Biblia Todo Logo
Bib sou entènèt

- Piblisite -




1 ରାଜାବଳୀ 7:2 - ପବିତ୍ର ବାଇବଲ

2 ସେ ମଧ୍ୟ ଏକ ଗୃହ ନିର୍ମାଣ କଲେ ତାହା “ଲିବାନୋ‌ନ୍‌ର ଅରଣ୍ୟ-ଗୃହ” ନାମରେ ନାମିତ ହେଲା। ଏହାର ଦୈର୍ଘ୍ୟ ଶହେ ହାତ, ପ୍ରସ୍ଥ ପଗ୍ଭଶ୍ ହାତ ଓ ଉଚ୍ଚତା ତିରିଶ୍ ହାତ ଥିଲା। ଏହାର ଗ୍ଭରିଧାଡ଼ି ଏରସ କାଠର ସ୍ତମ୍ଭ ଉପରେ ଏରସ କାଠର କଡ଼ି ଦେଇ ତାହା ନିର୍ମାଣ କଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

2 କାରଣ ସେ ଲିବାନୋନ-ଅରଣ୍ୟ-ଗୃହ ନିର୍ମାଣ କଲେ; ତହିଁର ଦୀର୍ଘତା ଏକ ଶହ ହାତ ଓ ତହିଁର ପ୍ରସ୍ଥ ପଚାଶ ହାତ ଓ ତହିଁର ଉଚ୍ଚତା ତିରିଶ ହାତ, ଚାରି ଧାଡ଼ି ଏରସ କାଷ୍ଠର ସ୍ତମ୍ଭ ଉପରେ ଏରସ କାଷ୍ଠର କଡ଼ି ଦେଇ ତାହା ନିର୍ମାଣ କଲେ।

Gade chapit la Kopi

ଓଡିଆ ବାଇବେଲ

2 କାରଣ, ସେ ଲିବାନୋନ-ଅରଣ୍ୟ ନାମକ ଗୃହ ନିର୍ମାଣ କଲେ; ତହିଁର ଦୀର୍ଘତା ଏକ ଶହ ହାତ, ତହିଁର ପ୍ରସ୍ଥ ପଚାଶ ହାତ ଓ ତହିଁର ଉଚ୍ଚତା ତିରିଶ ହାତ, ଚାରି ଧାଡ଼ି ଏରସ କାଷ୍ଠର ସ୍ତମ୍ଭ ଉପରେ ଏରସ କାଷ୍ଠର କଡ଼ି ଦେଇ ତାହା ନିର୍ମାଣ କଲେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

2 କାରଣ, ସେ ଲିବାନୋନ-ଅରଣ୍ୟ ନାମକ ଗୃହ ନିର୍ମାଣ କଲେ; ତହିଁର ଦୀର୍ଘତା ଏକ ଶହ ହାତ, ତହିଁର ପ୍ରସ୍ଥ ପଚାଶ ହାତ ଓ ତହିଁର ଉଚ୍ଚତା ତିରିଶ ହାତ, ଚାରି ଧାଡ଼ି ଏରସ କାଷ୍ଠର ସ୍ତମ୍ଭ ଉପରେ ଏରସ କାଷ୍ଠର କଡ଼ି ଦେଇ ତାହା ନିର୍ମାଣ କଲେ।

Gade chapit la Kopi




1 ରାଜାବଳୀ 7:2
8 Referans Kwoze  

ଆଉ ମଧ୍ୟ ସେ ପିଟା ସୁନାରେ 300 ଛୋଟ ଢାଲ ପ୍ରସ୍ତୁତ କଲେ ଓ ପ୍ରତି ଢାଲରେ 300 ସେର ସୁନା ଲାଗିଲା। ରାଜା ସେ ସବୁକୁ ଲିବାନୋନ-ଅରଣ୍ୟ ନାମକ ଗୃହରେ ରଖିଲେ।


ଆହୁରି ମଧ୍ୟ ଶଲୋମନ ପିଟା ସୁନାରୁ 300ଟି କ୍ଷୁଦ୍ର ଢାଲ ନିର୍ମାଣ କଲେ। ପ୍ରତ୍ୟେକ ଢାଲ ନିମନ୍ତେ 300 ଶେକଲ ସୁନା ବ୍ୟବହୃତ ହୋଇଥିଲା। ରାଜା ଶଲୋମନ “ଲିବାନୋ‌ନ୍‌ର ଅରଣ୍ୟ” ନାମକ ଗୃହରେ ଏହି ସୁବର୍ଣ୍ଣ ଢାଲଗୁଡ଼ିକ ରଖିଲେ।


ତୁମ୍ଭର ଗଳଦେଶ ଗଳଦନ୍ତମୟ ଦୁର୍ଗ ସଦୃଶ। ତୁମ୍ଭ ନେତ୍ର ଯୁଗଳ ବେଥ୍-ରବ୍ବୀମ ନଗର ଦ୍ୱାର ନିକଟସ୍ଥ ହି‌‌‌ଶ୍‌‌‌ବୋନ୍ ସେରାବର ସଦୃଶ। ତୁମ୍ଭ ନାସିକା ଦମ୍ମେଶକ ସମ୍ମୁଖସ୍ଥ ଲିବାନୋ‌ନ୍‌ର ଦୁର୍ଗ ତୁଲ୍ୟ।


ରାଜା ଶଲୋମନଙ୍କର ସମସ୍ତ ପାନପାତ୍ର ସୁନାରେ ତିଆରି ହୋଇଥିଲା। ଲିବାନୋନ-ଅରଣ୍ୟ କୋଠାର ସମସ୍ତ ପାତ୍ର ଶୁଦ୍ଧ ସୁବର୍ଣ୍ଣର ଥିଲା। ରୂପାର କୌଣସି ଜିନିଷ ରାଜପ୍ରାସାଦରେ ନ ଥିଲା। ତାଙ୍କ ସମୟରେ ଏତେ ସୁନା ଥିଲା ଯେ ରୂପାକୁ କେହି ପଗ୍ଭରୁ ନ ଥିଲେ।


ରାଜା ଶଲୋମନ ଶସ୍ୟ ଓ ଜିନିଷ ଗଚ୍ଛିତ ରଖିବା ପାଇଁ ଭଣ୍ତାର ନଗର, ରଥପାଇଁ ନଗର ଓ ଅଶ୍ୱାରୋହୀମାନଙ୍କର ସୁରକ୍ଷା ନିମନ୍ତେ ନଗର ନିର୍ମାଣ କଲେ। ଯିରୁଶାଲମରେ, ଲିବାନୋ‌ନ୍‌ରେ ଓ ତାଙ୍କ ଶାସନାଧୀନ ଦେଶ ବ୍ୟତୀତ ସେ ଯାହା ଇଚ୍ଛା କଲେ, ତାହା ନିର୍ମାଣ କଲେ।


ଏହି ସ୍ତମ୍ଭମାନଙ୍କର ଉପରିସ୍ଥ ପଞ୍ଚଗ୍ଭଳିଶ କଡ଼ି ଉପରେ ଏରସ କାଠର ଛାତ କଲେ, ପ୍ରତି ଧାଡ଼ିରେ ପନ୍ଦରଟି ଲେଖାଏଁ କଡ଼ି ଥିଲା।


ଅନନ୍ତର ଶଲୋମନ ସଦାପ୍ରଭୁଙ୍କ ମନ୍ଦିର, ରାଜଗୃହ ଓ ନିଜ ଇଚ୍ଛାନୁସାରେ ସମସ୍ତ ଜିନିଷର ନିର୍ମାଣ କାର୍ଯ୍ୟ ସମାପ୍ତ କଲେ।


ସେହି ସମୟରେ ସେ ଯିହୁଦାର ଓଢ଼ଣା ଟାଣି ପକାଇଲେ ଓ ତୁମ୍ଭେ ବନଗୃହସ୍ଥ ଯୁଦ୍ଧାସ୍ତ୍ର ପ୍ରତି ଦୃଷ୍ଟି ଦେଲ।


Swiv nou:

Piblisite


Piblisite