1 ରାଜାବଳୀ 10:2 - ପବିତ୍ର ବାଇବଲ2 ଶିବାର ରାଣୀ ବହୁ ଦାସଦାସୀଙ୍କ ଗହଣରେ ଯିରୁଶାଲମକୁ ଆସିବା ବେଳେ ସଙ୍ଗରେ ଓଟ ପୃଷ୍ଠରେ ସୁଗନ୍ଧି ଦ୍ରବ୍ୟ, ବିଭିନ୍ନ ରତ୍ନ ଓ ବହୁ ସୁବର୍ଣ୍ଣ ଆଣି ଶଲୋମନଙ୍କୁ ଭେଟିଲେ ଓ ଆପଣାର ମନୋନୀତ ପ୍ରଶ୍ନ ଶଲୋମନଙ୍କୁ ପଗ୍ଭରିଲେ। Gade chapit laପବିତ୍ର ବାଇବଲ (Re-edited) - (BSI)2 ସେ ସୁଗନ୍ଧି ଦ୍ରବ୍ୟ ଓ ଅତି ପ୍ରଚୁର ସ୍ଵର୍ଣ୍ଣ ଓ ମଣିବାହକ ଉଷ୍ଟ୍ରଗଣ ସଙ୍ଗେ ନେଇ ମହାସମାରୋହରେ ଯିରୂଶାଲମକୁ ଆସିଲା; ପୁଣି ସେ ଶଲୋମନଙ୍କ ନିକଟକୁ ଆସି ଆପଣା ମନରେ ଯାହା ଯାହା ଥିଲା, ସେସବୁ ବିଷୟରେ ତାଙ୍କ ସଙ୍ଗେ କଥାବାର୍ତ୍ତା କଲା। Gade chapit laଓଡିଆ ବାଇବେଲ2 ସେ ସୁଗନ୍ଧି ଦ୍ରବ୍ୟ ଓ ଅତି ପ୍ରଚୁର ସ୍ୱର୍ଣ୍ଣ ଓ ମଣିବାହକ ଉଷ୍ଟ୍ରଗଣ ସଙ୍ଗେ ନେଇ ମହାସମାରୋହରେ ଯିରୂଶାଲମକୁ ଆସିଲା; ପୁଣି, ସେ ଶଲୋମନଙ୍କ ନିକଟକୁ ଆସି ଆପଣା ମନରେ ଯାହା ଯାହା ଥିଲା, ସେସବୁ ବିଷୟରେ ତାଙ୍କ ସଙ୍ଗେ କଥାବାର୍ତ୍ତା କଲେ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT2 ସେ ସୁଗନ୍ଧି ଦ୍ରବ୍ୟ ଓ ଅତି ପ୍ରଚୁର ସ୍ୱର୍ଣ୍ଣ ଓ ମଣିବାହକ ଉଷ୍ଟ୍ରଗଣ ସଙ୍ଗେ ନେଇ ମହାସମାରୋହରେ ଯିରୂଶାଲମକୁ ଆସିଲା; ପୁଣି, ସେ ଶଲୋମନଙ୍କ ନିକଟକୁ ଆସି ଆପଣା ମନରେ ଯାହା ଯାହା ଥିଲା, ସେସବୁ ବିଷୟରେ ତାଙ୍କ ସଙ୍ଗେ କଥାବାର୍ତ୍ତା କଲେ। Gade chapit la |
ଦକ୍ଷିଣର ପଶୁଗଣଙ୍କ ପ୍ରତି ଦୁଃଖ ବାର୍ତ୍ତା: ଯିହୁଦାର ଦକ୍ଷିଣ ପ୍ରାନ୍ତ ଅତି ଭୟଙ୍କର ସ୍ଥାନ। ସେ ସ୍ଥାନ ସିଂହ, ସିଂହୀ, କାଳସର୍ପ ଓ ଉଡ୍ଡୀୟମାନ ଅଗ୍ନିମୟ ସର୍ପରେ ପରିପୂର୍ଣ୍ଣ। ସେହି ସଙ୍କଟମୟ ଓ ଯନ୍ତ୍ରଣାମୟ ଗୋଷ୍ଠୀ ଉପକାର କରିବ ନାହିଁ। ମାତ୍ର ଏପରି ଏକ ଗୋଷ୍ଠୀ ନିକଟକୁ ସେମାନେ ଯୁବା ଗର୍ଦ୍ଦଭଗଣଙ୍କ ସ୍କନ୍ଧରେ ନିଜ ନିଜର ଧନ ଓ ଓଟମାନଙ୍କ ପିଠି ଉପରେ ନିଜ ନିଜର ସମ୍ପତ୍ତି ବହନ କରି ନିଅନ୍ତି।