Biblia Todo Logo
Bib sou entènèt

- Piblisite -




1 ରାଜାବଳୀ 10:4 - ପବିତ୍ର ବାଇବଲ

4 ଶିବାର ରାଣୀ ଜାଣିଲେ ଶଲୋମନ ଅତି ଜ୍ଞାନୀ ଓ ସେ ମଧ୍ୟ ତାଙ୍କର ନୂତନ ପ୍ରାସାଦ ଦେଖିଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

4 ପୁଣି ଶିବାର ରାଣୀ ଶଲୋମନଙ୍କର ସମସ୍ତ ଜ୍ଞାନ ଓ ତାଙ୍କର ନିର୍ମିତ ଗୃହ

Gade chapit la Kopi

ଓଡିଆ ବାଇବେଲ

4 ପୁଣି, ଶିବାର ରାଣୀ ଶଲୋମନଙ୍କର ସମସ୍ତ ଜ୍ଞାନ, ତାଙ୍କର ନିର୍ମିତ ଗୃହ,

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

4 ପୁଣି, ଶିବାର ରାଣୀ ଶଲୋମନଙ୍କର ସମସ୍ତ ଜ୍ଞାନ, ତାଙ୍କର ନିର୍ମିତ ଗୃହ,

Gade chapit la Kopi




1 ରାଜାବଳୀ 10:4
10 Referans Kwoze  

“ଯେଉଁ ଦିନ ବିଗ୍ଭର ହେବ ସେ ଦିନ ଦକ୍ଷିଣର ରାଣୀ ବର୍ତ୍ତମାନ ଜୀବିତ ଥିବା ଲୋକଙ୍କ ସହିତ ଠିଆହେବେ ଏବଂ ସେ ସେମାନଙ୍କୁ ଦୋଷୀ ସାବ୍ୟସ୍ତ କରିବେ। କାରଣ ସେ ଶଲୋମନଙ୍କ ଜ୍ଞାନର କଥା ଶୁଣିବା ପାଇଁ ବହୁତ ଦୂରରୁ ଆସିଥିଲେ। ଏବଂ ମୁଁ ତୁମ୍ଭକୁ କହୁଛି ଯେ ମୁଁ ଶଲୋମନଙ୍କଠାରୁ ଅଧିକ ମହାନ୍।


ଉପଦେଶକ ଜ୍ଞାନବାନ ହେବାରୁ ଲୋକମାନଙ୍କୁ ନିତ୍ୟ ଜ୍ଞାନ ଶିକ୍ଷା ମିଳିଲା। ପୁଣି ସେ ଅନୁଧ୍ୟାନ କରି ଓ ଅନୁସନ୍ଧାନ କରି ଅନେକ ହିତୋପଦେଶ ସଂଗ୍ରହ କଲେ।


ଇସ୍ରାଏଲର ସମଗ୍ର ଲୋକେ ରାଜାଙ୍କର ନ୍ୟାୟ ବିଗ୍ଭର ଶୁଣିଲେ ଓ ତାଙ୍କୁ ଭକ୍ତି ଓ ସମ୍ମାନ କଲେ। କାରଣ ସେମାନେ ଜାଣିଲେ ରାଜାଙ୍କର ବିଗ୍ଭର କରିବା ନିମନ୍ତେ ତାଙ୍କ ହୃଦୟରେ ପରମେଶ୍ୱରଙ୍କ ଦତ୍ତ ଜ୍ଞାନ ରହିଛି।


କିନ୍ତୁ ମୁଁ ତୁମ୍ଭକୁ କହୁଛି, ମହାନ ଓ ଧନୀରାଜା ଶଲୋମନ ନିଜର ସମସ୍ତ ବୈଭବ ଥାଇ ମଧ୍ୟ ସେ ନିଜକୁ ସୁସଜ୍ଜିତ କରିପାରି ନ ଥିଲେ।


“ବନ୍ୟ ଫୁଲଗୁଡ଼ିକୁ ଦେଖ, ସେମାନେ କିପରି ଫୁଟନ୍ତି? ସେମାନେ ପରିଶ୍ରମ କରନ୍ତି ନାହିଁ, କି ଲୁଗା ବୁଣନ୍ତି ନାହିଁ। କିନ୍ତୁ ମୁଁ ତୁମ୍ଭମାନଙ୍କୁ କହୁଛି ଯେ ସବୁଠାରୁ ମହାନ୍ ଓ ଧନବାନ ରାଜା ଶଲୋମନ ମଧ୍ୟ ସେହି ଫୁଲମାନଙ୍କ ମଧ୍ୟରୁ କୌଣସି ଗୋଟିଏ ପରି ସୁଦ୍ଧା ସୁସଜ୍ଜିତ ହୋଇପାରି ନ ଥିଲେ।


ଶଲୋମନ ତାଙ୍କର ସମସ୍ତ ପ୍ରଶ୍ନର ଉତ୍ତର କଲେ। ତାଙ୍କୁ ଉତ୍ତର କରିବାକୁ ଶଲୋମନଙ୍କ ନିମନ୍ତେ କୌଣସି ପ୍ରଶ୍ନ କଠିନ ନ ଥିଲା।


ରାଣୀ ରାଜାଙ୍କର ଟେବୁଲରେ ଭିନ୍ନ ଖାଦ୍ୟଦ୍ରବ୍ୟ, ରାଜାଙ୍କର ଅଧିକାରୀଗଣ, ସେମାନଙ୍କର ସେବା, ସେମାନଙ୍କ ବସ୍ତୁ, ରାଜାଙ୍କର କପ୍ ବାହକଗଣ ଓ ସଦାପ୍ରଭୁଙ୍କ ମନ୍ଦିରରେ ରାଜା ଉତ୍ସର୍ଗ କରିଥିବା ନୈବେଦ୍ୟ ଦେଖି ‘ସ୍ତମ୍ଭିଭୁତ ହୋଇଗଲେ।’


Swiv nou:

Piblisite


Piblisite