1 ରାଜାବଳୀ 1:8 - ପବିତ୍ର ବାଇବଲ8 ମାତ୍ର ସାଦୋକ ଯାଜକ, ଯିହୋୟାଦାର ପୁତ୍ର ବନାୟ, ନାଥନ ଭବିଷ୍ୟଦ୍ବକ୍ତା, ଶିମିୟି, ରେୟି ଓ ଦାଉଦଙ୍କର ସ୍ୱତନ୍ତ୍ର ପ୍ରହରୀଗଣ ଅଦୋନିୟଙ୍କୁ ସମର୍ଥନ କରି ନ ଥିଲେ। ସେମାନେ ଦାଉଦଙ୍କର ବିଶ୍ୱସ୍ତ ଥିଲେ। Gade chapit laପବିତ୍ର ବାଇବଲ (Re-edited) - (BSI)8 ମାତ୍ର ସାଦୋକ ଯାଜକ ଓ ଯିହୋୟାଦାର ପୁତ୍ର ବନାୟ ଓ ନାଥନ ଭବିଷ୍ୟଦ୍ବକ୍ତା ଓ ଶିମୀୟି ଓ ରେୟି ଓ ଦାଉଦଙ୍କର ବୀରଗଣ ଅଦୋନୀୟର ପକ୍ଷ ନ ଥିଲେ। Gade chapit laଓଡିଆ ବାଇବେଲ8 ମାତ୍ର, ସାଦୋକ ଯାଜକ ଓ ଯିହୋୟାଦାର ପୁତ୍ର ବନାୟ ଓ ନାଥନ ଭବିଷ୍ୟଦ୍ବକ୍ତା ଓ ଶିମୀୟି ଓ ରେୟି ଓ ଦାଉଦଙ୍କର ବୀରଗଣ ଅଦୋନୀୟର ପକ୍ଷ ନ ଥିଲେ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT8 ମାତ୍ର, ସାଦୋକ ଯାଜକ ଓ ଯିହୋୟାଦାର ପୁତ୍ର ବନାୟ ଓ ନାଥନ ଭବିଷ୍ୟଦ୍ବକ୍ତା ଓ ଶିମୀୟି ଓ ରେୟି ଓ ଦାଉଦଙ୍କର ବୀରଗଣ ଅଦୋନୀୟର ପକ୍ଷ ନ ଥିଲେ। Gade chapit la |
“କିନ୍ତୁ ସମସ୍ତ ଲେବୀୟ ଯାଜକଗଣ, ସାଦୋକର ଭବିଷ୍ୟଦ୍ ବଂଶଧରଗଣ ଯେଉଁମାନେ ମୋର ପବିତ୍ର ସ୍ଥାନ ନିୟମ ଅନୁସରଣ କଲେ, ଯେତେବେଳେ ଇସ୍ରାଏଲୀୟମାନେ ମୋ'ଠାରୁ ବିପଥଗାମୀ ହେଲେ, ସେମାନେ ମୋ’ ପାଖକୁ ସେବା କରିବା ପାଇଁ ଆସିବାକୁ ସମର୍ଥ ହେବ। ସେମାନେ ମୋ’ ଉଦ୍ଦେଶ୍ୟରେ ମେଦ ଓ ରକ୍ତ ବଳିଦାନ ହୋଇଥିବା ପଶୁମାନଙ୍କର ଉତ୍ସର୍ଗ କରିବା ନିମନ୍ତେ ମୋ’ ସମ୍ମୁଖରେ ଠିଆ ହେବ।” ଏହା ସଦାପ୍ରଭୁ, ମୋର ପ୍ରଭୁ କହନ୍ତି।