1 ରାଜାବଳୀ 11:1 - ପବିତ୍ର ବାଇବଲ1 ଶଲୋମନ ବହୁ ରମଣୀଙ୍କୁ ପ୍ରେମ କଲେ, ସେମାନେ ଇସ୍ରାଏଲ ଦେଶର ନ ଥିଲେ। ସେ ରାଜା ଫାରୋର କନ୍ୟା ବ୍ୟତୀତ ହିତ୍ତୀୟ, ମୋୟାବୀୟ, ଅମ୍ମୋନୀୟ, ଇଦୋମୀୟ ଓ ସୀଦୋନୀୟ ସ୍ତ୍ରୀମାନଙ୍କୁ ଭଲ ପାଇଲେ। Gade chapit laପବିତ୍ର ବାଇବଲ (Re-edited) - (BSI)1 ଶଲୋମନ ରାଜା ଫାରୋର କନ୍ୟା ଛଡ଼ା ମୋୟାବୀୟ, ଅମ୍ମୋନୀୟ, ଇଦୋମୀୟ, ସୀଦୋନୀୟ ଓ ହିତ୍ତୀୟ ଅନେକ ବିଦେଶୀୟା ସ୍ତ୍ରୀମାନଙ୍କୁ ପ୍ରେମ କଲେ; Gade chapit laଓଡିଆ ବାଇବେଲ1 ଶଲୋମନ ରାଜା ଫାରୋର କନ୍ୟା ଛଡ଼ା ମୋୟାବୀୟ, ଅମ୍ମୋନୀୟ, ଇଦୋମୀୟ, ସୀଦୋନୀୟ ଓ ହିତ୍ତୀୟ ଅନେକ ବିଦେଶୀୟା ସ୍ତ୍ରୀମାନଙ୍କୁ ପ୍ରେମ କଲେ; Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT1 ଶଲୋମନ ରାଜା ଫାରୋର କନ୍ୟା ଛଡ଼ା ମୋୟାବୀୟ, ଅମ୍ମୋନୀୟ, ଇଦୋମୀୟ, ସୀଦୋନୀୟ ଓ ହିତ୍ତୀୟ ଅନେକ ବିଦେଶୀୟା ସ୍ତ୍ରୀମାନଙ୍କୁ ପ୍ରେମ କଲେ; Gade chapit la |
ଏହିସବୁ କର୍ମ ସମାପ୍ତ ହେଲା ପରେ, ଇସ୍ରାଏଲୀୟ ମୁଖ୍ୟମାନେ ଆମ୍ଭ ନିକଟକୁ ଆସିଲେ ଓ ସେମାନେ କହିଲେ, “ଏଜ୍ରା, ଇସ୍ରାଏଲର ଲୋକମାନେ, ଯାଜକମାନେ ଓ ଲେବୀୟମାନେ ଅନ୍ୟଦେଶୀ ଗୋଷ୍ଠୀୟମାନଙ୍କଠାରୁ ଆପଣାମାନଙ୍କୁ ପୃଥକ ନ କରି ସେମାନଙ୍କର ଅର୍ଥାତ୍ କିଣାନୀୟ, ହିତ୍ତୀୟ, ପିରିଷୀୟ, ଯିବୂଷୀୟ, ଅମ୍ମୋନୀୟ, ମୋୟାବୀୟ, ମିସ୍ରୀୟ ଓ ଇମୋରୀୟମାନଙ୍କର ଘୃଣାଯୋଗ୍ୟ କର୍ମ ଅନୁସାରେ କରୁଅଛନ୍ତି।