Biblia Todo Logo
Bib sou entènèt

- Piblisite -




1 ରାଜାବଳୀ 6:2 - ପବିତ୍ର ବାଇବଲ

2 ଶଲୋମନ ସଦାପ୍ରଭୁଙ୍କ ସମ୍ମାନାର୍ଥେ ଯେଉଁ ମନ୍ଦିର ନିର୍ମାଣ କଲେ ତାହାର ଲମ୍ବ ଷାଠିଏ ହାତ, ପ୍ରସ୍ଥ କୋଡ଼ିଏ ହାତ ଓ ଉଚ୍ଚତା ତିରିଶ୍ ହାତ ଥିଲା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

2 ପୁଣି ଶଲୋମନ ରାଜା ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଯେଉଁ ଗୃହ ନିର୍ମାଣ କଲେ, ତହିଁର ଦୈର୍ଘ୍ୟ ଷାଠିଏ ହାତ ଓ ପ୍ରସ୍ଥ କୋଡ଼ିଏ ହାତ ଓ ଉଚ୍ଚତା ତିରିଶ ହାତ।

Gade chapit la Kopi

ଓଡିଆ ବାଇବେଲ

2 ପୁଣି, ଶଲୋମନ ରାଜା ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଯେଉଁ ଗୃହ ନିର୍ମାଣ କଲେ, ତହିଁର ଦୈର୍ଘ୍ୟ ଷାଠିଏ ହାତ ଓ ପ୍ରସ୍ଥ କୋଡ଼ିଏ ହାତ ଓ ଉଚ୍ଚତା ତିରିଶ ହାତ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

2 ପୁଣି, ଶଲୋମନ ରାଜା ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଯେଉଁ ଗୃହ ନିର୍ମାଣ କଲେ, ତହିଁର ଦୈର୍ଘ୍ୟ ଷାଠିଏ ହାତ ଓ ପ୍ରସ୍ଥ କୋଡ଼ିଏ ହାତ ଓ ଉଚ୍ଚତା ତିରିଶ ହାତ।

Gade chapit la Kopi




1 ରାଜାବଳୀ 6:2
7 Referans Kwoze  

ଇସ୍ରାଏଲୀୟମାନେ ମିଶର ପରିତ୍ୟାଗ କରିବା ପରେ ଶଲୋମନଙ୍କର ଇସ୍ରାଏଲ ଉପରେ ରାଜତ୍ୱର ଚତୁର୍ଥ ବର୍ଷରେ ଓ ସିବ୍ ନାମକ ବର୍ଷର ଦ୍ୱିତୀୟ ମାସରେ ସେ ସଦାପ୍ରଭୁଙ୍କ ସମ୍ମାନାର୍ଥେ 480 ବର୍ଷ ପର୍ଯ୍ୟନ୍ତ ମନ୍ଦିର ନିର୍ମାଣ କାର୍ଯ୍ୟ ଲାଗିଲା।


ଆଉ ମନ୍ଦିରର ପବିତ୍ର ସ୍ଥାନ ସମ୍ମୁଖସ୍ଥ ବାରଣ୍ତା, କୋଡ଼ିଏ ହାତ ଦୀର୍ଘ ଓ ପ୍ରସ୍ଥ ଦଶ ହାତ ଥିଲା।


ପରମେଶ୍ୱରଙ୍କ ମନ୍ଦିରର ଭିତ୍ତିମୂଳ ସ୍ଥାପନ ନିମନ୍ତେ ଶଲୋମନ ଏହି ପ୍ରକାରର ମାପ ବ୍ୟବହାର କରିଥିଲେ। ଭିତ୍ତିମୂଳ ଷାଠିଏ ହାତ ଲମ୍ବ ଓ କୋଡ଼ିଏ ହାତ ପ୍ରସ୍ଥ ଥିଲା। ଶଲୋମନ ମନ୍ଦିରର ମାପ ନେଲାବେଳକୁ ପୁରୁଣା ମାପର ବ୍ୟବହାର କରିଥିଲେ।


Swiv nou:

Piblisite


Piblisite