତ୍ର ଥିଲେ। ଯୋୟାବ୍ ରାଜାଙ୍କ ସୈନ୍ୟଦଳର ସେନାପତି ଥିଲେ।


Swiv nou:

Piblisite


Piblisite