Biblia Todo Logo
Bib sou entènèt

- Piblisite -




1 ରାଜାବଳୀ 1:9 - ପବିତ୍ର ବାଇବଲ

9 ଥରେ ଅଦୋନିୟ ଐନରୋଗଲେର ପାର୍ଶ୍ୱସ୍ଥ ସୋହେଲତ ପଥର ନିକଟରେ ମେଷ, ବୃଷ ଓ ପୁଷ୍ଟ ବାଛୁରି ମାରି ନିଜର ଭ୍ରାତା ରାଜପୁତ୍ରମାନଙ୍କୁ ଓ ଯିହୁଦା ରାଜାଙ୍କର ସମସ୍ତ କର୍ମଗ୍ଭରୀମାନଙ୍କୁ ଉତ୍ସର୍ଗ କରିଥିବା ପଶୁର ମାଂସ ଖାଇବା ପାଇଁ ନିମନ୍ତ୍ରଣ କଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

9 ଏଉତ୍ତାରେ ଅଦୋନୀୟ ଐନରୋଗେଲର ପାର୍ଶ୍ଵସ୍ଥ ସୋହେଲତ୍-ପ୍ରସ୍ତର ନିକଟରେ ମେଷ, ବୃଷ ଓ ପୁଷ୍ଟ ପଶୁମାନଙ୍କୁ ମାରି ଆପଣା ଭ୍ରାତା ସମସ୍ତ ରାଜପୁତ୍ରଙ୍କୁ ଓ ରାଜାଙ୍କ ଦାସ ଯିହୁଦାର ସମସ୍ତ ଲୋକଙ୍କୁ ନିମନ୍ତ୍ରଣ କଲା।

Gade chapit la Kopi

ଓଡିଆ ବାଇବେଲ

9 ଏଉତ୍ତାରେ ଅଦୋନୀୟ ଐନ୍‍-ରୋଗେଲର ପାର୍ଶ୍ଵସ୍ଥ ସୋହେଲତ୍‍-ପ୍ରସ୍ତର ନିକଟରେ ମେଷ, ବୃଷ ଓ ପୁଷ୍ଟ ପଶୁମାନଙ୍କୁ ମାରି ଆପଣା ଭ୍ରାତା ସମସ୍ତ ରାଜପୁତ୍ରଙ୍କୁ ଓ ରାଜାଙ୍କ ଦାସ ଯିହୁଦାର ସମସ୍ତ ଲୋକଙ୍କୁ ନିମନ୍ତ୍ରଣ କଲେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

9 ଏଉତ୍ତାରେ ଅଦୋନୀୟ ଐନ୍‍-ରୋଗେଲର ପାର୍ଶ୍ୱସ୍ଥ ସୋହେଲତ୍‍-ପ୍ରସ୍ତର ନିକଟରେ ମେଷ, ବୃଷ ଓ ପୁଷ୍ଟ ପଶୁମାନଙ୍କୁ ମାରି ଆପଣା ଭ୍ରାତା ସମସ୍ତ ରାଜପୁତ୍ରଙ୍କୁ ଓ ରାଜାଙ୍କ ଦାସ ଯିହୁଦାର ସମସ୍ତ ଲୋକଙ୍କୁ ନିମନ୍ତ୍ରଣ କଲେ।

Gade chapit la Kopi




1 ରାଜାବଳୀ 1:9
9 Referans Kwoze  

ଯାଜକର ପୁତ୍ର ଯୋନାଥନ ଓ ଅହୀମାସ୍ ଐ‌ନ୍‌ରୋଗେଲରେ ଅପେକ୍ଷା କରୁଥିଲେ, ଯେହେତୁ ସେମାନେ ନଗର ଭିତରକୁ ଯିବାକୁ ଗ୍ଭହିଁଲେ ନାହିଁ। ତେଣୁ ଜଣେ ଦାସୀ ନଗରରୁ ବାହାରି ଆସିଲା ଏବଂ ଖବର ଦେଉଥିଲା। ତା'ପରେ ସେମାନେ ଗଲେ ଓ ରାଜା ଦାଉଦଙ୍କୁ କହିଲେ।


ଦୁଷ୍ଟମାନଙ୍କ ବଳିଦାନ ସଦାପ୍ରଭୁଙ୍କଠାରେ ଘୃଣାର ବିଷୟ ଅଟେ। ମାତ୍ର ସରଳ ଲୋକଙ୍କର ପ୍ରାର୍ଥନାକୁ ସେ ଗ୍ରହଣ କରନ୍ତି।


ଏହିପରି ଭାବରେ ସେହି ସୀମା ଆଖୋର ଉପତ୍ୟକାଠାରୁ ଦବୀର ଆଡ଼କୁ ଗଲା। ଏହିପରି ନଦୀର ଦକ୍ଷିଣ ପାରିସ୍ଥ ଅଦୁମ୍ମୀମ୍ ଘାଟି ସମ୍ମୁଖସ୍ଥ ଗି‌ଲ୍‌ଗଲ୍ ଆଡ଼କୁ ଯାଇ ଉତ୍ତର ଦିଗକୁ ଯାଇଛି ଓ ଐନ୍ ଶେମଶ୍ ନାମକ ଜଳାଶୟ ଆଡ଼କୁ ଚଳିଲା ଓ ତହିଁର ଶେଷଭାଗ ଐ‌ନ୍‌-ରୋଗେଲ୍ ନିକଟରେ ଥିଲା।


“ତା'ପରେ ରାଜା ଆଉ କିଛି ଗ୍ଭକରଙ୍କୁ ପଠାଇଲେ। ରାଜା ଗ୍ଭକରମାନଙ୍କୁ କହିଲେ, ‘ଯେଉଁମାନଙ୍କୁ ବିବାହଭୋଜିକୁ ଆସିବାକୁ ନିମନ୍ତ୍ରଣ କରାଯାଇଛି, ତୁମ୍ଭେମାନେ ସେମାନଙ୍କୁ କୁହ, ଭୋଜି ପ୍ରସ୍ତୁତି ସରିଲାଣି। ମୋର ଉତ୍ତମ ବଳଦ ଓ ମୋଟା ପଶୁମାନଙ୍କୁ ମରାଯାଇଛି। ସବୁକିଛି ପ୍ରସ୍ତୁତ ଅଛି। ଅତଏବ ବିବାହଭୋଜିକୁ ଆସନ୍ତୁ।’


ଏହାର ସୀମା ରଫାୟୀମ୍ ତଳ ଭୂମିର ଉତ୍ତର ଦିଗସ୍ଥ ହିନ୍ନୋମ ପୁତ୍ରର ଉପତ୍ୟକା ସମ୍ମୁଖସ୍ଥ ପର୍ବତର ପ୍ରାନ୍ତ ପର୍ଯ୍ୟନ୍ତ ଲାଗିଥିଲା ଓ ଏହାର ସୀମା ହିନ୍ନୋମ ଉପତ୍ୟକାଠାରୁ ଯିବୂଷର ଦକ୍ଷିଣ ପାର୍ଶ୍ୱ ପର୍ଯ୍ୟନ୍ତ ଲାଗିଥିଲା। ଏବଂ ଏହାର ସୀମା ଐନରୋଗଲେକୁ ଲାଗିଥିଲା।


ଆଉ ସେ ଅନେକ ମେଷ, ବୃଷ ଓ ପୁଷ୍ଟ ପଶୁ ମାରି ମହାରାଜାଙ୍କ ସମସ୍ତ ପୁତ୍ରମାନଙ୍କୁ, ଅବିୟାଥର ଯାଜକଙ୍କୁ ଓ ଯୋୟାବ ସେନାପତିଙ୍କୁ ନିମନ୍ତ୍ରଣ କରିଅଛି, ମାତ୍ର ଆପଣଙ୍କ ବିଶ୍ୱସ୍ତ ପୁତ୍ର ଶଲୋମନଙ୍କୁ ଡାକି ନାହିଁ।


କାରଣ ସେ ଆଜି ଯାଇ ଉପତ୍ୟକାରେ ଅନେକ ମେଷ, ବୃଷ ଓ ପୁଷ୍ଟ ପଶୁ ମାରି ସମସ୍ତ ରାଜପୁତ୍ରମାନଙ୍କୁ ଓ ସେନାପତିମାନଙ୍କୁ ଏବଂ ଅବିୟାଥର ଯାଜକଙ୍କୁ ନିମନ୍ତ୍ରଣ କରିଅଛନ୍ତି। ସେମାନେ ଏକତ୍ରିତ ହୋଇ ଭୋଜନ ପାନ କରୁଛନ୍ତି ଓ କହୁଛନ୍ତି, ‘ରାଜା ଅଦୋନିୟ ଚିରଜୀବି ହୁଅନ୍ତୁ।’


Swiv nou:

Piblisite


Piblisite