1 ରାଜାବଳୀ 3:12 - ପବିତ୍ର ବାଇବଲ12 ତେଣୁ ତୁମ୍ଭେ ଯାହା ମାଗିଲ ଆମ୍ଭେ ତାହା ଦେବାକୁ ଯାଉଅଛୁ। ଆମ୍ଭେ ତୁମ୍ଭକୁ ଜ୍ଞାନି ଓ ବୁଦ୍ଧିମାନ କରାଇବା। ଆମ୍ଭେ ତୁମ୍ଭକୁ ଏପରି ମହତ୍ ଜ୍ଞାନ ଦେବା ଯେ, ଅତୀତରେ ତୁମ୍ଭ ସମାନ କେହି ନ ଥିଲେ କି ଭବିଷ୍ୟତରେ କେହି ହେବେ ନାହିଁ। Gade chapit laପବିତ୍ର ବାଇବଲ (Re-edited) - (BSI)12 ଏହେତୁ ଦେଖ, ଆମ୍ଭେ ତୁମ୍ଭ ବାକ୍ୟାନୁସାରେ କଲୁ; ଦେଖ, ଆମ୍ଭେ ତୁମ୍ଭକୁ ଏପରି ଜ୍ଞାନ ଓ ବୁଦ୍ଧିବିଶିଷ୍ଟ ମନ ଦେଲୁ ଯେ, ତୁମ୍ଭ ପୂର୍ବେ ତୁମ୍ଭ ସମାନ କେହି ହୋଇ ନାହିଁ, କିଅବା ତୁମ୍ଭ ଉତ୍ତାରେ ତୁମ୍ଭ ସମାନ କେହି ଉତ୍ପନ୍ନ ହେବ ନାହିଁ। Gade chapit laଓଡିଆ ବାଇବେଲ12 ଏହେତୁ ଦେଖ, ଆମ୍ଭେ ତୁମ୍ଭ ବାକ୍ୟାନୁସାରେ କଲୁ; ଦେଖ, ଆମ୍ଭେ ତୁମ୍ଭକୁ ଏପରି ଜ୍ଞାନ ଓ ବୁଦ୍ଧିବିଶିଷ୍ଟ ମନ ଦେଲୁ ଯେ, ତୁମ୍ଭ ପୂର୍ବେ ତୁମ୍ଭ ସମାନ କେହି ହୋଇ ନାହିଁ, କିଅବା ତୁମ୍ଭ ଉତ୍ତାରେ ତୁମ୍ଭ ସମାନ କେହି ଉତ୍ପନ୍ନ ହେବ ନାହିଁ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT12 ଏହେତୁ ଦେଖ, ଆମ୍ଭେ ତୁମ୍ଭ ବାକ୍ୟାନୁସାରେ କଲୁ; ଦେଖ, ଆମ୍ଭେ ତୁମ୍ଭକୁ ଏପରି ଜ୍ଞାନ ଓ ବୁଦ୍ଧିବିଶିଷ୍ଟ ମନ ଦେଲୁ ଯେ, ତୁମ୍ଭ ପୂର୍ବେ ତୁମ୍ଭ ସମାନ କେହି ହୋଇ ନାହିଁ, କିଅବା ତୁମ୍ଭ ଉତ୍ତାରେ ତୁମ୍ଭ ସମାନ କେହି ଉତ୍ପନ୍ନ ହେବ ନାହିଁ। Gade chapit la |
ସେ ମଲା ପୂର୍ବରୁ ମୋଶା ଯିହୋଶୂୟଙ୍କର ମସ୍ତକରେ ହାତ ରଖିଲେ ଏବଂ ତାଙ୍କୁ ନୂଆ ପ୍ରତିନିଧି ରୂପେ ନିଯୁକ୍ତି କଲେ। ଏବଂ ସେ ତାଙ୍କୁ ନୂତନ ନେତାରୂପେ ନିଯୁକ୍ତି କଲେ। ଏହା ପରେ ନୂନର ପୁତ୍ର ଯିହୋଶୂୟ ଜ୍ଞାନ ଦାୟକ ଆତ୍ମାରେ ପରିପୂର୍ଣ୍ଣ ହେଲେ। ଇସ୍ରାଏଲ ଲୋକମାନେ ସଦାପ୍ରଭୁଙ୍କ ଆଜ୍ଞା ଅନୁସାରେ ଯିହୋଶୂୟଙ୍କ କଥା ଶୁଣିଲେ, ଯେପରି ସେମାନେ ମୋଶାଙ୍କ କଥା ଶୁଣିଥିଲେ ଓ ସେହି ଅନୁସାରେ କାର୍ଯ୍ୟ କରୁଥିଲେ।