Biblia Todo Logo
Bib sou entènèt

- Piblisite -




1 ରାଜାବଳୀ 16:3 - ପବିତ୍ର ବାଇବଲ

3 ତେଣୁ ହେ ବାଶା, ମୁଁ ତୁମ୍ଭକୁ ଓ ତୁମ୍ଭ ପରିବାରକୁ ବିନାଶ କରିବି। ଯେପରି ନବାଟର ପୁତ୍ର ଯାରବିୟାମର ପରିବାରକୁ ଧ୍ୱଂସ କରିଥିଲି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

3 ଦେଖ, ଆମ୍ଭେ ବାଶାକୁ ଓ ତାହାର ଗୃହକୁ ନିଃଶେଷ ରୂପେ ଝାଟୋଇଦେବା ଓ ଆମ୍ଭେ ତୁମ୍ଭ ଗୃହକୁ ନବାଟର ପୁତ୍ର ଯାରବୀୟାମର ଗୃହ ତୁଲ୍ୟ କରିବା।

Gade chapit la Kopi

ଓଡିଆ ବାଇବେଲ

3 ଦେଖ, ଆମ୍ଭେ ବାଶାକୁ ଓ ତାହାର ଗୃହକୁ ନିଃଶେଷ ରୂପେ ବିନାଶ କରିବା ଓ ଆମ୍ଭେ ତୁମ୍ଭ ଗୃହକୁ ନବାଟର ପୁତ୍ର ଯାରବୀୟାମର ଗୃହ ତୁଲ୍ୟ କରିବା।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

3 ଦେଖ, ଆମ୍ଭେ ବାଶାକୁ ଓ ତାହାର ଗୃହକୁ ନିଃଶେଷ ରୂପେ ବିନାଶ କରିବା ଓ ଆମ୍ଭେ ତୁମ୍ଭ ଗୃହକୁ ନବାଟର ପୁତ୍ର ଯାରବୀୟାମର ଗୃହ ତୁଲ୍ୟ କରିବା।

Gade chapit la Kopi




1 ରାଜାବଳୀ 16:3
8 Referans Kwoze  

ହେ ଯାରବିୟାମ, ମୁଁ ତୁମ୍ଭର ପରିବାରକୁ ଉଚ୍ଛିନ୍ନ କରିବାକୁ ଯାଉଅଛି। ତୁମ୍ଭ ପରିବାରର ପ୍ରତ୍ୟେକ ପୁରୁଷଙ୍କୁ ମୁଁ ହତ୍ୟା କରିବି। ଅଗ୍ନି ଯେପରି ଘାସକୁ ପୋଡ଼ି ପାଉଁଶ କରିଦିଏ, ସେହିପରି ମୁଁ ତୁମ୍ଭର ପରିବାରକୁ ସମ୍ପୂର୍ଣ୍ଣ ଧ୍ୱଂସ କରି ଦେବି।


ତାହାର କବର ଗଧର କବର ତୁଲ୍ୟ ହେବ, ସେ ଘୋଷଡ଼ା ଯାଇ ଯିରୁଶାଲମର ଦ୍ୱାର ବାହାରେ ପକାଯିବ।


“ପୁଣି ସେମାନେ ବାହାରେ ଯାଇ ଆମ୍ଭ ବିରୁଦ୍ଧାଚରଣ କରୁଥିବା ପାପୀ ଲୋକମାନଙ୍କର ଶବ ଦେଖିବେ। କାରଣ ସେମାନଙ୍କର କୀଟ ମରିବ ନାହିଁ କିମ୍ବା ସେମାନଙ୍କର ଅଗ୍ନି ନିର୍ବାପିତ ହେବ ନାହିଁ। ଆଉ ମଧ୍ୟ ସେମାନେ ସମସ୍ତେ ମର୍ତ୍ତ୍ୟର ଘୃଣାର ପାତ୍ର ହେବେ।”


ଆଉ ମଧ୍ୟ ଆମ୍ଭେ ଆହାବର ବଂଶକୁ ନବାଟର ପୁତ୍ର ଯାରବିୟାମର ବଂଶ ତୁଲ୍ୟ ଓ ଅହିୟର ପୁତ୍ର ବାଶାର ବଂଶ ତୁଲ୍ୟ କରିବା।


ଯାରବିୟାମର କେହି ନଗରରେ ମଲେ କୁକୁରମାନେ ତାକୁ ଖାଇବେ ଓ କେହି କ୍ଷେତ୍ରରେ ମଲେ ଆକାଶର ପକ୍ଷୀମାନେ ତାକୁ ଖାଇବେ, କାରଣ ସଦାପ୍ରଭୁ ଏହା କହିଛନ୍ତି।’”


Swiv nou:

Piblisite


Piblisite