1 ରାଜାବଳୀ 7:1 - ପବିତ୍ର ବାଇବଲ1 ଅନନ୍ତର ରାଜା ଶଲୋମନ ତାଙ୍କ ନିଜ ପାଇଁ ଏକ ପ୍ରାସାଦ ନିର୍ମାଣ କଲେ ଯାହାକି ସମାପ୍ତ କରିବାକୁ ତାଙ୍କୁ ତେର ବର୍ଷ ଲାଗିଥିଲା। Gade chapit laପବିତ୍ର ବାଇବଲ (Re-edited) - (BSI)1 ଅନନ୍ତର ଶଲୋମନ ତେର ବର୍ଷ ଆପଣା ଗୃହ ନିର୍ମାଣ କରିବାରେ ଲାଗି ଆପଣାର ସମୁଦାୟ ଗୃହ ସମାପ୍ତ କଲେ। Gade chapit laଓଡିଆ ବାଇବେଲ1 ଏଥିଉତ୍ତାରେ ଶଲୋମନ ତେର ବର୍ଷ ଆପଣା ଗୃହ ନିର୍ମାଣ କରିବାରେ ଲାଗି ଆପଣାର ସମୁଦାୟ ଗୃହ ସମାପ୍ତ କଲେ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT1 ଏଥିଉତ୍ତାରେ ଶଲୋମନ ତେର ବର୍ଷ ଆପଣା ଗୃହ ନିର୍ମାଣ କରିବାରେ ଲାଗି ଆପଣାର ସମୁଦାୟ ଗୃହ ସମାପ୍ତ କଲେ। Gade chapit la |