1 ରାଜାବଳୀ 21:1 - ପବିତ୍ର ବାଇବଲ1 ଶମରିୟା ନଗରସ୍ଥ ରାଜା ଆହାବଙ୍କ ପ୍ରାସାଦ ନିକଟରେ ଏକ ଦ୍ରାକ୍ଷାକ୍ଷେତ୍ର ଥିଲା। ଯିଷ୍ରିୟେଲୀୟ ନିବାସୀ ନାବୋତ ଏହି ଦ୍ରାକ୍ଷାକ୍ଷେତ୍ରର ଅଧିକାରୀ ଥିଲେ। Gade chapit laପବିତ୍ର ବାଇବଲ (Re-edited) - (BSI)1 ଏଉତ୍ତାରେ ଏହିପରି ଘଟିଲା; ଯିଷ୍ରିୟେଲରେ ଶମରୀୟାର ରାଜା ଆହାବଙ୍କର ଅଟ୍ଟାଳିକା ସନ୍ନିକଟରେ ଯିଷ୍ରିୟେଲୀୟ ନାବୋତର ଖଣ୍ତେ ଦ୍ରାକ୍ଷାକ୍ଷେତ୍ର ଥିଲା। Gade chapit laଓଡିଆ ବାଇବେଲ1 ଏଉତ୍ତାରେ ଏହିପରି ଘଟିଲା; ଯିଷ୍ରିୟେଲରେ ଶମରୀୟାର ରାଜା ଆହାବଙ୍କର ଅଟ୍ଟାଳିକା ସନ୍ନିକଟରେ ଯିଷ୍ରିୟେଲୀୟ ନାବୋତର ଖଣ୍ଡେ ଦ୍ରାକ୍ଷାକ୍ଷେତ୍ର ଥିଲା। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT1 ଏଉତ୍ତାରେ ଏହିପରି ଘଟିଲା; ଯିଷ୍ରିୟେଲରେ ଶମରୀୟାର ରାଜା ଆହାବଙ୍କର ଅଟ୍ଟାଳିକା ସନ୍ନିକଟରେ ଯିଷ୍ରିୟେଲୀୟ ନାବୋତର ଖଣ୍ଡେ ଦ୍ରାକ୍ଷାକ୍ଷେତ୍ର ଥିଲା। Gade chapit la |
ହେ ସଦାପ୍ରଭୁ, ମୁଁ ଜାଣୁଛି, ତୁମ୍ଭେ ସେମାନଙ୍କୁ ସତ୍ୟ ଓ ବିଶ୍ୱସ୍ତ ହେବାକୁ ଗ୍ଭହଁ। ସେମାନଙ୍କୁ ପ୍ରହାର କରିଅଛ। ମାତ୍ର ସେମାନେ ଅନୁତପ୍ତ ନୁହନ୍ତି। ତୁମ୍ଭେ ସେମାନଙ୍କୁ ଜୀର୍ଣ୍ଣ କରିଅଛ। ମାତ୍ର ସେମାନେ ଶାସ୍ତି ଗ୍ରହଣ କରିବାକୁ ଅସ୍ୱୀକାର କରିଅଛନ୍ତି। ସେମାନେ ନିଜ ନିଜ ମୁଖ ପାଷାଣଠାରୁ ଅଧିକ କଠିନ କରିଅଛନ୍ତି। ସେମାନେ କୁପଥରୁ ଫେରିବାକୁ ଇଚ୍ଛା କରି ନାହାନ୍ତି।