1 ରାଜାବଳୀ 16:1 - ପବିତ୍ର ବାଇବଲ1 ଅନନ୍ତର ବାଶାଙ୍କ ବିରୁଦ୍ଧରେ ସଦାପ୍ରଭୁ ହନାନିର ପୁତ୍ର ଯେହୂଙ୍କୁ କହିଲେ, Gade chapit laପବିତ୍ର ବାଇବଲ (Re-edited) - (BSI)1 ଅନନ୍ତର ବାଶାଙ୍କ ବିରୁଦ୍ଧରେ ସଦାପ୍ରଭୁଙ୍କର ବାକ୍ୟ ହନାନିର ପୁତ୍ର ଯେହୂଙ୍କ ନିକଟରେ ଉପସ୍ଥିତ ହେଲା, ଯଥା, Gade chapit laଓଡିଆ ବାଇବେଲ1 ଏଥିଉତ୍ତାରେ ବାଶାଙ୍କ ବିରୁଦ୍ଧରେ ସଦାପ୍ରଭୁଙ୍କର ବାକ୍ୟ ହନାନିର ପୁତ୍ର ଯେହୂଙ୍କ ନିକଟରେ ଉପସ୍ଥିତ ହେଲା, ଯଥା, Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT1 ଏଥିଉତ୍ତାରେ ବାଶାଙ୍କ ବିରୁଦ୍ଧରେ ସଦାପ୍ରଭୁଙ୍କର ବାକ୍ୟ ହନାନିର ପୁତ୍ର ଯେହୂଙ୍କ ନିକଟରେ ଉପସ୍ଥିତ ହେଲା, ଯଥା, Gade chapit la |
ତଥାପି ସଦାପ୍ରଭୁ ପ୍ରତ୍ୟେକ ଭବିଷ୍ୟଦ୍ବକ୍ତା ଓ ପ୍ରତ୍ୟେକ ଦୃଷ୍ଟିକାରୀଙ୍କୁ ଇସ୍ରାଏଲ ଓ ଯିହୁଦାର ପ୍ରତି ଚେତାବନୀ ଦେଇ କହିଲେ, “ତୁମ୍ଭେମାନେ ତୁମ୍ଭମାନଙ୍କର କୁକାର୍ଯ୍ୟରୁ ବିରତ ହୁଅ, ଆଉ ମୁଁ ତୁମ୍ଭମାନଙ୍କ ପିତୃଲୋକଙ୍କ ପାଇଁ ଯେଉଁ ଆଦେଶ କଲି ଓ ଯାହାସବୁ ମୋର ସେବକ ଭବିଷ୍ୟଦ୍ବକ୍ତାଗଣଙ୍କ ହସ୍ତରେ ତୁମ୍ଭମାନଙ୍କ ନିକଟକୁ ପଠାଇଅଛୁ, ତଦନୁସାରେ ମୋର ବ୍ୟବସ୍ଥା ଓ ବିଧି ସବୁ ପାଳନ କର।”