1 ରାଜାବଳୀ 3:4 - ପବିତ୍ର ବାଇବଲ4 ଶଲୋମନ ବଳିଦାନ ନିମନ୍ତେ ଗିବିୟୋନକୁ ଗଲେ, କାରଣ ତାହା ବଡ଼ ଉଚ୍ଚସ୍ଥଳୀ ଥିଲା। ସେ ସେହି ଯଜ୍ଞବେଦି ଉପରେ ଏକ ସହସ୍ର ହୋମବଳି ଉତ୍ସର୍ଗ କଲେ। Gade chapit laପବିତ୍ର ବାଇବଲ (Re-edited) - (BSI)4 ପୁଣି ରାଜା ବଳିଦାନ କରିବା ନିମନ୍ତେ ଗିବୀୟୋନକୁ ଗଲେ; କାରଣ ତାହା ବଡ଼ ଉଚ୍ଚସ୍ଥଳୀ ଥଲା; ଶଲୋମନ ସେହି ଯଜ୍ଞବେଦି ଉପରେ ଏକ ସହସ୍ର ହୋମବଳି ଉତ୍ସର୍ଗ କଲେ। Gade chapit laଓଡିଆ ବାଇବେଲ4 ପୁଣି, ରାଜା ବଳିଦାନ କରିବା ନିମନ୍ତେ ଗିବୀୟୋନ୍ ନଗରକୁ ଗଲେ; କାରଣ ତାହା ବଡ଼ ଉଚ୍ଚସ୍ଥଳୀ ଥିଲା; ଶଲୋମନ ସେହି ଯଜ୍ଞବେଦି ଉପରେ ଏକ ସହସ୍ର ହୋମବଳି ଉତ୍ସର୍ଗ କଲେ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT4 ପୁଣି, ରାଜା ବଳିଦାନ କରିବା ନିମନ୍ତେ ଗିବୀୟୋନ୍ ନଗରକୁ ଗଲେ; କାରଣ ତାହା ବଡ଼ ଉଚ୍ଚସ୍ଥଳୀ ଥିଲା; ଶଲୋମନ ସେହି ଯଜ୍ଞବେଦି ଉପରେ ଏକ ସହସ୍ର ହୋମବଳି ଉତ୍ସର୍ଗ କଲେ। Gade chapit la |